-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||     

HOME   ଜିଲ୍ଲା

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଦୁଇ ଜଣ ପୁଲିସ ଅଧିକାରୀ

22-Sep-2024



ନବରଙ୍ଗପୁର:(ମିହିର ଶଙ୍କର ପାତ୍ର,)ପାପଡାହାଣ୍ଡି ଥାନାର ଦୁଇ ପୁଲିସ ଅଧିକାରୀଙ୍କୁ ଆଜି ଭିଜିଲାନ୍ସ ଧରିଛି। ପାପଡାହାଣ୍ଡି ଥାନା ଅନ୍ତର୍ଗତ ଜାମୁଗୁଡା ଏକ କୁକୁଡ଼ା ଗାଲିରୁ ଜବତ ବାଇକ ମୁକୁଳାଇବା ବାବଦରେ ବରଦେଇ ଗାଁର ଲକ୍ଷ୍ମଣ ହରିଜନଙ୍କ ଠାରୁ ୪ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ିବସିଲା ଭିଜିଲାନ୍ସ।ସରକାରୀ ବାସଭବନ ଓ ଥାନାରେ ଛାନଭିନ କରୁଛି ଭିଜିଲାନ୍ସ ଟିମ। ଦୁଇ ପୁଲିସ ଅଧିକାରୀ ହେଲେ ପ୍ରବେଶନାରୀ ପିରିୟଡ଼ରେ ଥିବା ସବଇନ୍ସପେକ୍ଟର ରଘୁନାଥ ହଂସଦା ଓ ପୁଲିସ ଏଏସଆଇ ଶିବ ପ୍ରସାଦ ଦଳେଇ।ଶିବ ପ୍ରସାଦ ଦଳେଇ ମଧ୍ୟସ୍ଥି ସାଜି ଥିବା ବେଳେ ରଘୁନାଥ ହଂସଦା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତ। ଉଭୟଙ୍କ ସରକାରୀ ବାସଭବନ ସମେତ ଥାନାରେ ଛାନଭିନ କରୁଛି ଭିଜିଲାନ୍ସ ଟିମ। ଭିଜିଲାନ୍ସ ତଦନ୍ତ ଜାରି ରଖିଛି। ଏହି ଚଢ଼ାଉରେ ନବରଙ୍ଗପୁର ଓ କୋରାପୁଟର ଦୁଇଟି ଟିମ ସାମିଲ ହୋଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026

You Might Also Like