-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ହରଭଙ୍ଗା: ୨୫ ଟିକିଆ ହାତୀ ଉପଦ୍ରବ, ବ୍ୟାପକ ଫସଲ ନଷ୍ଟ

23-Sep-2024



ହରଭଙ୍ଗା(ଦେବବ୍ରତ ଦାଶ): ବିଳମ୍ବିତ ରାତ୍ରିରେ ୨୫ଟିକିଆ ବଣୁଆ ହାତୀ ପଲର ଉପଦ୍ରବ । ଏକର ଏକର ଚାଷ ଜମିର ଧାନ, କପା,ମାଣ୍ଡିଆ ପନିପରିବା ନଷ୍ଟ କଲେ ହାତୀ ପଲ ।  ବୌଦ୍ଧ ବନଖଣ୍ଡ ବଘିଆପଡା ସେକସନ ରେଙ୍ଗାଲି ଗ୍ରାମ ନିକଟ ଜଙ୍ଗଲରେ ୨୫ଟିକିଆ ହାତୀପଲ । ଭୟବିତ ଅବସ୍ଥା ରେ ଗ୍ରାମବାସୀ ହାତୀ ଘଉଡାଇବା ପାଇଁ ଉଦ୍ୟମ ଜାରି ।  ସୁଚନାମୁତାବକ ବୌଦ୍ଧ ବନଖଣ୍ଡ ବଘିଆପଡା ସେକସନ ରେଙ୍ଗାଲି ଗ୍ରାମରେ ୨୫ଟିକିଆ ବଣୁଆ ହାତୀ ପଲ ଆସି ଧାନ ଓ ମାଣ୍ଡିଆ ଚାଷ ନଷ୍ଟ କରିଛନ୍ତି । ଗ୍ରାମରେ ଚାଷ ହୋଇଥିବା ଧାନ, ପନିପରିବା କପା ଓ ମାଣ୍ଡିଆ ଖାଇ ଦେବା ସହ ପାଦରେ ଦଳି ମାଡି ନଷ୍ଟ କରି ଦେଇଥିବା ଦେଖିବାକୁ ମିଳିଛି। ଦୁଇଦିନ ହେଲା ନିକଟସ୍ଥ ଜଙ୍ଗଲରେ ରହିଥିବା ୨୫ ଟିକିଆ ହାତୀ ପଲ ରାତିରେ ଜଙ୍ଗଲରୁ ବାହାରି ଧାନ ମାଣ୍ଡିଆ ଆଦି ଚାଷ ନଷ୍ଟ କରୁଥିବାରୁ ଗ୍ରାମର ଚାଷୀ ମାନେ ଆତଙ୍କିତ ଅବସ୍ଥାରେ ରହିଛନ୍ତି l ହାତୀ ମାନଂକ କବଳରୁ ଚାଷକୁ ରକ୍ଷା କରିବା ପାଇଁ ବନବିଭାଗ କୌଣସି ପଦକ୍ଷେପ ଗ୍ରହଣ କରୁ ନଥିବା କ୍ଷତିଗ୍ରସ୍ତ ଚାଷୀ ମାନେ ଅଭିଯୋଗ କରିଛନ୍ତି | ରେଙ୍ଗାଲି ବିଟ ରେ କେଉଁ ବନରକ୍ଷୀ ଅଛନ୍ତି ତାହା ମଧ୍ୟ ଲୋକେ ଜାଣି ନାହାନ୍ତି ବୋଲି ଅଭିଯୋଗ କରିଛନ୍ତି । ହାତୀ ସମ୍ପର୍କରେ ସୁଚନା ଦେଲେ କେବଳ ଫୋଟ ଭିଡିଓ ଉଠାଇ ଚାଲି ଯାଉଥିବା ଅଭିଯୋଗ ହୋଇଛି | ବିଗତ ବର୍ଷ ମାନଙ୍କରେ ମଧ୍ୟ ହାତୀ ଫସଲ ନଷ୍ଟ କରିଥିବା ଚାଷୀ ମାନଙ୍କୁ ବନ ବିଭାଗ କୌଣସି ସହାୟତା ପ୍ରଦାନ କରିନଥିବା କ୍ଷତିଗ୍ରସ୍ତ ଚାଷୀ ମାନେ ଅଭିଯୋଗ କରିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like