-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||     

HOME   ରାଜ୍ୟ

ଓଟିଟି ପ୍ଲାଟଫର୍ମରେ ରିଲିଜ ହେବ ଜନ୍-ଇମ୍ରାନଙ୍କ ମୁମ୍ବାଇ ସାଗାପ୍ରମୁଖ ଭୂମିକାରେ ନଜର ଆସିବେ ସୁନୀଲ ସେଟ୍ଟୀ,ଶର୍ମନ ଯୋଶୀ, କାଜଲ ଅଗ୍ରୱାଲ, ଶ୍ରୀ Iୟା ପିଲଗାଓଁକର, ଜ୍ୟାକି ଶ୍ରଫ ଏବଂ ଆମୋଲ ଗୁପ୍ତେ।

03-Jan-2021



ମୁମ୍ବାଇ/ଭୁବନେଶ୍ୱର,(ଶୁଭାଶିଷ ନାଏକ) ଜନ ଆବ୍ରାହାମ ଏବଂ ଇମ୍ରାନ ହାସମୀ ଅଭିନୀତ କ୍ରାଇମ ଡ୍ରାମା ମୁମ୍ବାଇ ସାଗା ଓଟିଟି ପ୍ଲାଟଫର୍ମରେ ରିଲିଜ ହେବ । ସଞ୍ଜୟ ଗୁପ୍ତାଙ୍କ ନିର୍ଦେଶିତ ଏହି ଫିଲ୍ମଟି  ଆମାଜନ ପ୍ରାଇମ ଭିଡିଓରେ ରିଲିଜ ହେବ । ଲକଡାଉନ ପୂର୍ବରୁ ଏହି ଫିଲ୍ମର ସୁଟି ସରିଥିଲା । ମାତ୍ର କରୋନା ଭାଇରସ କାରଣରୁ ଫିଲ୍ମର ପୋଷ୍ଟ ପ୍ରଡକ୍ସନ କାର୍ଯ୍ୟ ବିଳମ୍ବ ହୋଇଥିଲା। ନିକଟରେ ମିଳିଥିବା ସୂଚନା ଅନୁଯାୟୀ ଏହି ଫିଲ୍ମଟି ଥିଏଟର ପରିବର୍ତ୍ତେ ସିଧାସଳଖ ଆମାଜନ ପ୍ରାଇମରେ ରିଲିଜ ହେବ । ଫିଲ୍ମଟି କେତେ କୋଟି ଟଙ୍କାରେ ବିକ୍ରି ହୋଇଛି ସେ ସମ୍ପର୍କରେ କୌଣସି ବିସ୍ତୃତ ସୂଚନା ମିଳିନଥିଲେ ମଧ୍ୟ ପ୍ରଯୋଜକଙ୍କୁ ଭଲ ଅର୍ଥ ମିଳିଥିବା ଜଣାପଡିଛି । ଆଲୋଚନା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଏହି ଫିଲ୍ମଟିକୁ ନିଜକାଟାଲଗରେ ସ୍ଥାନିତ କରିବାକୁ ଯାଉଛି ଆମାଜନ୍ । ୮୦ ଦଶକର କାହାଣୀ ଉପରେ ପର୍ଯ୍ୟବେଷିତ ଏହି ଫିଲ୍ମରେ ଜନ ଆବ୍ରହାମ ଜଣେ ଗ୍ୟାଙ୍ଗଷ୍ଟାର ଭୂମିକାରେ ନଜର ଆସିବେ । ଇମ୍ରାନ ହାସମୀ ଜଣେ ପୋଲିସ ଅଫିସର ଭୂମିକାରେ ନଜର ଆସିବାକୁ ଯାଉଛନ୍ତି । ଉଭୟଙ୍କ ମଧ୍ୟରେ ରହିଥିବା ଶତ୍ରୁତାକୁ ନେଇ ଫିଲ୍ମଟି ପର୍ଯ୍ୟବେସିତ । ଏହି ଦୁଇ ଅଭିନେତାଙ୍କ ବ୍ୟତିତ ସୁନୀଲ ସେଟ୍ଟୀ, ଶର୍ମନ ଯୋଶୀ, କାଜଲ ଅଗ୍ରୱାଲ, ଜ୍ୟାକି ଶ୍ରଫ ଏବଂ ଆମୋଲ ଗୁପ୍ତେ ପ୍ରମୁଖ ଭୂମିକାରେ ନଜର ଆସିବାକୁ ଯାଉଛନ୍ତି । ଜନଙ୍କ ବିପକ୍ଷରେ କାଜଲ ଅଗ୍ରୱାଲ ନଜର ଆସିବେ ଏବଂ ଇମ୍ରାନଙ୍କ ସହିତ ମରାଠୀ ଅଭିନେତ୍ରୀ ଶ୍ରୀୟା ପିଲଗାଓଁକର ନଜର ଆସିବେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026

You Might Also Like