-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||     

HOME   ଜିଲ୍ଲା

କମଳ ସିଂ ଦାଉ ସରକାରୀ ଉଚ୍ଚ ବିଦ୍ୟାଳୟ ଲଖନପୁର ଠାରେ ବ୍ଲକ୍ ସ୍ତରୀୟ ଦଶମ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଙ୍କ ବୈଠକ ଅନୁଷ୍ଠିତ

21-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ) ଲଖନପୁର ଠାରେ ଅମ୍ବାଭୋନା ବ୍ଲକ୍  ଉଚ୍ଚ ବିଦ୍ୟାଳୟ ସ୍ତରୀୟ ପ୍ରଧାନ ଶିକ୍ଷକ ଙ୍କ ବୈଠକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବନା ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ମୋହନ ଚରଣ ମହାନ୍ତ , କେଦାରନାଥ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସୁବାଷ ରଥ ଯୋଗଦାନ କରିଥିଲେ। ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଶ୍ଵନାଥ ସାହୁ ମଞ୍ଚାସୀନ ଥିଲେ।  ସଭା ପ୍ରାରମ୍ଭ ରେ ପୂଜାର୍ଚ୍ଚନା ଓ ସ୍ବାଗତ ସଙ୍ଗୀତ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ଗାନ କରୁଥିଲେ।ସ୍ବାଗତ ଭାଷଣ ପ୍ରଦାନ କରି ଥିଲେ ବିଜ୍ଞାନ ଶିକ୍ଷକ ମନୋହର ସାହୁ।  ବିଗତ ସଭା ର ବିବରଣୀ ପାଠ କରୁଥିଲେ କର୍ଲା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ହେମଚନ୍ଦ୍ର ସାହୁ। ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ଭାବନା ସାହୁ ପ୍ରତ୍ୟେକ ବିଷୟ ଉପରେ ୟୁ ଡାଇସ ପ୍ଲସ,NAS,FLN, ଉତ୍କର୍ଷ, ଆକଂକ୍ଷି ପାଠ୍ୟକ୍ରମ , ସରକାର ଙ୍କ WORLD SPACE WEEK' NAS ରେ ଜିଲ୍ଲା ସ୍ତରର ସଫଳତାବିଷୟରେ  ସବିଶେଷ ଆଲୋଚନା କରିଥିଲେ। ଭୁକ୍ତା ଉଚ୍ଚ ବିଦ୍ୟାଳୟର ପ୍ରଧା ନଶିକ୍ଷକ ପିଲାଙ୍କ ବିଭିନ୍ନ ବିଷୟରେ ଉପସ୍ଥାପନ କରିଥିଲେ। ମଧ୍ୟାହ୍ନ ଭୋଜନ ପରେ ବିଦ୍ୟାଳୟ ର ପ୍ରସ୍ତୁତ ଏକ ଭିଡିଓ ସମସ୍ତଙ୍କୁ ଆନନ୍ଦ ପ୍ରଦାନ କରିଥିଲା । ଫିଡବାକ ଫର୍ମ ରେ technology ra ସୁନ୍ଦର ବ୍ୟବହାର ହୋଇଥିବା  ପ୍ରଧାନ ଶିକ୍ଷକ ମାନେ ଖୁସି ବ୍ୟକ୍ତ କରିଥିଲେ।ବିଦ୍ୟାଳୟ ପ୍ରାଙ୍ଗଣ ବୁଲି   ଶିକ୍ଷକ ମାନେ ଖୁସି ବ୍ୟକ୍ତ କରିଥିଲେ। ଧନ୍ୟବାଦ୍ ପ୍ରଦାନ କରିଥିଲେ ଶିକ୍ଷକ ସୁଜିତ୍ ପଶାୟତ। ଏଥିରେ ଶିକ୍ଷକ ସେବା ରାମ ଗଡ଼ଟିଆ, ଘନଶ୍ୟାମ ପ୍ରଧାନ, ଗୁଣନିଧି ମିର୍ଦ୍ଧା, ରଜନୀ ଖମାରୀ, ଜନା ରଦନ ସ। , ସୁରେଶ ମହାନନ୍ଦ , ବିଦୁଭୁସନ୍ ସାହୁ, ଦେବେନ୍ଦ୍ର ସ୍ୱାଇଁ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026

You Might Also Like