-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତୀୟ ଶାନ୍ତି ଦିବସ: "ଶାନ୍ତି ପାଇଁ ଦିନଟିଏ"

21-Sep-2024



ଡୁଙ୍ଗୁରିପାଲି , ତା.୨୧/୯: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହ। ଠାରେ "ଶାନ୍ତି ପାଇଁ ଦିବସ ଟିଏ " ବିଷୟ ବସ୍ତୁକୁ ନେଇ ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ମାର୍ଗଦର୍ଶନ ରେ ସ୍କାଉଟ ଟ୍ରୁପ୍ ତରଫରୁ ଆନ୍ତର୍ଜାତୀୟ ଶାନ୍ତି ଦିବସ ପାଳିତ ହୋଇ ଯାଇଛି। ଏହି ଅବସରରେ ବରିଷ୍ଠ ଶିକ୍ଷକ ତଥା ଶାନ୍ତି ଦୁତ ଜିଲ୍ଲା ସଂଯୋଜକ ଦୀନବନ୍ଧୁ ପ୍ରଧାନ ଏକ ସୁସ୍ଥ ପୃଥିବୀ ଗଠନ ରେ ବିଶ୍ଵଶାନ୍ତି ପାଇଁ ଛାତ୍ର ଛାତ୍ରୀଙ୍କ ପ୍ରମୁଖ ଭୂମିକା ରହିଥିବା ଦର୍ଶାଇଥିଲେ। ଆୟୋଜିତ ସଭାରେ ଛାତ୍ର କ୍ରିସ, ସୁଜିତ୍, ବିକାଶ,ଅଙ୍କିତ, ପଞ୍ଚାନନ ଓ ଛାତ୍ରୀଙ୍କ ମଧ୍ୟରୁ ଅର୍ଚ୍ଚିତା,ପ୍ରୀତି, ପୂଜା,ଝରଣା ସିମୁ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ।

ଛାତ୍ର ଛାତ୍ରୀଙ୍କୁ ନେଇ ଏକ ଚିତ୍ରାଙ୍କନ ପ୍ରତିଯୋଗିତା କରି ପୁରସ୍କୃତ କରାଯାଇଥିଲା।ଶେଷରେ ଶିକ୍ଷକ କିରଣ ପୁଟେଲ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026

You Might Also Like