-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||     

HOME   ଜିଲ୍ଲା

ପ୍ରଗତିର ନୂତନ ସୂର୍ଯ୍ୟୋଦୟ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ଓ ବିକାଶ ମେଳା ଉଦଘାଟିତ

21-Sep-2024



ସୁବର୍ଣ୍ଣପୁର ( ମନୋରଞ୍ଜନ  ତ୍ରିପାଠୀ ) 
ରାଜ୍ୟ ସରକାରଙ୍କ ୧୦୦ ଦିନ ପୂର୍ତ୍ତି ଅବସରରେ ସୁବର୍ଣ୍ଣପୁରରେ ବିକାଶ ମେଳା ମହା ସମାରୋହରେ ଉଦଘାଟିତ ହୋଇଯାଇଛି। ପ୍ରଗତିର ନୂତନ ସୂର୍ୟୋଦୟ -  ୨୦୩୬ ସୁଦ୍ଧା ହେବ ବିକଶିତ ଓଡ଼ିଶାର ଅଭ୍ୟୁଦୟ, ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ଓ ବିକାଶ ମେଳା ଉଦଘାଟିତ ହୋଇଯାଇଛି। ୨୦ ରୁ ୨୨  ତାରିଖ ପର୍ଯ୍ୟନ୍ତ ସହରର ରୟାଲ ପଡ଼ିଆ ଠାରେ ଆୟୋଜିତ ହେଉଥିବା କାର୍ଯ୍ୟକ୍ରମରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଗୁଡିକ ବିଷୟରେ ଜନସାଧାରଣଙ୍କୁ ଅବଗତ ଓ ସଚେତନ କରିବା ଲକ୍ଷ୍ୟ ରାଖାଯାଇଛି। ୩ ଦିନ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଲୋକକଳା ଏବଂ ଅନ୍ୟାନ୍ୟ ସାଂସ୍କୃତିକ ଦଳ ମାଧ୍ୟମରେ ସାଂସ୍କୃତିକ ସନ୍ଧ୍ୟା ମଧ୍ୟ ଆୟୋଜନ କରାଯିବା ସହିତ ୩୦ ଗୋଟି ପ୍ରଦର୍ଶନୀ ମଣ୍ଡପ ଜରିଆରେ ବିଭିନ୍ନ ବିଭାଗର ଲୋକ ଯୋଜନା ସହ ଜିଲ୍ଲାର ସଫଳତା ଓ ଉତ୍କର୍ଷର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଜିଲ୍ଲାର ବିଭିନ୍ନ ବିଭାଗର ଯୋଗ୍ୟ ହିତାଧିକାରୀ ମାନଙ୍କୁ ଅତିଥି ଙ୍କ ଦ୍ୱାରା ସରକାରୀ ସହାୟତା ପ୍ରଦାନ ସହ ସମ୍ବର୍ଦ୍ଧିତ କରାଯାଇଛି। ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାସ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉଦଘାଟନୀ କାର୍ଯ୍ୟକ୍ରମ ସମାରୋହରେ ମାନ୍ୟବର ମନ୍ତ୍ରୀ ଇଲେକ୍ଟ୍ରୋନିକ୍ସ ଓ ପ୍ରଯୁକ୍ତି ବିଦ୍ୟା, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଡ. ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ବଲାଙ୍ଗିର ଲୋକସଭା ସାଂସଦ ସଙ୍ଗୀତା କୁମାରୀ ସିଂଦେଓ, ବିରମହାରାଜପୁର ବିଧାୟକ ରଘୁନାଥ ଜଗଦଲା, ଆରକ୍ଷୀ ଅଧିକ୍ଷକ ୟଶପ୍ରତାପ ଶ୍ରୀମଲ ପ୍ରମୁଖ ଯୋଗଦେଇଥିଲେ। ମାନ୍ୟବର ମୁଖ୍ୟଅତିଥି ଓ ସମ୍ମାନିତ ଅତିଥି ବୃନ୍ଦ ଏହି ପରିପ୍ରେକ୍ଷୀରେ ସରକାରଙ୍କ ୧୦୦ ଦିନର କାର୍ଯ୍ୟକାରିତାର ସୂଚିତ କରି ସରକାରଙ୍କ ବିକାଶ ଯୋଜନା ଗୁଡିକର ଆଭିମୁଖ୍ୟ ସ୍ପଷ୍ଟ କରିଥିଲେ। ଜିଲ୍ଲାର ସବୁ ବର୍ଗର ଜନସାଧାରଣ ଆଗାମୀ ୨୦୩୬ ସୁଦ୍ଧା ଓଡ଼ିଶା ବିକାଶର ଅଭ୍ୟୁଦୟ ରେ ସାମିଲ ହେବାକୁ ଆହ୍ୱାନ କରିଥିଲେ। ସାରା ଦେଶ ତଥା ରାଜ୍ୟ ଓ ଜିଲ୍ଲାର ପ୍ରତ୍ୟେକ ପଞ୍ଚାୟତ ସ୍ତରରେ ଚାଲୁରହିଥିବା ସ୍ୱଚ୍ଛ ଭାରତ ମିଶନ ଅବସରରେ ସ୍ୱଛତା ହିଁ ସେବା ପରିପ୍ରେକ୍ଷୀରେ ନିଜେ ଓ ସମାଜ କୁ ସ୍ୱଚ୍ଛ ରଖିବା ଓ ସୁସ୍ଥ ରଖିବା ନିମନ୍ତେ ମୁଖ୍ୟଅତିଥି ଉପସ୍ଥିତ ହଜାର ହଜାର ଜନସାଧାରଣ ଙ୍କୁ ସ୍ୱଛତା ଶପଥ ପାଠ କରାଇଥିଲେ। କାର୍ଯ୍ୟକ୍ରମ ଅବସରରେ ବିନିକା ବ୍ଲକର ୨ଟି, ବୀରମହାରାଜପୁର ଓ ତରଭା ବ୍ଲକ ର ପ୍ରତ୍ୟକ ଗୋଟିଏ ଲେଖାଏଁ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ସ୍ୱାସ୍ଥ୍ୟକେନ୍ଦ୍ରର ଲୋକାର୍ପଣ କରିଥିଲେ ମାନ୍ୟବର ସ୍ୱାସ୍ଥ୍ୟମନ୍ତ୍ରୀ। ପରେ ପରେ ଅତିଥି ବୃନ୍ଦ ଉନ୍ନୟନ ପ୍ରଦର୍ଶନୀ ମଣ୍ଡପ ଉଦଘାଟନ କରି ଥିଲେ। ଏଥିରେ ହଜାର ହଜାର ସଂଖ୍ୟାରେ ମହିଳା ଓ ପୁରୁଷ ମାନେ ଯୋଗ ଦେଇଥିବା ଦେଖିବାକୁ ମିଳିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026

You Might Also Like