-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||     

HOME   ରାଜ୍ୟ

ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତି ସଭାରେ ଗଙ୍ଗାଧର ସାହିତ୍ୟର ଦୀପ୍ତି ଓ ବ୍ୟାପ୍ତି ଉପରେ ଆଲୋଚନାଚକ୍ର

22-Sep-2024



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସିଦ୍ଧାର୍ଥ ଡ଼ିଗ୍ରୀ କଲେଜରେ ରବିବାର ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତି ସଭା ଅନୁଷ୍ଟିତ ହୋଇଯାଇଛି।ଏହି ପରିପ୍ରେକ୍ଷୀରେ ଗଙ୍ଗାଧର ସାହିତ୍ୟର ଦୀପ୍ତି ଓ ବ୍ୟାପ୍ତି ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା ।ଡ଼ିଗ୍ରୀ କଲେଜ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର କୁମାର ନାୟକ ଏଥିରେ ସଭାପତିତ୍ବ କରି ତାଙ୍କ ଅଭିଭାଷଣରେ ଗଙ୍ଗାଧରଙ୍କ ବିଶ୍ଵ ମଧୁମେୟ ଉପରେ ବର୍ଣ୍ଣନା କରିଥିଲେ ।ମୁଖ୍ୟ ଅତିଥି ଭାବେ ଯୋଗଦେଇ ଡାକ୍ତର କୃଷ୍ଣ

ସେବକ ଷଡ଼ଙ୍ଗୀ ଗଙ୍ଗାଧରଙ୍କ ସାହିତ୍ୟ ପ୍ରତି ଉଲ୍ଲେଖନୀୟ ଅବଦାନ ଏବଂ ଅମୃତ ଚିନ୍ତନ ଉପରେ ସ୍ଵଭାବ କବି ଯେଉଁ ଚିନ୍ତାଧାରା କରିଛନ୍ତି ସେ ଉପରେ ଆଲୋକପାତ କରିବା ସହିତ ଭାଗବତର ବର୍ଣ୍ଣିତ ପୌରାଣିକ କଥାବସ୍ତୁ ଉପରେ ଆଧାରିତ ଭଗବାନ ରାମଚନ୍ଦ୍ର ଓ କୃଷ୍ଣ ଉପରେ ପ୍ରାଞ୍ଜଳ ଭାବେ ଅବଗତ କରିଥିଲେ।ସେ ତାଙ୍କ ଅଭିଭାଷଣରେ କହିଥିଲେ ଯେ ରାମଙ୍କ ପାଇଁ ସୀତାମୟ,ସୀତାଙ୍କ ପାଇଁ ରାମମୟ ଠିକ ସେହିପରି ରାଧାଙ୍କ ପାଇଁ କୃଷ୍ଣ ଜଗତମୟ,କୃଷ୍ଣଙ୍କ ପାଇଁ ରାଧା ଜଗତମୟ ବୋଲି ପ୍ରାଞ୍ଜଳ ଭାବେ ବୁଝାଇଥିଲେ।ଅନୁଷ୍ଟିତ ଏହି ସ୍ମୃତି ସଭା ପ୍ରାରମ୍ଭରେ ସଂସ୍କୃତ ଅଧ୍ୟାପକ ହରିଶ୍ଚନ୍ଦ୍ର ବେଦ ପଠନ ସହ ସଭାକୁ ସଂଯୋଜନା କରିଥିଲେ।ଏହି ଅବସରରେ ସିଦ୍ଧାର୍ଥ କଲେଜ ଅବସରପ୍ରାପ୍ତ କିରାଣୀ ମାନଗୋବିନ୍ଦ ମେହେରଙ୍କ ଦ୍ବାରା ଲିଖିତ ୧୮୫ପୃଷ୍ଟାର ଉତରାକାଣ୍ଡ ପୁସ୍ତକ କୁ ଅତିଥି ମାନେ ଉନ୍ମୋଚନ କରିଥିଲେ ।ସେହିପରି ସ୍ଵଭାବ କବିଙ୍କ ଅନୁପ୍ରାଣିତ ବିନିକା ଗୁଲାପଡ଼ା ଗ୍ରାମର କମ୍ପାଣ୍ଡର ପ୍ରଧାନ ଙ୍କୁ ମୁଖ୍ୟ ଅତିଥି ଶ୍ରୀ ଷଡ଼ଙ୍ଗୀ ଉପଡୈକନ ଦେଇ ସମ୍ବର୍ଦ୍ଧିତ କରିଥିଲେ।କାର୍ଯ୍ୟକ୍ରମରେ ଜିଲ୍ଲାର କୋଣ ଅନୁକୋଣରୁ ବହୁ ସାହିତ୍ୟ ପ୍ରତିଭା ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026

You Might Also Like