-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ସୋନପୁରରେ ଉଦଘାଟିତ ହେଲା ଓମଫେଡ୍ ର ଡାଏରୀ ପ୍ଲାଣ୍ଟ*- *ପାଖ ପଡୋଶୀ ଜିଲ୍ଲା ରେ ଦୁଗ୍ଧ ଜାତ ଦ୍ରବ୍ୟର ମାର୍କେଟିଂ ନେଟୱର୍କ ମଜବୁତ୍ ହେବ*

23-Sep-2024



ସୁବର୍ଣ୍ଣପୁର ( ମନୋରଞ୍ଜନ ତ୍ରୀପାଠୀ ) ସୋନପୁର ସଦର ବ୍ଲକ କଳାପଥର ଠାରେ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାରେ ୧୪ କୋଟି ୬୩ ଲକ୍ଷ ୧୮ ହଜାର ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ଓମଫେଡ ଡାଏରୀ ପ୍ଲାଣ୍ଟ ରବିବାର ଦିନ ଉଦଘାଟିତ ହୋଇଯାଇଛି। ଏଠାରେ ଦୈନିକ ୫୦ ହଜାର ଲିଟର ଦୁଗ୍ଧ ପ୍ରକ୍ରିୟା କରଣ ହେବାକୁ ଥିବାବେଳେ ଉପକୃତ ହେବେ ହଜାର ହଜାର ଦୁଗ୍ଧ ଚାଷୀ। ଏହି କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ, ବୀରମହାରାଜପୁର ବିଧାୟକ ରଘୁନାଥ ଜଗଦଲା, ବୌଦ୍ଧ ବିଧାୟକ ତଥା ଶାସକ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ, ଓମଫେଡ ସଭାପତି କିଶୋର ଚନ୍ଦ୍ର ପ୍ରଧାନୀ, ଓମଫେଡର ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତ କୁଳାଙ୍ଗେ, ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଡାଇରି ପ୍ଲାଣ୍ଟ ହେବା ଫଳରେ ପାଖ ପଡୋଶୀ ଜିଲ୍ଲା ର  ହଜାର ହଜାର ଦୁଗ୍ଧ ଚାଷୀ ଉପକୃତ ହେବେ ବୋଲି ସୂଚନା ଦିଆଯାଇଛି। ସେହିପରି ଏହି ଡାଇରି ପ୍ଲାଣ୍ଟରେ ଦୈନିକ ୫୦ ହଜାର ଲିଟର ଦୁଗ୍ଧ ପ୍ରକ୍ରିୟା କରଣ କରାଯାଇ ପାରିବ ବୋଲି ସୂଚନା ଦିଆଯାଇଛି। ଏଠାରେ ଦୁଗ୍ଧ ଦ୍ରବ୍ୟ ହିସାବ ରେ ପାଶ୍ଚାରାଇଜ ପକେଟ ଦୁଗ୍ଧ, ସାଧା ଦହି, ମିଠା ଦହି, ପନୀର, ଘିଅ, ଲସି, ଖୁଆ, ପେଡା ଆଦି ପ୍ରସ୍ତୁତ କରାଯାଇପାରିବ ବୋଲି ଓମଫେଡ଼ ପକ୍ଷରୁ କୁହାଯାଇଛି। ଏହି ପ୍ଲାଣ୍ଟ ଦ୍ୱାରା ସୋନପୁର,ବଲାଙ୍ଗୀର,  ବୌଦ୍ଧ ତଥା ଫୁଲବାଣୀ ଜିଲ୍ଲାର ଗ୍ରାମାଞ୍ଚଳ ତଥା ସହରାଞ୍ଚଳରେ ଓମଫେଡ ଦୁଗ୍ଧ ଜାତ ଦ୍ରବ୍ୟର ମାର୍କେଟିଙ୍ଗ ନେଟୱାର୍କ ମଜବୁତ ହେବ। ସେହିପରି ଦୁଗ୍ଧ ଚାଷୀମାନେ ବର୍ଷ ସାରା ସେମାନଙ୍କ ବଳକା ଦୁଗ୍ଧ ସମବାୟ ସମିତି ମାଧ୍ୟମରେ ବିକ୍ରୟ କରି ବେଶ ଉପକୃତ ହେବେ ବୋଲି ସୂଚନା ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like