-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କର୍ମଚାରୀ କଲ୍ୟାଣ ସମନ୍ଵୟ ପରିଷଦ ବୈଠକ

23-Sep-2024



ବରଗଡ଼:( ନିରଞ୍ଜନ ତ୍ରୀପାଠି )-ବରଗଡ଼ ଜିଲ୍ଲା ସୋହେଲା ବ୍ଲକ୍ ଅନ୍ତର୍ଗତ ଇଚ୍ଛାପାଲି ଗ୍ରାମର ମେହେର ଫାର୍ମ ହାଉସ ଠାରେ ଜିଲ୍ଲା ଅନୁସୂଚିତ ଜାତି ଓ ଜନଜାତି କର୍ମଚାରୀ କଲ୍ୟାଣ ସମନ୍ଵୟ ପରିଷଦ ର ଏକ ବୈଠକ ସରୋଜ କୁମାର ଭୋଇ ଙ୍କ ସଭାପତିତ୍ବରେ ଅନୁଷ୍ଠିତ  ହୋଇଥିଲା । ଏହି ଅବସରରେ ମୁଖ୍ୟ ଅତିଥି ରୂପେ ମଞ୍ଚାସିନ ଥିଲେ ତୁଳରାମ ମେହେର ଏବଂ ଜିଲ୍ଲା ସଂଯୋଜକ ନାରାୟଣ ମେହେର  । ସଭାକୁ ପରିଚାଳନା କରିଥିଲେ ପ୍ରଫୁଲ୍ଲ କୁମାର ଭୋଇ । ସଭାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ କ୍ଷିରେଶ୍ୱର ତାଣ୍ଡି । ତାପରେ ଉପସ୍ଥିତ ସଦସ୍ୟ ସଦସ୍ୟା ଗଣ ନିଜ ନିଜ  ମତାମତ ଉପସ୍ଥାପନା କରିଥିଲେ । ତାପରେ  ଓଡ଼ିଶା ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କର୍ମଚାରୀ କଲ୍ୟାଣ ସମନ୍ମୟ ପରିଷଦ ର ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ଚୟନ କରାଗଲା । ସର୍ବସମ୍ମତି କ୍ରମେ ଜିଲ୍ଲା ସଂଘ ର ସଭାପତି ରୂପେ କ୍ଷିରେଶ୍ଵର ତାଣ୍ଡି, କାର୍ଯ୍ୟକାରୀ ସଭାପତି ଉମାକାନ୍ତ ଭୋଇ,ସାଧାରଣ ସମ୍ପାଦକ ଜୋହନ ନାଏକ,ଅତିରିକ୍ତ ସାଧାରଣ ସମ୍ପାଦକ ସୁଜାତା ଧରୁଆ,ସାଂଗଠନିକ ସମ୍ପାଦକ ପ୍ରଫୁଲ୍ଲ କୁମାର ଭୋଇ, ନିୟୋଜନ ସମ୍ପାଦକ ଉଦ୍ଧବ ମହାନନ୍ଦ,ସାଂସ୍କୃତିକ ସମ୍ପାଦକ ରୋହିତ କୁମାର ଭୁଏ, ଆର୍ଥିକ ସମ୍ପାଦକ ନନ୍ଦିଘୋଷ ଭୁଏ ,ଅତିରିକ୍ତ ସମ୍ପାଦକ ଗୋବର୍ଦ୍ଧନ ବରିହା ଙ୍କୁ ମନୋନୀତ କରାଯାଇ ଶପଥ ପାଠ କରାଯାଇ ଥିଲା । ଏହି କାର୍ଯ୍ୟକ୍ରମରେ ରାଜକୁମାର ବଘେଲ, ଉଚ୍ଛବ ଭୋଇ,ଗୌତମ  ବାରିକ,ବେଣୁଧର ଦୀପ,ରୀନା ନାଗ,ଗୌର କନ୍ଧ ,ଯୋଗେଶ୍ୱର ମେହେର,ଦଶରଥ କଲେତ ପ୍ରମୁଖ ସହଯୋଗ କରିଥିଲେ । ଶେଷରେ ଯଜ୍ଞସେନି ଧରୁଆ ସମସ୍ତଙ୍କୁ ଧନ୍ୟବାଦ୍ ଦେଇଥିଲେ I


News Comment




Photo in News

Advertisment
Lastest News
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026

You Might Also Like