-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||     

HOME   ଜିଲ୍ଲା

ଶ୍ରମିକ ବିରୋଧି ଶ୍ରମ ଆଇନ ପ୍ରତ୍ୟାହାର ଦାବିରେ ଏଆଇଟିୟୁସି ତରଫରୁ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଓ ଓ ଦାବିପତ୍ର ପ୍ରଦାନ

23-Sep-2024



ବଲାଙ୍ଗିର: କେନ୍ଦ୍ରୀୟ ଟ୍ରେଡ ୟୁନିୟନ ଓ ସ୍ୱାଧିନ ଫେଡେରେସନ ଙ୍କ ଆହ୍ୱାନରେ ଦେଶ ବ୍ୟାପି କଳା ଦିବସ ପାଳନ ଅବସରରେ ଏଆଇଟିୟୁସି ବଲାଙ୍ଗିର ଜିଲ୍ଲା କମିଟି ତରଫରୁ ସ୍ଥାନୀୟ କୋଶଳ କଳାମଣ୍ଡଳ ପଡିଆରୁ ଏଆଇଟିୟୁସି ବଲାଙ୍ଗିର ଜିଲ୍ଲା ସଭାପତି ସାଥୀ ତିର୍ଥ ପଧାନଙ୍କ ନେତୃତ୍ୱରେ ଏକ ବିଶାଳ ଶୋଭାଯାତ୍ରା ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ  ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ତିର୍ଥ ପଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବକ୍ତାମାନେ କେନ୍ଦ୍ର ସରକାର ଙ୍କ ୪୪ଟି ଶ୍ରମ ଆଇନକୁ ବଡ ବଡ ଶିଳ୍ପପତି ଏବଂ ପୁଞ୍ଜିପତି ଙ୍କ ସ୍ୱାର୍ଥରେ ବାତିଲ କରି ୪ଟି ଶ୍ରମ କୋଡକୁ ଲାଗୁ କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି । ଉକ୍ତ ଆଇନ

ଲାଗୁ ହେଲେ ଦେଶର ଶ୍ରମିକ ଓ ଶ୍ରମିକ ସଂଗଠନକୁ ସଂକୁଚିତ କରିବା ସହ ନିଜର ହକ୍ ଦାବି ପାଇଁ ଅନ୍ତରାୟ ସୃଷ୍ଟି ହେବ । ଏହି ଆଇନ କୁ ପ୍ରତ୍ୟାହାର କରିବା ପାଇଁ ବକ୍ତାମାନେ ଦାବି କରିଥିଲେ । ଏହି ବିକ୍ଷୋଭରେ ଏଆଇଟିୟୁସି ନେତା ସାଏବୁ ନନ୍ଦ, ଜଗବନ୍ଧୁ ବେହେରା, ପ୍ରବୀର କମ୍ପ, ମାଧବୀ କଲତା, ଓମି ଗୁପ୍ତା, ଦୁର୍ଯ୍ୟୋଧନ ବିଶ୍ୱାଲ, ସରସ୍ୱତୀ ଶର୍ମା, କମଲ ଭୋଇ, କଲ୍ୟାଣି ସାହୁ, ପାଣ୍ଡବ ଭୋଇ, ଅର୍ଜୁନ ଖର୍ସେଲ, ମୀନାକ୍ଷୀ ଜେନା, ସ୍ୱେତପଦ୍ମା ପଟେଲ, କୁମୁଦିନି ବାଗ, ବାସନ୍ତି ସେଠ, ଉଜୁଲି ମେହେର, ମାଧବୀ ବେହେରା, ନମିତା ପଟେଲ, ରିନା ନାଏକ, ଅନିତା ପଧାନ, ଶୋଭାଗିନି ବାଗ, ସରୋଜିନୀ ରଣା, ଶାଶ୍ୱତା ଦାଶ, ପ୍ରଭାଶିନୀ ରାଏ, ଭୂମିସୁତା ପୋଡ, ସଞ୍ଜୁ ବାଗ, ମୁକ୍ତା ଉଦୁରକୁଲିଆ ପ୍ରମୁଖ ଦାବି ଉପସ୍ଥାପନ କରିଥିଲେ । ପରେ ଏକ ପ୍ରତିନିଧି ମଣ୍ଡଳି ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026

You Might Also Like