-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||     

HOME   ଜିଲ୍ଲା

ଭୁକ୍ତା ଶିଶୁ ମନ୍ଦିରରେ ମାତୃ କର୍ମଶାଳା

21-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅଧିନସ୍ଥ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଭୁକ୍ତା ଠାରେ ମାତୃ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ଅଭିଭାବିକା ଶ୍ରୀମତୀ ଅନୁପମା କୁମୁରା ଦୀପ ପ୍ରଜ୍ବଳନ କରିଥିଲେ, ସଭାପତି ଶ୍ରୀ କାମଦେବ ସାହୁ, ସମ୍ପାଦକ ଶ୍ରୀ ସୁଦାମା ପାତ୍ର, କୋଷାଧକ୍ଷ ଶ୍ରୀ ନ୍ରିପେନ ଦେହେରି ମଂଚାସୀନ ଥିଲେ। ପ୍ରଧାନ ଆଚାର୍ଯ୍ୟ ଶ୍ରୀ ମନୋଜ ପଟେଲ ଅତିଥି ପରିଚୟ ସହିତ ଉଦେଶ୍ୟ ଜ୍ଞାପନ କରିଥିଲେ। ଆଚାର୍ଯ୍ୟ ଶ୍ରୀ ଗୌର ଚନ୍ଦ୍ର ପଣ୍ଡା କାର୍ଯ୍ୟକ୍ରମ କୁ ସଂଯୋଜନା କରି ସ୍ୱାଗତ ଭାଷଣ ଓ ଧନ୍ୟବାଦ ଦେଇଥିଲେ। ଗୁରୁମା ସୁମତି ପାତ୍ର କର୍ମଶାଳା ବିଷୟରେ ଏକ କ୍ରିୟାକଳାପ ଭିତ୍ତିକ କଳାନ୍ସ ନେଇଥିଲେ। ମା ମାନେ ନିଜର ଅନୁଭୂତି କଥନ କରିଥିଲେ ବିଦ୍ୟାଳୟ ର ଉନ୍ନତି ସକାଶେ ମତାମତ ଦେଇଥିଲେ । ଏଥିରେ ମୋଟ 85ଜଣ ଅଭିଭାବିକା ଯୋଗଦାନ କରିଥିଲେ। ପରେ ମା ମାନଙ୍କୁ ନେଇ ମାତୃ ଭାରତୀ ଗଠନ କରାଯାଇଥିଲା। ଗୁରୁଜୀ ବୁଦ୍ଧଦେବ ମିଶ୍ର, ଉଦୟ ସେଠ, ଖେମାସାଗର ପଟେଲ, ବୈକୁଣ୍ଠ ପଟେଲ, ଲଷ୍ମୀକାନ୍ତ ଦୁଆନ, ଗୁରୁମା ଆଞ୍ଜୁଲତା ସାହୁ, ସୁଚିତା ପଟେଲ, ରୀତାଞ୍ଜଳି ସା, ସ୍ୱୟଂପ୍ରଭା ପଧାନ, ଦୀପାଞ୍ଜଳି ପଧାନ, ପ୍ରତୀକ୍ଷା ପଧାନ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026

You Might Also Like