-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ଅତାବିରା ମହାବିଦ୍ୟାଳୟରେ ପୁରାତନ ଛାତ୍ର ସଂଗଠନ (ଏଲୁମିନି) ର ପ୍ରଥମ ବୈଠକ

21-Sep-2024



ଅତାବିରା(ଆକାଶ ମିଶ୍ର): ବରଗଡ ଜିଲ୍ଲା ଅତାବିରା ଏନଏସି ଅନ୍ତର୍ଗତ ଅତାବିରା ମହାବିଦ୍ୟାଳୟ ର ସମ୍ମିଳନୀ କକ୍ଷରେ ଅଧକ୍ଷ ଶ୍ରୀଯୁକ୍ତ ଅଶ୍ୱିନୀ କୁମାର ପ୍ରଧାନ ଙ୍କ ସଭାପତିତ୍ବରେ ଏବଂ ଶ୍ରୀ ସୂର୍ଯ୍ୟନାରାୟଣ ବିଶ୍ୱାଳ ଙ୍କ ସଂଯୋଜନାରେ ଅତାବିରା ମହାବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀ, ଏବଂ କର୍ମଚାରୀ ଙ୍କ ଉପସ୍ଥିତିରେ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି | ଉକ୍ତ ସଭାରେ ଉପସ୍ଥିତ ରହିଥିବା ପୁରାତନ ଛାତ୍ର ସେମାନଙ୍କ ବହୁମୂଲ୍ୟ ମତାମତ ରଖିଥିଲେ | ପୁରାତନ ଛାତ୍ର ସଂଗଠନକୁ କିଭଳି ସୁଦୃଢ଼ କରିବେ ଏବଂ ମହାବିଦ୍ୟାଳୟର ଉନ୍ନତି କରିବାରେ କିଭଳି ସେମାନଙ୍କ ଭୂମିକା ଅଗ୍ରଣୀ ରହିବ ସେବିଷୟରେ ଆଲୋଚନା ହୋଇଥିଲା | ସମସ୍ତ ଛାତ୍ରଛାତ୍ରୀମାନେ ନିଜ କଲେଜ କିଭଳି ଉନ୍ନତି ମାନର ହୋଇପାରିବ ସେ ବିଷୟରେ ଚିନ୍ତା କରୁଥିବା ଦେଖି ଗୁରୁ ହିସାବରେ ଆମେ ବହୁତ ଖୁସି ଅନୁଭବ କରୁଅଛୁ ଏବଂ କଲେଜରେ କିଭଳି ଆହୁରି ଉନ୍ନତ ଧରଣର ପାଠ ପଢ଼ା ହେବ, ସାମାଜିକ କାର୍ଯ୍ୟକ୍ରମ ମାନେ ହେବ ସେଥିରେ ପୁରାତନ ଛାତ୍ରମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିବା ଆବଶ୍ୟକ ବୋଲି ଶ୍ରୀ ପ୍ରଧାନ କହିଛନ୍ତି | ଏହି ବୈଠକରେ ପୁରାତନ ଛାତ୍ର  ଶ୍ରୀ ଅରୁନ ତ୍ରିପାଠୀ, ମାନଭଂଜନ ପ୍ରଧାନ, ଯତୀନ ପ୍ରଧାନ, ଖିରୋଜ ନାୟକ, ଅଭିନାଶ ବାରିକ, ଦିଲୀପ ଅଗ୍ରୱାଲ, ବିଜୟ ପ୍ରଧାନ, ସୁକୁମାର ଖମାରି, ସନ୍ଦୀପ ପ୍ରଧାନ, ଦୁର୍ଲଭ ଗଡ଼ତିଆ, ସଂଜୀବ ଦାସ, ଝସକେତନ ଦେବତା, ସରୋଜ ଦାସ ସଭ୍ୟବୃନ୍ଦ ଉପସ୍ଥିତ ରହିଥିଲେ | ତାସହିତ ଉକ୍ତ ସଂଗଠନର ଆଗାମୀ ସାଧାରଣ ବୈଠକ ଆସନ୍ତା ଶନିବାର 28/9/24 ଅପରାହ୍ନ 3ଟା ସମୟରେ ଅନୁଷ୍ଠିତ ହେବାପାଇଁ ସ୍ଥିର କରାଯାଇଛି | ଏଣୁ ଅତାବିରା ମହାବିଦ୍ୟାଳୟର ସ୍ନାତକ କରିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଆଗାମୀ ବୈଠକରେ ଉପସ୍ଥିତ ରହିବାପାଇଁ ଏବଂ ସଦସ୍ୟ ହେବାପାଇଁ ମହାବିଦ୍ୟାଳୟ ତରଫରୁ ଅନୁରୋଧ କରାଯାଉଛି | ସଭା ଶେଷରେ ଅଧକ୍ଷ ଶ୍ରୀ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଜଣାଇ ସଭା ସଙ୍ଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026

You Might Also Like