-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ସ୍ୱାସ୍ଥ୍ୟ ହିଁ ସମ୍ପଦ卐 ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପକ୍ଷରୁ ମାଗଣା ଅଣ ସଂକ୍ରମଣ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

21-Sep-2024



ବଲାଙ୍ଗୀର(ପ୍ରେରଣା ଖବର): ଆୟୁଷ୍ମାନ ଆରୋଗ୍ୟ ମନ୍ଦିର (ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର) ଶାସ୍ତ୍ରୀ ନଗର ପକ୍ଷରୁ ଶାସ୍ତ୍ରୀ ନଗର ପ୍ରହରୀ ମଣ୍ଡପ ଠାରେ ସ୍ଥାନୀୟ ଯୁବ ସ୍ବେଛାସେବୀ ମାନଙ୍କ ସହାୟତାରେ ଆଜି ଏକ ଅଣସଂକ୍ରମଣ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇ ଯାଇଛି l ଉକ୍ତ ଶିବିରରେ ସର୍ବମୋଟ ୧୭୦ରୁ ଉର୍ଦ୍ଧ ବିଭିନ୍ନ ବର୍ଗର ରୋଗୀ ଯଥା ଉଚ୍ଚ ରକ୍ତ ଚାପ, ମଧୁମେହ,କେନସର, ଥାଇରଡ଼ ଜନିତ ରୋଗର ଚିକିତ୍ସା ଓ ପରାମର୍ଶ ଇତ୍ୟାଦିର ସୁବିଧା ପାଇପାରିଥିଲେ l ରୋଗୀ ମାନ ନିଜକୁ ଚିକିତ୍ସା ତଥା ସ୍ୱାସ୍ଥ୍ୟ ପରୀକ୍ଷା କରାଇ  ଏଭଳି ସ୍ୱାସ୍ଥ୍ୟ ଶିବିର ଆହୁରି ଅନେକ କରିବାପାଇଁ  ବଲାଙ୍ଗିର 

ମୁଖ୍ୟଚିକିତ୍ସାଧିକାରୀଙ୍କୁ ଅନୁରୋଧ କରିଥିଲେ l ଏହି ସ୍ୱାସ୍ଥ୍ୟ ଶିବିରରେ ବଲାଙ୍ଗିର ଦାଇତ୍ୱରେ ଥିବା ମୁଖ୍ୟ ଚିକିତ୍ସାଧିକାରୀ ଡ଼ା ଦିବ୍ୟକିଶୋର ପତି ଙ୍କ ପରାମର୍ଶ କ୍ରମେ ଜାତୀୟ ସ୍ୱାସ୍ଥ୍ୟ ମିଶନ ଅତିରିକ୍ତ ମ୍ୟାନେଜର ରାମାନୁଜ ପଣ୍ଡା, ନେସନାଲ ପିସ ୟୁନିସନ ତଥା ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର ନିର୍ଦେଶକ ଓ ଚେୟାରମ୍ୟାନ ସତ୍ୟ ରଞ୍ଜନ ମିଶ୍ର ଓ ରବି ରଞ୍ଜନ ପୂଜାରୀ,ସ୍ୱାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡ଼ା ସତ୍ୟ ନାରାୟଣ ସାହୁ, ଡ଼ା ଅଙ୍କିତ ପଣ୍ଡା, ଡ଼ା ଅର୍ଜିତ ମହାନ୍ତି,ଏହି ଶିବିରକୁ ଏକ ସଫଳ ଚିକିତ୍ସା ଶିବିର ବୋଲି ଓ ସ୍ୱାସ୍ଥ୍ୟ ହିଁ ସମ୍ପଦ ଏହି ବିଷୟ ବସ୍ତୁ ଉପରେ ମତବ୍ୟକ୍ତ କରିଥିଲେ l ଉପରୋକ୍ତ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ

ଇପ୍ସିତା ମହାନ୍ତି (ଫିଜିଓଥରାପିଷ୍ଟ) ନମ୍ରତା ମିଶ୍ର (ନିଉଟ୍ରିସନାଲିଷ୍ଟ ) ଖୁସିରାମ ସୁନା , ରୋନି ବଗର୍ତି, ଜୁଲି ତାଣ୍ଡି, ଅସିତ ଆନନ୍ଦ , ବିରୁପାକ୍ଷ ଥନାପତି, ବିପିନ ବିହାରୀ ସେଟ, ଅଞ୍ଜଳି ନାଗ, ନିକୁଞ୍ଜ ପଟେଲ, ଦୀପାଞ୍ଜଳି ଖମାରି ଆଶା ଦିଦି, ମଣିଭଦ୍ର ବେହେରା,ଇତ୍ୟାଦି ସଭ୍ୟ ସଭ୍ୟା ଯୋଗଦାନ କରି ସ୍ୱାସ୍ଥ୍ୟ ଶିବିରକୁ ପରିଚାଳନା କରାଇଥିବା ବେଳେ ସାମାଜିକ କର୍ମୀ ସୁଶୋଭିତା ଗୁରୁ ସଭ୍ୟଗଣ ଓ ଅନ୍ୟ ସ୍ଥାନୀୟ ଯୁବକ ସଂଘ ସଭ୍ୟ ଗଣ ଗଙ୍ଗାଧର ମାଝୀ, ରାଧେଶ୍ୟାମ ବିଶି,ଶ୍ରୀ ଚମ୍ପେ ଦୋରା, ଦେବାଶିଷ ଲେଙ୍କା ଇତ୍ୟାଦି ଏହି ଶିବିରକୁ ସମ୍ପୂର୍ଣ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like