-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ହିନ୍ଦୀ ଦିବସ ପାଳିତ, ରାଷ୍ଟ୍ର ଭାଷା ହିନ୍ଦୀ ଆମକୁ ଏକତା ସୂତ୍ରରେ ବାନ୍ଧି ରଖିଛି

23-Sep-2024



ବଲାଙ୍ଗିର(ପ୍ରେରଣା ଖବର): ସ୍ଥାନୀୟ ସରକାରୀ ଟାଉନ ଉଚ୍ଚ ବାଳିକା ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ହିନ୍ଦୀ ଦିବସ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ଚନ୍ଦ୍ର ମେହେର ମୁଖ୍ୟ ଅତିଥି, କେନ୍ଦ୍ରୀୟ ହିନ୍ଦି ସଂସ୍ଥାନ ଆଗ୍ରାର ଅବସରପ୍ରାପ୍ତ ବରିଷ୍ଠ ଅଧ୍ୟାପକ ତଥା ପ୍ରସିଦ୍ଧ ହିନ୍ଦୀ ଭାଷା ପ୍ରଶିକ୍ଷକ ଭରତ ସିଂ ପରମାର ମୁଖ୍ୟବକ୍ତା, ସମ୍ମାନୀତ ଅତିଥି ଭାବେ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ରାଜେଶ ମିଶ୍ର, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ପ୍ରଦୀପ୍ତ ପାତ୍ର, ଛତାମଖନା ପ୍ରଧାନ ଶିକ୍ଷକ ନୀଳମଣି ପଟେଲ, ସ୍ଥାନୀୟ ହାଇସ୍କୁଲର ପ୍ରଧାନ ଶିକ୍ଷକ ନରେନ୍ଦ୍ର ମିଶ୍ର, ଜିଲ୍ଲା ହିନ୍ଦୀ ଶିକ୍ଷକ ସଂଘ ସଭାପତି ସୁଶାନ୍ତ ନାୟକ ମଂଚାସୀନ ଥିଲେ ।    ସଂଘର ସମ୍ପାଦକ ଜଗଦିଶ ନାଗ ହିନ୍ଦୀ ଦିବସ ପାଳନର ଆଭିମୁଖ୍ୟ ସଂପର୍କରେ କହିଥିଲେ । ମୁଖ୍ୟବକ୍ତା ଶ୍ରୀ ପରମାର ନିଜ ବକ୍ତବ୍ୟରେ ରାଷ୍ଟ୍ରଭାଷା ହିନ୍ଦୀ ଆମକୁ ଏକତା ସୁତ୍ରରେ ବାନ୍ଧି ରଖିଛି ବୋଲି କହିଥିବା ବେଳେ ମୁଖ୍ୟ ଅତିଥି ଶ୍ରୀ ମେହେର ଗୋଟିଏ ଭାଷା ଗୋଟିଏ ଜାତି ସହ ଓତଃପ୍ରୋତ ଭାବେ ଜଡିତ ବୋଲି କହିବା ସହ ଭାଷା କ୍ଷୀଣ ହେଲେ, ଜାତିର ଅସ୍ତିତ୍ୱ ଟଳମଳ ହୁଏ ବୋଲି କହିଥିଲେ । ଏହି ଅବସରରେ ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକମାନଙ୍କୁ ଉତ୍ତରୀୟ, ମାନପତ୍ର ଓ

ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମର ଦ୍ୱିତୀୟ ଅଧିବେଶନରେ ହିନ୍ଦୀ ଆଲୋଚନାଚକ୍ର ବିଷୟ “ହିନ୍ଦୀ ଭାଷା କା ମହତ୍ୱ, ପ୍ରସାର ଔର ପ୍ରାସଙ୍ଗିକତା ରେ ହିନ୍ଦୀ ଶିକ୍ଷକ ଜ୍ୟୋର୍ତିମୟ ପଣ୍ଡା, ନରେନ୍ଦ୍ର ବାରିକ ଓ ଭକ୍ତ ମେହେର ଯୋଗ ଦେଇ ହିନ୍ଦି ଭାଷାର ଉତ୍ପତ୍ତି, ବିକାଶ ଓ ବର୍ତ୍ତମାନ ପରିପ୍ରେକ୍ଷିରେ ତାର ଗୁରୁତ୍ୱ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମର ସଂଯୋଜନା ଶିକ୍ଷକ ଅଶ୍ୱିନୀ ଷଡଙ୍ଗି କରିଥିବା ବେଳେ ଧନ୍ୟବାଦ ଦେଇଥିଲେ ଶିକ୍ଷକ କୃଷ୍ଣଚନ୍ଦ୍ର ବାଗ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ହିନ୍ଦୀ ଶିକ୍ଷକ ଓ ଶିକ୍ଷୟତ୍ରୀ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026

You Might Also Like