-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ଶିକ୍ଷାରେ କୃତ୍ରିମ ବୁଦ୍ଧିମତା ଏକ ଆହ୍ବାନ- ପ୍ରଫେସର ଦୟାନନ୍ଦ ସଂସନ୍ୱାଲ୍ ଅଞ୍ଚଳ ମହାବିଦ୍ୟାଳୟ ପଦ୍ମପୁରରେ ଜାତୀୟ ସଂପାନ

23-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଅଞ୍ଚଳ ମହାବିଦ୍ୟାଳୟ ପଦ୍ମପୁରର ସମ୍ମିଳନୀ ପ୍ରକୋଷ୍ଠରେ ଅଧ୍ୟକ୍ଷ ପ୍ରୋ. ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ବରେ ଓଡ଼ିଶା ରାଜ୍ୟ ଉଚ୍ଚ ଶିକ୍ଷା ପରିଷଦ ଦ୍ବାରା ପ୍ରାୟୋଜିତ 'ଶିକ୍ଷାରେ କୃତ୍ରିମ ବୁଦ୍ଧିମତା' ଶୀର୍ଷକ ଉପରେ ଏକ ଜାତୀୟ ସଂପାନ ଅନୁଷ୍ଠିତ ହୋଇଯାଇଛି।  ସେପ୍ଟେମ୍ବର ୨୦ ଓ ୨୧ ଦୁଇ ଦିନ ଧରି ଚାଲିଥିବା ଜାତୀୟ ସଂପାନରେ ପ୍ରଥମେ ପ୍ରୋ. ପଣ୍ଡା ସମସ୍ତଙ୍କୁ ସ୍ବାଗତ ଜଣାଇ କୃତ୍ରିମ ବୁଦ୍ଧିମତା ଉପରେ ସଂକ୍ଷିପ୍ତ ଟିପ୍ପଣୀ ପ୍ରଦାନ କରିଥିଲେ। ସଂଯୋଜକ ଡଃ ତୁଷାରକାନ୍ତ ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ। ସହ ସଂଯୋଜକ ଡଃ ଭେଙ୍କଟେଶ୍ୱର ମେହେର ସେମିନାର ର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। NCERT ର ପୂର୍ବତନ ନିର୍ଦ୍ଦେଶକ ପ୍ରୋ. ହୃଷିକେଶ ସେନାପତି ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ କୃତ୍ରିମ ବୁଦ୍ଧିମତା କୁ ଜାତୀୟ ଶିକ୍ଷା ନୀତି ୨୦୨୦ ସହ ସଂଯୋଗ କରି ନିଜର ବକ୍ତବ୍ୟ ରଖିଥିଲେ। ମୁଖ୍ୟ ଅତିଥି ଭାବରେ ଦେବୀ ଅହଲ୍ୟା ବିଶ୍ଵବିଦ୍ୟାଳୟ ଶିକ୍ଷା ବିଭାଗର ର ପୂର୍ବତନ  ମୁଖ୍ୟ ପ୍ରୋ. ଦୟାନନ୍ଦ ସଂସନ୍ୱାଲ୍ ଯୋଗ ଦେଇ ଶିକ୍ଷାରେ କୃତ୍ରିମ ବୁଦ୍ଧିମତା ର ସୃଷ୍ଟି, ବିକାଶ, ପ୍ରୟୋଗ ଇତ୍ୟାଦି ଉପରେ ଉଦାହରଣ ମାଧ୍ୟମରେ ବର୍ଣ୍ଣନା କରିଥିଲେ। ସେ କୃତ୍ରିମ ବୁଦ୍ଧିମତା କିପରି ମାନବୀୟ ସୃଜନୀ ଶକ୍ତି କୁ ବିକଶିତ କରିବାରେ ବାଧା ସୃଷ୍ଟି କରୁଛି ତାହା ଆଲୋକପାତ କରି ଭବିଷ୍ୟତରେ ଏହା ଆମ ପାଇଁ ଏକ ଆହ୍ବାନ ବୋଲି ଯୁକ୍ତି ଦେଇଥିଲେ। ପରିଶେଷରେ ଆଇ. କ୍ୟୁ .ଏ.ସି.ର କୋର୍ଡ଼ିନେଟର ପ୍ରୋ. ନବକୃଷ୍ଣ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହାକୁ ଅଧ୍ୟାପିକା ସସ୍ମିତା ମେହେର ପରିଚାଳନା କରିଥିଲେ। ଏହି କାର୍ଯକ୍ରମ ରେ ପ୍ରୋ. ମନୋଜ ସାକ୍ସେନା, ପ୍ରୋ. ରମାକାନ୍ତ ମହାଳିକ, ପ୍ରୋ. ରାଜଶ୍ରୀ ବରାଳ, ଡଃ ସୁଜାତା ଆଚାର୍ଯ୍ୟ, ପ୍ରୋ. ବାଞ୍ଛାନିଧି ପଣ୍ଡା ଙ୍କ ସମେତ ଅନ୍ୟାନ୍ୟ ଅତିଥି ଏବଂ ମହାବିଦ୍ୟାଳୟର ସଭାପତି ଗୋବିନ୍ଦ ଚନ୍ଦ୍ର ପାଣିଗ୍ରାହୀ, ପ୍ରାଧ୍ୟାପକ ଡଃ ବିରଞ୍ଚି ସାହୁ, ଖଗେଶ୍ୱର ଦାସ, ତାରା ପ୍ରସାଦ ଶତପଥୀ, ପ୍ରମୋଦ ତ୍ରିପାଠୀ, ସନ୍ତୋଷ ମିଶ୍ର ଙ୍କ ସହ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଛାତ୍ରଛାତ୍ରୀ, ଅତିଥି ବୃନ୍ଦ, ଶିକ୍ଷାବିତ,ଓ ରାଜ୍ୟ ତଥା ରାଜ୍ୟ ବାହାରୁ ଆସିଥିବା ଗବେଷକ ଅଂଶ ଗ୍ରହଣ କରିଥିଲେ।ଏହି ଜାତୀୟ ସଂପାନ ର ପ୍ରଥମ ଦିନ ସମାପ୍ତି ପରେ ଅଧ୍ୟାପକ ଡ଼. ସରୋଜ କୁମାର ନାଏକ ଙ୍କ ନିର୍ଦ୍ଦେଶନା ରେ ମହାବିଦ୍ୟାଳୟ ଛାତ୍ରଛାତ୍ରୀ ଙ୍କ ଦ୍ଵାରା ସାଂସ୍କୃତିକ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like