-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||     

HOME   ଜିଲ୍ଲା

ଜାନୁଆରୀ ୧୧ରୁ ଖୋଲିବ ରାଜ୍ୟର ସମସ୍ତ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ।

03-Jan-2021



ଭୁବନେଶ୍ୱର,(ଶୁଭାଶିଷ ନାଏକ) ଆସନ୍ତା ୧୧ରୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ୟୁଜି ଓ ପିଜି ଶେଷ ସେମିଷ୍ଟାରପିଲାଙ୍କର ପାଠ ପଢ଼ା ଆରମ୍ଭ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି ।  ୧୧ତାରିଖରୁ ରାଜ୍ୟର ସମସ୍ତ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଖୋଲିବ । ଏନେଇ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ଦ୍ୱାରା ରବିବାର ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଆସନ୍ତା ୧୧ରୁହିଁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ୟୁଜି ଓ ପିଜି ଶେଷ ସେମିଷ୍ଟାରପିଲାଙ୍କର ପାଠ ପଢ଼ା ଆରମ୍ଭ ହେବ । ପ୍ରାଥମିକ ଭାବେ ୟୁଜି ର ୫ମ ଓ ପିଜିର ୩ୟ ତଥା ଶେଷ ସେମିଷ୍ଟାର ଛାତ୍ରୀଛାତ୍ରଙ୍କ ପାଇଁ ପାଠ୍ୟକ୍ରମ ପାଳନ କରାଯାଇଛି ବୋଲି ବିଭାଗ ପକ୍ଷରୁ ପ୍ରକାଶ ପାଇଛି ।ମିଳିଥିବା ସୁଚନା ମୁତାବକ,ଶେଷ ବର୍ଷରେ ଅଧ୍ୟୟନରତ ଥିବା ଛାତ୍ରଛାତ୍ରୀ ମାନଙ୍କ ପରୀକ୍ଷା ଓ ପାଠ ପଢ଼ା ପ୍ରତି ବିଭାଗ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି ।ଏହି ମର୍ମରେ ଗତ କିଛିଦିନ ତଳୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍ ସଫା କରାଯାଉଥିବା ବେଳେ ଆସନ୍ତା ୧୦ରୁ ହଷ୍ଟେଲ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଥିଲା ।ତେବେ ଏହି ପ୍ରକ୍ରିୟାକୁ ବିଭାଗ ପକ୍ଷରୁ ତ୍ୱରାନ୍ୱିତ କରାଯିବା ସହ ଚଳିତ ଶିକ୍ଷାବର୍ଷ ପାଇଁ ପାଠ୍ୟକ୍ରମ ଓ ପରୀକ୍ଷା ସୁଚୀ ପ୍ରକାଶ ପାଇଛି । ଆସନ୍ତା ୧୧ରୁ ମାର୍ଚ୍ଚ ୧୫ ଯାଏ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ରେ କ୍ଲାସ କରାଯିବ ।ମାର୍ଚ୍ଚ ୧୬ରୁ ୩୧ ପର୍ଯ୍ୟନ୍ତ ଉଭୟ ୟୁଜି ଓ ପିଜି ଛାତ୍ରୀଛାତ୍ରଙ୍କ ପରୀକ୍ଷା ହେବ । ହୋଇଥିବା ସଂପୃକ୍ତ ପରୀକ୍ଷାର ଫଳ ଏପ୍ରିଲ ୩୦ ସୁଦ୍ଧା ପ୍ରକାଶ ପାଇବ ।ସେହିପରି ଏପ୍ରିଲ ୨ରୁ ୧୫ ଯାଏ ଶେଷ ସେମିଷ୍ଟାର କ୍ଲାସ୍ ହେବ ଓ ଜୁଲାଇ ୧୫ ଭିତରେ ହୋଇଥିବା ପାରକ୍ଷାର ଫଳ ପ୍ରକାଶିତ ହେବ ।ତେବେ   ରାଜ୍ୟ ସରକାର ଦ୍ୱାରା ଜାରି କରାଯାଇଥିବା କରୋନା କଟକଣାକୁ ସମସ୍ତ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ କତ୍ତୃପକ୍ଷ ଦୃଢ଼ ଭାବେ ପାଳନ କରିବେ ବୋଲି ବିଭାଗ ପକ୍ଷରୁ ସଂପୃକ୍ତ ବିଜ୍ଞପ୍ତିିରେ ଉଲ୍ଲେଖ ଥିବା ନଜରକୁ ଆସିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026

You Might Also Like