-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||     

HOME   ଜିଲ୍ଲା

୪୫୧ ବୋତଲ କଫ୍‌ସିରଫ ଜବତ, ଜଣେ ଗିରଫ

03-Jan-2021



ପାଟଣାଗଡ଼, (ପ୍ରେରଣା ଖବର) ପାଟଣାଗଡ଼ ବ୍ଲକ୍‌ ଉଲବା ଗ୍ରାମର ଦୁର୍ଯ୍ୟୋଧନ ପଟେଲଙ୍କ ଘରେ ବେଆଇନ ଭାବେ ଗଚ୍ଛିତ ଥିବା ୪୫୧ ବୋତଲ କଫ୍‌ସିରଫକୁ ଅବକାରୀ ବିଭାଗ ଜବତ କରିଥିବା ବେଳେ ବିଗତ ଦିନରେ କ୍ରମାଗତ ଭାବେ ବଲାଙ୍ଗୀର ଜିଲ୍ଲା ର ପଟଣାଗଡ଼, ରାଜା ଖଡ଼ିଆଳ , କଣ୍ଟାବାଞ୍ଜି ତଥା  ପଡ଼ୋଶୀ ଜିଲ୍ଲା ବୌଦ୍ଧ, ସୋନପୁର ,ନୂଆପଡା,ଆଦି ବିଭିନ୍ନ ସ୍ଥାନ ରେ ପ୍ରଶାସନ ତରଫରୁ ଛଡାଉ କରିବା ସହ କଫସିରଫ ଜବତ ସହ ଅଭିଯୁକ୍ତ ଙ୍କୁ ଗିରଫ କରାଯାଇ ଆସୁଛି । ବଲାଙ୍ଗୀର ଜିଲ୍ଲାରେ ଏହି କଫସିରଫ ରେକେଟ ବର୍ତ୍ତମାନ ସୁଦ୍ଧା ସକ୍ରିୟ ରହିଥିବା ବେଳେ ଏହି କାରବାର ର ମୂଖ୍ୟ କିଙ୍ଗପିନ ସାଜି ବଲାଙ୍ଗୀର ସହର ର ପ୍ରଶାନ୍ତ ନେଗି କଟକ ରୁ ସାରା ରାଜ୍ୟରେ ଏହି କାରବାର ଚଳାଇଥିବା ବେଳେ ତାକୁ ଗିରଫ କରାଯାଇ ଥିଲା । ହେଲେ ଏହି କାରବାର ଜେଲ ରୁ ଅପରେଟ କରୁଥିବା ଅଭିଯୋଗ ହୋଇଥିଲା । ଉକ୍ତ ଅଭିଯୁକ୍ତ ନେଗି କୁ ପୋଲିସ କାବୁ କରି ଅନୁସନ୍ଧାନ କରି ପରଦା ପଛରେ ଗୋପନ ରେ ରହି ବଲାଙ୍ଗୀର ଆୟୁର୍ବେଦ ବିକାଶ ଭଣ୍ଡାର ନାମକ ଏକ ଏଜେନ୍ସି ଆଳରେ ଅନ୍ତଃ ରାଜ୍ୟ କାରବାର ଚଲାଇ ଥିବା ଜଣାଯାଇଥିଲା । ହେଲେ ଏହି ସୀରଫ କାରବାର କିଛି ଛଡା ଦରରେ ବିକ୍ରି ହୋଇଥିଲା । ତେବେ ଏହି ସିରଫ କାରବାର ସମ୍ପୂର୍ଣ୍ଣ ବନ୍ଦ କରିବା ରେ ପ୍ରଶାସନ ବିଫଳ ହୋଇଛି । ବଲାଙ୍ଗୀର ଜିଲ୍ଲାରେ ଏ ନେଇ କିଛି ଦୁର୍ନୀତିଗ୍ରସ୍ତ କର୍ମଚାରୀ ମାନେ କିଛି ଅସାଧୁ ବ୍ୟବସାୟୀ ଙ୍କ ସହ ସାଲିସ କରି ଖୋଲା ଖୋଲି ପ୍ରୋତ୍ସାହନ ଦେଉଥିବା ଯୋଗୁଁ ଏ କାରବାର ବନ୍ଦ ହୋଇ ପାରୁ ନ ଥିବା ବୁଦ୍ଧିଜୀବୀ ମହଲରେ ପ୍ରକାଶ ପାଇଛି । ବର୍ତ୍ତମାନ ଜିଲ୍ଲା ର ସିଂଧେକେଲା ଥାନା ରୁ ଚାନ୍ଦୁତରା ରାସ୍ତା ର ହନୁମାନ ମନ୍ଦିର କଡ଼ ରେ ଗୋଦାମ କରି ବିଭିନ୍ନ ଅଞ୍ଚଳକୁ ଚାଲାଣ କରାଯାଇ ଆସୁଥିବା ଜନସେବା ସଙ୍ଘ ଲିଖିତ ଅଭିଯୋଗ କରିବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି କରିଥିଲା । ହେଲେ ପ୍ରାୟ ଚାରିଥର ବିଭିନ୍ନ ଉଚ୍ଚ ଅଧିକାରୀଙ୍କ ନିକଟରେ ଅଭିଯୋଗ କରି କାର୍ଯ୍ୟାନୁଷ୍ଠାନ ଦାବି କରି ସୁଦ୍ଧା କାର୍ଯ୍ୟାନୁଷ୍ଠାନ ନ ହେବା ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଜଣେ ପୋଲିସ କର୍ମଚାରୀ ଟିଟିଲାଗଡ ଥାନା ସମ୍ନା ର ଏକ କ୍ୱାର୍ଟର ରେ ଏହି ସିରଫ ଗଛିତ ରଖୁଥିବା ପରି ସଙ୍ଗିନ ଅଭିଯୋଗ ହୋଇଛି । ସେହିପରିଏହି କାରବାରରେ ସଂପୃକ୍ତ ଥିବା ଅଭିଯୋଗରେ ସେହି ଗାଁର ଦୁର୍ଯ୍ୟୋଧନ ପଟେଲଙ୍କୁ ଗିରଫ କରାଯାଇଛି।

ଅବକାରୀ ବିଭାଗ ସୂତ୍ରରୁ ପ୍ରକାଶ ଯେ, ପାଟଣାଗଡ଼ ଉଲବା ଗ୍ରାମର ଦୁର୍ଯ୍ୟୋଧନଙ୍କ ଘରେ ବହୁ ପରିମାଣରେ ବେଆଇନ କଫସିରଫ୍ ଗଚ୍ଛିତ ଥିବା ସୂଚନା ମିଳିଥିଲା। ସେଠାରେ ଚଢ଼ଉ କରିବାରୁ ଦୁର୍ଯ୍ୟୋଧନଙ୍କ ଘର ପାଖରେ ଥିବା ପାଳ‌ଗଦାରୁ ୪୫୧ ବୋତଲ କଫ୍‌ସିରଫ୍ ଜବତ କରାଯାଇଥିଲା। ଉକ୍ତ କଫ୍‌ସିରପ୍‌ ସବୁ ରିଙ୍କୁ ନାମକ ଜଣେ ବ୍ୟକ୍ତି ଏହି ପାଳ ଗଦାରେ ରଖିଥିବା ଓ ସେ ନିର୍ଦ୍ଦୋଷ ବୋଲି ଗିରଫ ଦୁର୍ଯ୍ୟୋଧନ ଗଣମାଧ୍ୟମକୁ କହିଛନ୍ତି । ଏହି କାରବାର ର ମୁଖ୍ୟ କାର୍ପଟଦାର କିଏ ସେ ନେଇ ତୁରନ୍ତ ବିଭାଗୀୟ ମୁଖ୍ୟ ଶାସନ ସଚିବ ଦୃଷ୍ଟି ଦେବାକୁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026

You Might Also Like