-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||     

HOME   ଜିଲ୍ଲା

ତଲିଉଡାର ଠାରେ ବ୍ଲକ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ଅନୁଷ୍ଠିତ

21-Sep-2024



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବ୍ଲକ ଅନ୍ତର୍ଗତ ଚିନ୍ତାମଣି ଉଚ୍ଚ ବିଦ୍ୟାଳୟ ତଲିଉଡାର ଠାରେ ବ୍ଲକ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଆଲୋଚନା ଚକ୍ରରେ ମୁଖ୍ୟଅତିଥି ଭାବେ ଲୋଇସିଂହା ଗୋଷ୍ଠୀ ଶିକ୍ଷାଧିକାରୀ ସୁଶ୍ରୀ ରୀନା କୁମାରୀ ବେହେରା ଯୋଗଦାନ କରି ଏହାର ଶୁଭ ଉଦଘାଟନ କରିଥିଲେ l କାର୍ଯ୍ୟକ୍ରମ ରେ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ଦୀପାଞ୍ଜଳି ସାଏ, ନାଏବ ସରପଞ୍ଚ ସୋମନାଥ ପଟେଲ, ସମିତି ସଭ୍ୟା ଶ୍ରୀମତୀ ସୁଦେଷ୍ଣା ପଟେଲ, ବିଦ୍ୟାଳୟ ର ସଭାପତି ବାସୁଦେବ ରଥ, ବିଜ୍ଞାନ ସଂଯୋଜକ ବିଷ୍ଣୁପ୍ରସାଦ ମିଶ୍ର, ବିଜ୍ଞାନ ଆବାହକ ହେମନ୍ତ କୁମାର ବାରିକ, ଶ୍ରୀଯୁକ୍ତ ପର୍ଶୁରାମ ସୁନା, ଲୋଇସିଂହା ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ସଦାନନ୍ଦ ଭୋଇ, ଓଷ୍ଟl ର ସଭାପତି ଅବନୀ କୁମାର ତ୍ରିପାଠୀ, ସ୍ଥାନୀୟ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଜୟ କୁମାର ସାହୁ ସମ୍ମାନୀୟ ଅତିଥି ଭାବେ ଯୋଗ ଦେଇଥିଲେ l ବିଚାରକ ଭାବେ ଦମୟନ୍ତୀ ଉଚ୍ଚ ବିଦ୍ୟାଳୟ ର ବିଜ୍ଞାନ ଶିକ୍ଷକ ନାରାୟଣ ମିଶ୍ର ଓ ଅଙ୍କରିଆ ଉଚ୍ଚ ବିଦ୍ୟାଳୟ ର ବିଜ୍ଞାନ ଶିକ୍ଷକ ନିରଞ୍ଜନ ସାହୁ ଯୋଗଦାନ କରି କୃତି ପ୍ରତିଯୋଗୀ ଙ୍କୁ ଚୟନ କରିଥିଲେ l ଆଲୋଚନା ଚକ୍ରରେ  ବ୍ଲକ ର ବିଭିନ୍ନ ବିଦ୍ୟାଳୟ ରୁ ମୋଟ 30 ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ l ସେମାନଙ୍କ ମଧ୍ୟରୁ ସ୍ୱାଗତ କୁମାର ଦାସ ଆଦର୍ଶ ବିଦ୍ୟାଳୟ ଝାରମୁଣ୍ଡା, ବର୍ଷାରାଣୀ ଥାନାପତି କୁସଂଗ ଉଚ୍ଚ ବିଦ୍ୟାଳୟ, ଆୟୁଷ ରଣା ହରେକୃଷ୍ଣ ମହତାବ ଉଚ୍ଚ ବିଦ୍ୟାଳୟ ଲୋଇସିଂହା ଯଥାକ୍ରମେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ l ସେମାନଙ୍କୁ ଟ୍ରଫି ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା l ଲୋଇସିଂହା ବ୍ଲକ ର ବିଜ୍ଞାନ ଶିକ୍ଷକ ଶ୍ରୀଯୁକ୍ତ ଅମ୍ବରୀଶ ଭୋଇ, ଶଶାଙ୍କ ସାହୁ, ବିକ୍ରମ ସାହୁ, ଯୁଧିଷ୍ଠିର ନାଏକ, ନରେଶ ଦ୍ୱାରି ତଥା ବ୍ଲକ ର ସମସ୍ତ ସିଆରସିସି ଏବଂ ସ୍ଥାନୀୟ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଓ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026

You Might Also Like