-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

କବି ଗଙ୍ଗାଧର ମେହେର ଓ ପ୍ରଫେସର୍ ଘନ ଶ୍ୟାମ ଦାଶ ସ୍ମାରକୀ ବିଭିନ୍ନ ପ୍ରତିଯୋଗିତା ର ପୁରସ୍କାର ବିତରଣ ଉତ୍ସବ

21-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ସ୍ଥାନୀୟ ରାଣା ପ୍ରତାପ ସ୍କୁଲ ପରିସରରେ ଶନିବାର ପାକ୍ଷିକ ପତ୍ରିକା କୋଶଲ ଟାଇମ୍ ଆନୁକୁଲ୍ୟରେ ସ୍ଵଭାବ କବି ଗଙ୍ଗାଧର ମେହେର ଓ ପ୍ରଫେସର ଘନଶ୍ୟାମ ଦାଶଙ୍କ ସ୍ମୃତିରେ ପୂର୍ବରୁ ଅନୁଷ୍ଠିତ ହୋଇଥିବା ପ୍ରବନ୍ଧ,ଚିତ୍ରାଙ୍କନ ଓ କୁଇଜ୍ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଟିତ ହୋଇଯାଇଛି ।ଭାରପ୍ରାପ୍ତ  ପ୍ରଧାନ ଶିକ୍ଷକ ଜ୍ୟୋସ୍ନାମୟୀ ତ୍ରିପାଠୀଙ୍କ ଅଧ୍ୟକ୍ଷତା ଓ ଶିକ୍ଷକ ଗୋପବନ୍ଧୁ ପୁରୋହିତଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କୋଶଲ ଟାଇମ୍ ପତ୍ରିକାର ସଂପାଦକ ସଞ୍ଜୀବ ମହାପାତ୍ର ଉଦ୍ଦେଶ୍ୟ ଜ୍ଞାପନ କରିଥିବାବେଳେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ଵବିଦ୍ୟାଳୟ କୁଳପତି ପ୍ରଫେସର ଡ. ଶ୍ୟାମ ସୁନ୍ଦର ପଟ୍ଟନାୟକ ଯୋଗଦେଇ ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିବା ସହ ପ୍ରତିଟି ପ୍ରତିଯୋଗିତା ପାଇଁ ନିଜକୁ ଯୋଗ୍ୟ ବୋଲି ବିବେଚନା କରିବାକୁ ପରାମର୍ଶ ଦେଇଥିଲେ ।

ସମ୍ମାନିତ ଅତିଥି ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ,ସାମାଜିକ କର୍ମୀ ମେଘନାଥ ପ୍ରଧାନ ,ରାଜ୍ୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ବୈଷ୍ଣବ ଭୋଇ ପ୍ରମୁଖ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ବିଶିଷ୍ଟ ସାହିତ୍ୟକ ମନୋରଞ୍ଜନ ମେହେର ଯୋଗ ଦେଇ ସ୍ଵଭାବ କବି ଗଙ୍ଗାଧରଙ୍କ କାବ୍ୟ କୃତି ଉପରେ ଆଲୋଚନା କରିଥିଲେ । ଏହି ଅବସରରେ ବରଗଡ଼ ଜିଲ୍ଲାର ତିନି ଜଣ ମେଧାବୀ ଛାତ୍ରଙ୍କୁ ପ୍ରଫେସର ଘନ ଶ୍ୟାମ ଦାଶ ମେଧା ବୃତ୍ତି ପ୍ରଦାନ କରିଥିବା ବେଳେ  ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ବୃନ୍ଦ ପୁରସ୍କୃତ କରିଥିଲେ  । ରାଣା ପ୍ରତାପ ସ୍କୁଲର ଛାତ୍ର ଛାତ୍ରୀ ସ୍ଵାଗତ ସଙ୍ଗୀତ ଗାନ କରିଥିବା ବେଳେ କାର୍ଯ୍ୟକ୍ରମ ପରିଚାଳନାରେ  ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like