-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||     

HOME   ଜିଲ୍ଲା

ଆକାଶବାଣୀ ଶ୍ରୋତା ସଂଘ ଆନୁକୂଲ୍ୟରେ ନୂଆଁଖାଇ ଜୁହାର କାର୍ଯ୍ୟକ୍ରମ

22-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ରେ ରବିବାର ଆକାଶ ବାଣୀ ଶ୍ରୋତା ସଂଘ ଆନୁକୂଲ୍ୟରେ ନୂଆଁ ଖାଇ ଜୁହାର କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇ ଯାଇଛି ।ସଂଘ ର ସଭାପତି କୃଷ୍ଣ ଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ବରିଷ୍ଠ ସଦସ୍ୟ ଅଶୋକ ସାହୁ ସଂଯୋଜନା କରିଥିବା ବେଳେ ସୁଦାମ ସାହୁ ସ୍ଵାଗତ ସଙ୍ଗୀତ ପରିବେଷଣ କରିଥିଲେ। ବରିଷ୍ଠ ସଦସ୍ୟ ତଥା ସାମ୍ବାଦିକ  ଉମେଶ ବିଶ୍ଵାଳ ,ସଂଗୀତା ଦୀପ
ଲେଖିକା ସନ୍ତୋଷିନୀ ନାଗ,ନମିତା ଦୀପ ଯାଦବ ,ସୁବୋଧ ଚନ୍ଦ୍ର ଗଡତିଆ,ବଳରାମ ପ୍ରଧାନ ସୁରେଶ ପ୍ରଧାନ ,ଗୋପବନ୍ଧୁ ପୁରୋହିତ ସୁରେଶ ମେହେର,ଅନିଲ କୁମାର ଖମାରୀ ରଶ୍ମି ରଞ୍ଜନ ଦାଶ ପ୍ରମୁଖ ଉପସ୍ଥିତ ରହି ଆଗାମୀ ଦିନ ରେ ବରଗଡ଼ ସହର ରେ ଆକାଶ ବାଣୀ ଆନୁକୁଲ୍ୟରେ "ଆସ କଥାନି ସୁନମା" ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ ପାଇଁ ମତ ପ୍ରକାଶ କରି ଏହି କାର୍ଯ୍ୟକ୍ରମରେ ବରଗଡ଼
ସହରର ବିଭିନ୍ନ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ କୁ ସାମିଲ କରାଯିବ ବୋଲି ସୂଚନା ପ୍ରଦାନ କରାଯାଇଥିଲା ।ପରିଷେଶ ରେ ବରିଷ୍ଠ ସଦସ୍ୟ ଜଗନ୍ନାଥ ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026

You Might Also Like