-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||     

HOME   ଜିଲ୍ଲା

ନିଖୋଜ କୁଲଦୀପଙ୍କ ଗଳିତ ଶବ ୨୧ ଦିନ ପରେ ଉଦ୍ଧାର* *ପରିବାର ଲୋକେ କଲେ ଚିହ୍ନଟ*

23-Sep-2024



ସୁବର୍ଣ୍ଣପୁର ( ମନୋରଂଜନ ତ୍ରିପାଠୀ )  ଗତ ସେପ୍ଟେମ୍ବର ୧ ତାରିଖ ରବିବାର ରାତିରେ ସୋନପୁର ମହାନଦୀ ପୋଲ ରୁ  ଡେଇଁ ନିଖୋଜ ଥିବା ବଲାଙ୍ଗିର ଅଞ୍ଚଳ ର ଯୁବକ କୁଲଦୀପ ପାଢ଼ୀ ଙ୍କ ଗଳିତ ଶବ  ଗତ କାଲି ବୀର ମହାରାଜ ପୁର ଅଗ୍ନିଶମ ବିଭାଗ ଠାବ କରିଛି ଓ ଆଜି ସକାଳେ ଉଦ୍ଧାର କରିବାରେ ସଫଳ ହୋଇଛି l  ପ୍ରକାଶ ଥାଉ କି ଯେ ଘଟଣା ଦିନ ସୋନପୁର ପୋଲିସ ଟିମ୍ ପେଟ୍ରୋଲିଂ କରୁଥିବା ବେଳେ ମହାନଦୀ ପୋଲ ଉପରୁ ଏକ ଟିଭିଏସ ଆପାଚି ବାଇକ ଓଡି୦୩ଏଚ- ୨୮୨୪ ସହ ଏକ ହଳ ଜୋତା ଓ ଡିକି ରେ ଥିବା ମୋବାଇଲ ଉଦ୍ଧାର କରିଥିବା ଓ ପାଖରେ କେହି ନ ଥିବା ଦେଖିଥିଲେ। ଏ ନେଇ ପୋଲ ଉପରେ ବାଇକ୍ ରଖି କେହି ନଦୀକୁ ଡେଇଁଥିବା ସନ୍ଦେହ କରାଯାଇଥିବା ବେଳେ ପରେ ଯୁବକ ଜଣଙ୍କ ବଲାଙ୍ଗୀର ର ଓ ଟିଭି ଟିମ ର କୁଲଦୀପ ପାଢ଼ୀ ବୋଲି ଜଣା ପଡିଥିଲା। ପରେ ଫାୟାର ଓ ଓଡ୍ରାଫ୍ଟ ଟିମ ଦୁଇ ଦିନ ଧରି ନଦୀ ଗର୍ଭ ରେ ତଲାସି କରି ଥିବା ବେଳେ କୁଲଦୀପ ଙ୍କ କୌଣସି ପତ୍ତା ମିଳି ନ ଥିଲା। ପରେ ଯୁବକ ଜଣକ ପୋଲ ଉପରୁ ଡେଇଁଛନ୍ତି ନା କେଉଁ ଆଡ଼େ ଚାଲିଯାଇଛନ୍ତି ତାହା ସ୍ପଷ୍ଟ ଜଣା ପଡ଼ି ନ ଥିବା ବେଳେ ସୋନପୁର ପୋଲିସ ତଦନ୍ତ ଚାଲେଇଥିବା ଆଇଆଇସି ରମେଶ କୁମାର ମାହାନା ପୁର୍ବରୁ କହିଥିଲେ। ଓ ବଲାଙ୍ଗୀର ପୋଲିସ ଏକ ନିଖୋଜ ପୋଷ୍ଟର ଜାରି କରିବା ସହ କୁଲଦୀପ ଙ୍କ ଖବର ପାଇଲେ ଜଣାଇବା ପାଇଁ ଏକ ନମ୍ବର ଜାରି କରିଥିଲା। କିନ୍ତୁ ଦୀର୍ଘ ୨୧ ଦିନ ପରେ ଗତକାଲି  ରବିବାର ଅପରାହ୍ନରେ  ବୀରମହାରାଜପୁର ଥାନା ଭୁଦବର୍ ମହାନଦୀରେ କିଛି ମତ୍ସ୍ୟଜିବୀ ମାଛ ଧରିବା ପାଇଁ ଯାଇଥିବା ବେଳେ ଝାଉଁ ଗଛ ଓ ପଥର ଚେପାରେ ଏକ ଗଳିତ ଶବ ଦେଖି ପୋଲିସ କୁ ଖବର ଦେଇଥିଲେ। ପରେ ସ୍ଥାନୀୟ ପୋଲିସ ଫାୟାର ବ୍ରିଗେଡ ସହାୟତାରେ ଘଟଣା ସ୍ଥଳକୁ ଯାଇ ଫଟୋ ପରିବାର ଲୋକଙ୍କୁ ପଠାଇବା ପରେ ତାହା କୁଲଦୀପ ଙ୍କ ଶବ ବୋଲି ପରିବାର ଲୋକେ ଚିହ୍ନଟ କରିଥିଲେ। ଶବ ପଚିସଢି ଯାଇଥିବାରୁ ପରେ ବଲାଙ୍ଗୀର ରୁ ଓଡ୍ରାଫ୍ଟ ଟିମ୍ ଆସି ଆଜି ସୋମବାର ସକାଳୁ ଶବ କୁ ଉଦ୍ଧାର କରିଛନ୍ତି। ପରେ ବୀରମହାରାଜପୁର ପୋଲିସ ଶବର ପୋର୍ଷ୍ଟମଟମ୍ କରାଇବା ପରେ କୁଲଦୀପ ଙ୍କ ପରିବାର ଲୋକଙ୍କୁ  ରେ ହସ୍ତାନ୍ତର କରିଥିବା ଜଣା ଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026

You Might Also Like