-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ବିଗୁଲ୍ ଟିଭି ର ନୂଆଁ ଖାଇ ଭେଟ ଘାଟ ମହା ସମାରୋହରେ ରେ ପାଳିତ*-

23-Sep-2024



ସୋନପୁର ( ମନୋରଞ୍ଜନ ତ୍ରିପାଠୀ )
ସୋନପୁର  ଟାଉନ୍ ହଲ୍ ଠାରେ ବିଗୁଲ ଟିଭି ର ନୂଆଁ ଖାଇ ଭେଟ ଘାଟ ଉତ୍ସବ ୨୦୨୪ ମହା ସମାରୋହରେ ପାଳନ ହୋଇ ଯାଇଛି l ଏହାର ଉଦଘାଟନୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ସୋନପୁର ପୌର ପରିଷଦ ଅଧ୍ୟକ୍ଷା ତାମସି ତlମସ୍ମିତା ନାଏକ, ସମ୍ମାନିତ ଅତିଥି ଭାବରେ ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ, ଅଭିମନ୍ୟୁ କୁଶଳ, ପୌର ଉପାଧ୍ୟକ୍ଷl ମଲ୍ଲିକା ଦାନୀ, ଆଦିତି କଲେଜ ଅଧ୍ୟକ୍ଷା ଲିଖିତ ଆ ପଟ୍ଟନାୟକ,ମହାନଦୀ ଧାରା ର ମୁଖ୍ୟ ଆଭା ପୂଜାରୀ ଯୋଗ ଦେଇ ଉତ୍ସବ କୁ ଉଦ୍ଘାଟନ କରିଥିଲେ l ସୁବର୍ଣ୍ଣପୁର ବୌଦ୍ଧ ଜିଲ୍ଲା ର ଅନେକ ସଂlସ୍କୃତିକ ଟ୍ରୁପ୍ କଳାକାର ଏଠାରେ ରଙ୍ଗା ରଙ୍ଗ ନାଚ ଗୀତ ପରିବେଷଣ କରିଥିଲେ l ସନ୍ଧ୍ୟା ସାଂସ୍କୃତିକ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ର ମୁଖ୍ୟ ସଚେତକ ଶ୍ରୀ ସରୋଜ ପଧାନ ଯୋଗ ଦେଇ ନୂଆଁଖାଇ ଭାଇ ଚାରା ପର୍ବ ର ପ୍ରଚାର ପ୍ରସାର ସହିତ ବିଭିନ୍ନ ପ୍ରତିଭା ଚିହ୍ନଟ କରିବା ଓ ଏ ଅଞ୍ଚଳ ର ବିକାଶ ବିଗୁଲ୍ ଟିଭି ର ପ୍ରଚେଷ୍ଟା କୁ ଖୁବ୍ ପ୍ରଶଂସା କରିଥିଲେ lଅନ୍ୟତମ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲା ହୋଟେଲ ସଂଘ ସଭାପତି ଅରବିନ୍ଦ ବାରିକ, ଯୁବ ଉଦ୍ୟୋଗୀ ଶରତ  ମହାପାତ୍ର,ଗୋପାଳ ନେଗୀ ପ୍ରମୁଖ ଯୋଗଦେଇଥିଲେ।ଅଭିନାଶ ହୋତl ସଭା ସଂଯୋଜନା କରିଥିବା ବେଳେ ଵଣ୍ଟୁ ଅଗ୍ରୱାଲା ଧନ୍ୟବାଦ୍ ଅର୍ପଣ କରିଥିଲେ l ଚେନେଲ ର ହେଡ ସନ୍ତୋଷ କୁମାର ମିଶ୍ର ଙ୍କ ତତ୍ୱା ବଧାନ ରେ ଉତ୍ସବ ପରିଚଳନା କରାଯାଇଥିବା ବେଳେ ଦେବାଶିଷ ପଟ୍ଟନାୟକ, ନାରାୟଣ ରଥ, ସତ୍ୟ ବ୍ରତ ପ୍ରଧାନ, ନିରଞ୍ଜନ ଭୋଇ, ଲଡୁ କିଶୋର ମଲ୍ଲିକ, ପ୍ରୁଥିରଜ ବାଗ, ସରୋଜ ପଧାନ, ସହଦେବ ମେହେର, ସୁବାଷ ପଣ୍ଡା , ସାଇ ସରୋଜ ମିଶ୍ର, ନିର୍ମାଣ ମିଶ୍ର, ହାର୍ଦ୍ଧିକ ଅଗ୍ରୱାଲ ପ୍ରମୂଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like