-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||     

HOME   ଜିଲ୍ଲା

ତରଭାରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ

23-Sep-2024



ତରଭା : ସ୍ଥାନୀୟ ଭାଷା ସଂସ୍କୃତିର ଅଗ୍ରଣୀ ଅନୁଷ୍ଠାନ କୋଶଳ ସାହିତ୍ୟ ଏକାଡେମୀ ଓ ତହଁକ ସାହିତ୍ୟ କୁଟୁମ୍, ବଲାଙ୍ଗୀର ମିଳିତ ସହଯୋଗିତାରେ ନବଜ୍ୟୋତି କ୍ଲବଠାରେ ନୂଆଁଖାଇ ଭେଟଘାଟ-୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ସକାଳୁ ମାଁ ପାଟଣେଶ୍ବରୀଙ୍କଠାରେ ପୂଜାର୍ଚ୍ଚନା ପରେ ମାଁ କୁଣ୍ଡାମାଲିଏନ ଦୁଲଦୁଲି ପରିଷଦର ନୃତ୍ୟ ବାଦ୍ୟର ତାଳେ ତାଳେ କବି କଳାକାରଗଣ ସାଂସ୍କୃତିକ ଶୋଭାଯାତ୍ରାରେ ବାହାରି ତରଭା ସହର ପରିକ୍ରମା କରିଥିଲେ। ଫଲଶାଫୁଲର ସମ୍ପାଦକ ପ୍ରଭାତ

ଖମାରୀଙ୍କ ନେତୃତ୍ୱରେ ଆୟୋଜିତ ଶୋଭାଯାତ୍ରାରେ ଶୁଭମ୍ ମିଶ୍ର ମଶାଲ ଓ ତ୍ରିଲୋଚନ ଦଳବେହେରା ମାଁ ପାଟଣେଶ୍ବରୀଙ୍କ ଫଟୋଚିତ୍ର ଧରିବା ସାଙ୍ଗେ ସାଙ୍ଗେ ଲୋକକବି ଗରିବ ମଲ୍ଲିକ ତଥା ଯୁବକବି ରୋଶନ ସାହୁ ବାଟେଘାଟେ କୋସଲୀ ଭାଷା ସଂସ୍କୃତି ଉପରେ ବକ୍ତବ୍ୟ ରଖିଥିଲେ।ପ୍ରଥମ ଅଧିବେଶନରେ ଶାନ୍ତନୁ ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଆଲୋଚନା ଚକ୍ରରେ ବ୍ଲକ୍ ଅଧ୍ୟକ୍ଷ ସରୋଜ କୁମାର କମ୍ପ ମୁଖ୍ୟ ଅତିଥି, ସହକାରୀ ଜିଲ୍ଲା କୃଷି ଅଧିକାରୀ ଜଗବନ୍ଧୁ ପଟେଲ ମୁଖ୍ୟ ବକ୍ତା ତଥା ଏନ୍.ଏ.ସି. ଉପ-ନଗରପାଳ ଗଗନ ଅଗ୍ରୱାଲ, କ୍ଲବ୍ ସଭାପତି ଜନାର୍ଦ୍ଦନ ଥନାପତି, ବିଶିଷ୍ଟ ଶିଳ୍ପପତି ଜନାବ୍ ଆକବର ଅଲ୍ଲୀ, ବ୍ୟଙ୍ଗକବି ଅର୍ଜୁନ କୁମାର ସାହୁ,ସଙ୍ଗଠକ ରାଜେଶ ଦଣ୍ଡସେନା, କୋଶଳପ୍ରେମୀ ରାଜେନ୍ଦ୍ର ଝାଙ୍କର ଓ ସାହିତ୍ୟିକ ଦେବେନ୍ଦ୍ର କୁମାର ନାଏକ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇର ମହତ୍ତ୍ଵ ଓ ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ।ସଭା ପ୍ରାରମ୍ଭରେ କଣ୍ଠଶିଳ୍ପୀ ମାନସୀ ସାହୁ, ତପସ୍ଵିନୀ ପଟ୍ଟନାୟକ, ସରିତା ନାଏକ ଓ ସ୍ବର୍ଣ୍ଣକାନ୍ତି ପତି ସ୍ବାଗତ ସଙ୍ଗୀତ ଗାନ କରିଥିଲେ।ଯୁବ ବ୍ଲଗର ସ୍ବପ୍ନିକା ସାହୁ, ବିଶିଷ୍ଟ ଗବେଷକ ଅଖୋଜ ଷାଣ୍ଢ, କଳାକାର ରଞ୍ଜନ କୁମାର ସା ଏବଂ ଜନପ୍ରିୟ ମାହେଶ୍ଵରୀ ସଂଗଠନକୁ

କୋସଲୀ ଭାଷା ସଂସ୍କୃତି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁଁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ମାନିତ କରାଯାଇଥିଲା । ଦ୍ବିତୀୟ ପର୍ଯ୍ୟାୟରେ କାଇଁଚ ମିଡ଼ିଆ ମୁଖ୍ୟ ଗୋପୀନାଥ ଦଣ୍ଡସେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କୋସଲୀ କବିତା ଆସରରେ କବି ସଞ୍ଜୀବ ସେଠି, ଇଂ ଗୋପାଲ ଚନ୍ଦ୍ର ମେହେର, ଗୀତାଞ୍ଜଳି ମିଶ୍ର, ଲେଖକ ରାଜୀବ ପ୍ରସାଦ ଭୋଇ, ଶ୍ରିୟାକାନ୍ତ ଦାଶ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ସୁବର୍ଣ୍ଣପୁର ସମେତ ପଡୋଶୀ ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ବୌଦ୍ଧ ଓ ନୂଆପଡ଼ା ଜିଲ୍ଲାରୁ ଶତାଧିକ କବି କବୟିତ୍ରୀ ସ୍ବରଚିତ କବିତା ପାଠ କରିଥିଲେ।ଏସବୁ କାର୍ଯ୍ୟକ୍ରମରେ ସୁଦାମ ପୁଟେଲ, ଥବୀର କର୍ମୀ, ସୁଧୀର ପଣ୍ଡା,ରୋଶନ ସାହୁ, ଲୋକନାଥ ଦଳବେହେରା, ଅଭିଜିତ ଫରିକାର, ଲୀନା ମେହେର,କାହ୍ନା ପାତ୍ର ପ୍ରମୁଖ ସକ୍ରିୟ ଅଂଶଗ୍ରହଣ କରିଥିଲେ। ସେହିଭଳି କୁନି ନୃତ୍ୟଶିଳ୍ପୀ ଅଲିଭା ନାଏକ, ପ୍ରିୟଦର୍ଶିନୀ ଜେନା,ରିନି ନାଏକ, ସ୍ଵିକୃତୀ ମିଶ୍ର, ଅର୍ଚ୍ଚନା କୁମ୍ଭାର ଇତ୍ୟାଦି ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ଯଦୁମଣି କର୍ଣ୍ଣ ଓ ଦ୍ବିତୀୟ ପର୍ଯ୍ୟାୟରେ ତ୍ରିଲୋଚନ ଦଳବେହେରା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026

You Might Also Like