-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ପ୍ରତିଭା ଅନ୍ୱେଷଣ ଓ ବିକାଶ କାର୍ଯ୍ୟକ୍ରମ

21-Sep-2024



କଣ୍ଟାମାଳ(ଜୟ କୁମାର ମହାରଣା):  କଣ୍ଟାମାଳ ବ୍ଲକ ଅନ୍ତର୍ଗତ ନରସିଂହପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆମ ପ୍ରୟାସ ସଙ୍ଗଠନ ବିଳାସପୁର ଦ୍ୱାରା ଛାତ୍ରଛାତ୍ରୀ ମାନଙ୍କର ସାମୁହିକ ବିକାଶ ତଥା ସେମାନଙ୍କର ଲୁକ୍କାୟିତ ପ୍ରତିଭା ପ୍ରଦର୍ଶନ, ଦକ୍ଷତା ବୃଦ୍ଧି ଏବଂ ବ୍ୟକ୍ତିତ୍ୱର ବିକାଶ ପାଇଁ ଏକ ପ୍ରତିଯୋଗୀତା ମୂଳକ ପ୍ରତିଭା ଅନ୍ଵେଷଣ ଓ ବିକାଶ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିବପ୍ରସାଦ ଖମାରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଙ୍ଗଠନର କାର୍ଯ୍ୟକଳାପ ଉପରେ ଖୁସି ହୋଇ ସାଧୁବାଦ୍ ଜଣାଇବା ସହିତ ସଙ୍ଗଠନର ଦୀର୍ଘାୟୁ କାମନା କରିଥିଲେ । ବିଳାସପୁର କ୍ଲଷ୍ଟର ସିଆରସିସି ସଞ୍ଜୟ ଜଗଦଲା, ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ଲକ୍ଷିନ୍ଦ୍ର ମେଣ୍ଡିଳୀ, ବିଳାସପୁର ଉ.ପ୍ରା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜଗମୋହନ କର୍ମୀ, ତାଳପଡା ପ୍ରଥମିକ ବିଦ୍ୟାଳୟର ଶିକ୍ଷକ ଦନାର୍ଦନ ବାରିକ, ବିଚିକା ଉ.ପ୍ରା ବିଦ୍ୟାଳୟର ଶିକ୍ଷକ ରାମକୁମାର ନାଏକ, ଠୁରୁବନ୍ଧଳି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଚମାରୁ ଦାସ ପ୍ରମୁଖ ସମ୍ମାନୀୟ ଅତିଥି ଭାବେ ଯୋଗଦେଇ ଥିଲେ l ଅନୁଷ୍ଠିତ ପ୍ରତିଯୋଗିତାରେ ଖାଏରହଣା ପ୍ରଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ଗେଜ, ନରସିଂହପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ରାଜେନ୍ଦ୍ର ନାଏକ ଓ କିରିକିଚିପାଲି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ମହୋନ ଗେଜ ବିଚାରପତି ଭାବେ କାର୍ଯ୍ୟ ତୁଲାଇ ଥିଲେ । ପ୍ରବନ୍ଧରେ ଦିବାନୀ ଭୁକ୍ତା, ରାଜୀବ ଦୀପ, ଧରିତ୍ରୀ ଦନ୍ତା, ଚିତ୍ରାଙ୍କନରେ ସ୍ଵାଗତ ଖଣ୍ଡଗିରି, ରମିତ୍ ତଣ୍ଡିଆ, ଅଂଶୁମାନ ବାରିକ,  ବକ୍ତବ୍ୟରେ ମିନାକ୍ଷୀ ମେନ୍ଦିଲି, ସ୍ମୃତିସମୃଧି ସିଂହ, ଅବନ୍ତି ରାଜହଂସ ଯଥାକ୍ରମେ ପ୍ରଥମ, ଦ୍ଵିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ବେଳେ ଗୀତରେ ଅବନ୍ତି ରାଜହଂସ ପ୍ରଥମ, ଏକକ ନୃତ୍ୟରେ ଝିଲି ଖଣ୍ଡଗିରି ପ୍ରଥମ, ଲିଲିମା ମେଣ୍ଡିଲୀ ଦ୍ଵିତୀୟ ଏବଂ ସମୂହ ନୃତ୍ୟରେ ଲିପୁନ ସେଠୀ ଓ ବିଜ୍ଞାନ ସେଠୀ ସମେତ ୧୪ ଜଣ କୃତି ପ୍ରତିଯୋଗୀଙ୍କୁ ଅତିଥି ମାନଙ୍କ ଦ୍ଵାରା ଆମ ପ୍ରାୟାସ ସଂଗଠନ ତରଫରୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମରେ ନରସିଂହପୁର ବିଦ୍ୟାଳୟର ଶିକ୍ଷକ ଚିତ୍ତରଞ୍ଜନ ବାରିକ, ମୃତ୍ୟୁଞ୍ଜୟ ସାହୁ, ସୁଶାନ୍ତ ପରିଡ଼ା  ଓ ସ୍ବାଗତ ସୁନ୍ଦର ନାୟକ ଉପସ୍ଥିତ ଥିଲେ । ସଂଗଠନର ସଭାପତି କାମେଶ୍ୱର ଭୋଇ, ସାଧାରଣ ସମ୍ପାଦକ ଘନଶ୍ୟାମ ସୁନା, ଯୁଗ୍ମ ସମ୍ପାଦିକା ରିତାଞ୍ଜଳି ଲୁହା, ସଦସ୍ୟ ସୁଧୀର ନାଏକ ଓ ରିଲୁ ମହାନନ୍ଦ  ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like