-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଖୁଣ୍ଟିଗୋରା ପଞ୍ଚାୟତରେ ବିଜେଡି କର୍ମୀ ଶଙ୍ଖ ଛାଡି ଧରିଲେଖୁଣ୍ଟିଗୋରା ପଞ୍ଚାୟତରେ ବିଜେଡି କର୍ମୀ ଶଙ୍ଖ ଛାଡି ଧରିଲେ ପଦ୍ମ 

22-Sep-2024



କଣ୍ଟାମାଳ(ଜୟକୁମାରମହାରଣା):  ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଦଶରା ପୂର୍ବରୁ ଆରମ୍ଭ ହେଲା ଦଳ ବଦଳି ପାଲା । ଖୁଣ୍ଟିଗୋରା ପଞ୍ଚାୟତର ଭାରପ୍ରାପ୍ତ ସରପଞ୍ଚ  ରବି ଚନ୍ଦ୍ର ମହାକୁଡ଼, ବିଜେଡି କର୍ମୀ ଭକ୍ତ ସାହୁ , ରୋହିତ ଭୋଇ ଆଦି  ଖୁଣ୍ଟିଗୋରା ପଞ୍ଚାୟତର ପ୍ରାୟ ୫୦ ଜଣ ଆଗଧାଡିର ବିଜେଡି କର୍ମୀ ଶଙ୍ଖ ଛାଡି ପଦ୍ମ ଧରିଛନ୍ତି।  ସମସ୍ତ ବିଜେଡି କର୍ମୀ କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗଙ୍କ ବାସ ଭବନ ପରିସରରେ ଆୟୋଜିତ ଏକ  ମିଶ୍ରଣ ସମାବେଶରେ  ଯୋଗଦେଇଥିଲେ  l   ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଆଦର୍ଶ ରେ ଅନୁପ୍ରାଣିତ ହୋଇ ବିନେପିରେ ଯୋଗଦେଇଛନ୍ତି  l  ଏଥିରେ ବିଜେପି ମଣ୍ଡଳ ସଭାପତି ପିନାକ ଧର ରଣା , ସତ୍ୟନାରାୟଣ ମାଝୀ, ଅଳକା ପ୍ରଧାନ , କଣ୍ଟାମାଳ ମଣ୍ଡଳର ସଭାପତି ଅନିଲ ପଧାନ, ଜିଲ୍ଲା ଉପସଭାପତି ଚିତ୍ତରଞ୍ଜନ ପାତ୍ର, ବରିଷ୍ଠ ବିଜେପି ନେତା ଶେଷ ମେହେର ଙ୍କ ଉପସ୍ଥିତିରେ ଭାରତୀୟ ଜନତା ପାର୍ଟିର ବିଚାରଧାରାରେ  ଅନୁପ୍ରାଣିତ ହୋଇ ଭାଜପାରେ ଯୋଗଦେଇଥିଲେ। ତାଙ୍କୁ ବିଧାୟକ ଶ୍ରୀଡାଙ୍ଗ ବିଜେପିର ଉତ୍ତରୀୟ ପ୍ରଦାନ କରି ସ୍ଵାଗତ କରିଥିଲେ । ପଦ୍ମ 

କଣ୍ଟାମାଳ,୨୨/୯: ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଦଶରା ପୂର୍ବରୁ ଆରମ୍ଭ ହେଲା ଦଳ ବଦଳି ପାଲା । ଖୁଣ୍ଟିଗୋରା ପଞ୍ଚାୟତର ଭାରପ୍ରାପ୍ତ ସରପଞ୍ଚ  ରବି ଚନ୍ଦ୍ର ମହାକୁଡ଼, ବିଜେଡି କର୍ମୀ ଭକ୍ତ ସାହୁ , ରୋହିତ ଭୋଇ ଆଦି  ଖୁଣ୍ଟିଗୋରା ପଞ୍ଚାୟତର ପ୍ରାୟ ୫୦ ଜଣ ଆଗଧାଡିର ବିଜେଡି କର୍ମୀ ଶଙ୍ଖ ଛାଡି ପଦ୍ମ ଧରିଛନ୍ତି।  ସମସ୍ତ ବିଜେଡି କର୍ମୀ କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗଙ୍କ ବାସ ଭବନ ପରିସରରେ ଆୟୋଜିତ ଏକ  ମିଶ୍ରଣ ସମାବେଶରେ  ଯୋଗଦେଇଥିଲେ  l   ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଆଦର୍ଶ ରେ ଅନୁପ୍ରାଣିତ ହୋଇ ବିନେପିରେ ଯୋଗଦେଇଛନ୍ତି  l  ଏଥିରେ ବିଜେପି ମଣ୍ଡଳ ସଭାପତି ପିନାକ ଧର ରଣା , ସତ୍ୟନାରାୟଣ ମାଝୀ, ଅଳକା ପ୍ରଧାନ , କଣ୍ଟାମାଳ ମଣ୍ଡଳର ସଭାପତି ଅନିଲ ପଧାନ, ଜିଲ୍ଲା ଉପସଭାପତି ଚିତ୍ତରଞ୍ଜନ ପାତ୍ର, ବରିଷ୍ଠ ବିଜେପି ନେତା ଶେଷ ମେହେର ଙ୍କ ଉପସ୍ଥିତିରେ ଭାରତୀୟ ଜନତା ପାର୍ଟିର ବିଚାରଧାରାରେ  ଅନୁପ୍ରାଣିତ ହୋଇ ଭାଜପାରେ ଯୋଗଦେଇଥିଲେ। ତାଙ୍କୁ ବିଧାୟକ ଶ୍ରୀଡାଙ୍ଗ ବିଜେପିର ଉତ୍ତରୀୟ ପ୍ରଦାନ କରି ସ୍ଵାଗତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like