-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଅରିମୂଳ ପ୍ରଗଣାରେ ଆଦିବାସୀଙ୍କ ନୁଆଁଖାଇ ‌ଭେଟଘାଟ

22-Sep-2024



କଣ୍ଟାମାଳ(ପ୍ରେରଣା ଖବର):କଣ୍ଟାମାଳ ବ୍ଲକ ଲମ୍ବସରୀ ପଞ୍ଚାୟତ ଅନ୍ତର୍ଗତ ବେହେରାପଡା ଠାରେ ଆଦିବାସୀ କନ୍ଧ ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଆରିମୂଳ ‌ପ୍ରଗଣା‌ ସଭାପତି ନରୋତ୍ତମ ମଲ୍ଲିକଙ୍କ ଆହ୍ୱାନକ୍ରମେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କଣ୍ଟାମାଳ ବ୍ଳକର ବିଭିନ୍ନ ଅଞ୍ଚଳରୁ ଆଦିବାସୀମାନେ ନୁଆଁଖାଇ ‌ଭେଟଘାଟ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ପ୍ରଥମେ ଆଦିମାତା ଆଦିଶକ୍ତିଙ୍କ ପୂଜାର୍ଚ୍ଚନା ପରେ ନରୋତ୍ତମ ମଲ୍ଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ କଣ୍ଟାମାଳ ବ୍ଳକ ଆଦିବାସୀ ସଙ୍ଘ ସଭାପତି ଡମ୍ବରୁଧର କହଁର, ନାରାୟଣପ୍ରସାଦ ସରପଞ୍ଚ ପ୍ରତିନିଧି ସତ୍ୟନାରାୟଣ ମାଝୀ, ରିଙ୍କୁ ମାଝୀ, ବିହାରୀ ମାଝୀ, ନିଳାଚଳ ଭୋଇ, ପ୍ରହଲ୍ଲାଦ ଭୋଇ, ଗୋପିନାଥ କହଁର ପ୍ରମୁଖ ଯୋଗଦେଇ ଆଦିବାସୀ ସଂସ୍କୃତି ଓ ନୁଆଁଖାଇ ବିଷୟରେ ମତବ୍ୟକ୍ତ କରିଥିଲେ l ଏହି ଅବସରରେ ସ୍ଥାନୀୟ ଆଦିବାସୀ କଳାକାର ମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ସୁଶାନ୍ତ ମଲ୍ଲିକ, ବିଜୁ ମଲ୍ଲିକ, ବିରେନ ମଲ୍ଲିକ, ହେମନ୍ତ ଛତ୍ରିଆ, କିନ୍ତୁ ବେହେରା, ରାବଣେଶର ବେହେରା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like