-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||     

HOME   ଜିଲ୍ଲା

୫ବର୍ଷ ହେଲା ସ୍କୁଲ୍ ବାରଣ୍ଡା ରେ ଚାଲିଛି ଅଙ୍ଗନୱାଡ଼ି କେନ୍ଦ୍ର

21-Sep-2024



କଣ୍ଟାମାଳ(ଜୟ କୁମାର ମହାରଣା): ସରକାର କୋମଲମତି ଶିଶୁ ମାନଙ୍କ ବୌଦ୍ଧିକ ଜ୍ଞାନ , ଶାରୀରିକ ଗଠନ ଓ ପ୍ରାକ୍ ଶିକ୍ଷା ଗ୍ରହଣ କରିବା ପାଇଁ ବିଭିନ୍ନ ଗାଁ ଗୁଡିକରେ ଅଙ୍ଗନୱାଡ଼ି କେନ୍ଦ୍ର ସ୍ଥାପନ କରିଛନ୍ତି। ପ୍ରାକ୍ ଶିକ୍ଷା ସହ ପୁଷ୍ଟିକର ଖାଦ୍ୟ ଦେବାର ମଧ୍ୟ ବ୍ୟବସ୍ଥା କରିଛନ୍ତି। ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ବରଗାଁ ଗ୍ରାମପଞ୍ଚାୟତ ବରଗାଁ ଅଙ୍ଗୱାଡ଼ି କେନ୍ଦ୍ରରେ ସର୍ବ ମୋଟ ୩୯ଜଣ ଶିଶୁ ପ୍ରାକ୍ ଶିକ୍ଷା ଗ୍ରହଣ କରୁଛନ୍ତି। ସେମାନଙ୍କ ପାଇଁ ୩୧ବର୍ଷ ପୂର୍ବେ ଗ୍ରାମରେ ଏକ ଆଜବେଷ୍ଟ କୋଠା ନିର୍ମାଣ କରାଯାଇଥିଲା। ହେଲେ ଦୀର୍ଘ ବର୍ଷ ହୋଇଯାଇଥିବାରୁ ଅଜବେଷ୍ଟ୍ ଗୁଡ଼ିକ ଭାଙ୍ଗିଯିବା ସହ କାନ୍ଥରୁ ସିମେଣ୍ଟ ଅତଡ଼ା ଖସି ଆଁ କରିଛି। ପିଲାମାନଙ୍କ ସୁରକ୍ଷା ଦୃଷ୍ଟିରୁ ୫ବର୍ଷ ହେଲାଣି ଗ୍ରାମର ସ୍କୁଲ୍ ବାରଣ୍ଡାରେ ପିଲାଙ୍କ ପାଠ ପଢା ଚାଲିଛି। ନିଜସ୍ଵ କୋଠା ନ ଥିବାରୁ ପିଲାଙ୍କ ଖେଳଣl ସାମଗ୍ରୀ, ଓ ଅନ୍ୟାନ୍ୟ ସରକାରୀ କାଗଜ ପତ୍ର ରଖିବାରେ ଘୋର ଅସୁବିଧାର ସମ୍ଭୂଖିନ ହେଉଥିବା ଅଙ୍ଗୱାଡ଼ି କର୍ମୀ ଅମ୍ବିକା କମ୍ପ ଅଭିଯୋଗ କରିଛନ୍ତି। ଏଥି ପ୍ରତି ଜିଲ୍ଲା ପ୍ରଶାସନ ସ୍ଵତନ୍ତ୍ର ଦୃଷ୍ଟି ଦେଇ ତୁରନ୍ତ ନୂତନ କୋଠା ନିର୍ମାଣ କରିବା ପାଇଁ ଗ୍ରାମବାସୀ ଓ ଅଭିଭାବକମାନେ ଦାବୀ କରିଛନ୍ତି। ଏସଂପର୍କରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ପାଙ୍କଜିନି ମିଶ୍ର ଙ୍କୁ ପଚାରିବାରୁ ବିଡ଼ିଓ ଙ୍କୁ କହି ତୁରନ୍ତ ନୂତନ କୋଠା ନିର୍ମାଣ ପାଇଁ ପଦକ୍ଷେପ ଗ୍ରହଣ କରlଯିବ ବୋଲି କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026

You Might Also Like