-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ଜିଲ୍ଲା

ପ୍ରେରଣା ନିଉଜ୍ ପୋର୍ଟାଲ ଓ ୟୁଟ୍ୟୁବ ଚେନାଲ୍ ର ପ୍ରତିଷ୍ଠା ଦିବସ ଅବସରରେ ମହିଳା ମାନଙ୍କୁ ନେଇ ରଙ୍ଗୋଲି ପ୍ରତିଯୋଗିତା

22-Sep-2024



ବଲାଙ୍ଗୀର(ପ୍ରେରଣା ଖବର): ଆସନ୍ତା ଅକ୍ଟୋବର ୨ ତାରିଖ ପବିତ୍ର ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ସାପ୍ତାହିକ ପ୍ରେରଣା ନ୍ୟୁଜ ପୋର୍ଟାଲର ଚତୁର୍ଥ ପ୍ରତିଷ୍ଠା ଦିବସ ପାଳନ ହେବାକୁ ଯାଉଛି l ଗତକାଲି ଏହି ଅବସରରେ ବଲାଙ୍ଗୀର ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ କେବଳ ମହିଳା ଓ କିଶୋରୀ ବାଳିକା ମାନଙ୍କୁ ନେଇ ଏକ ଝୋଟି(ରଙ୍ଗୋଲି) ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ବଲାଙ୍ଗୀରର ଅଗ୍ରଣୀ ଘରୋଇ ଶିକ୍ଷାନୁଷ୍ଠାନ ସେଣ୍ଟ ଜାଭିଅରସ  ପବ୍ଲିକ୍ ସ୍କୁଲ୍ ସହୟତାରେ ଆସନ୍ତା ୨୪ ତାରିଖରେ ପ୍ରଥମରୁ ଦଶମ ଶ୍ରେଣୀ

ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନଙ୍କୁ ନେଇ ସ୍ଥାନୀୟ ପି ପି ଏକାଡେମୀ ଠାରେ ତିନୋଟି ବିଭାଗରେ ଚିତ୍ରାଙ୍କନ ପ୍ରତିଯୋଗିତା, ୨୬ ତାରିଖରେ ସ୍ଥାନୀୟ ଜେ.ଏସ୍. ଏମ୍ ଆର୍ଟସ୍ , ସାଇନ୍ସ ଆଣ୍ଡ କମର୍ସ କଲେଜ ଠାରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ପ୍ରତିଯୋଗିତା ଓ ୨୮ ତାରିଖରେ ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ପରିସରରେ ଅଷ୍ଟମରୁ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଓଡ଼ିଆ ଓ ଇଂରାଜୀ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହେବ l

  ଆଜିର ରଙ୍ଗୋଲି ପ୍ରତିଯୋଗିତାରେ  ଜିଲ୍ଲାର ବିଭିନ୍ନ ସ୍କୁଲ, କଲେଜର ଛାତ୍ରୀଙ୍କ ସମେତ ମହିଳା ମାନେ ଭାଗ ନେଇ ନିଜର କଳା ପ୍ରଦର୍ଶନ କରିଥିଲେ l 'ପ୍ରେରଣା' ଓ ମହିଳା ମାନଙ୍କ ସଂଗଠନ 'ସମ୍ପୁର୍ଣ୍ଣl' ର ସକ୍ରିୟ ସହଭାଗିତାରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ଏଥିରେ ବିଚାରକ ଭାବେ  ହିମାନୀ ତ୍ରିପାଠୀ, ଆଶାଲତା ସେଠୀ, ଧୀରେନ୍ଦ୍ର ସିଂହଦେଓ, ବିଶ୍ଵମୟ ପୁଝାରୀ,  

ଯୋଗ ଦେଇଥିଲେ l କାର୍ଯ୍ୟକ୍ରମରେ ପ୍ରେରଣା ର ସମ୍ପାଦକ ରଘୁନନ୍ଦନ ସିଂହ, ମନୋରଞ୍ଜନ ସାହୁଙ୍କ ସମେତ 'ସମ୍ପୂର୍ଣ୍ଣl' ର ସନ୍ତୋଷୀ ମେହେର, ସଞ୍ଜଳି ସତପଥୀ,ପୁଷ୍ପାଞ୍ଜଳି ମେହେର, ସଚଳା ମେହେର ବିଶେଷ ସହଯୋଗ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ନଳିନୀ ପ୍ରଭା ସତପଥୀ, ରଶ୍ମି ପାତ୍ର,ଚନ୍ଦ୍ରମା ହୋତା ଓ ଟାଉନ୍ ବାଳିକା ବିଦ୍ୟାଳୟର ଛାତ୍ରୀ ଓ  ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like