-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||     

HOME   ଜିଲ୍ଲା

ସିଦ୍ଧାର୍ଥ ଡ଼ିଗ୍ରୀ କଲେଜରେ ଯୁକ୍ତ ୩ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା

24-Sep-2024



 ବିନିକା(ହିମାଂଶୁ ଶେଖର ପୁଟେଲ) ଯୁକ୍ତ ଦୁଇ ଉତ୍ତୀର୍ଣ୍ଣ ପରେ ଯୁକ୍ତ ୩ପ୍ରଥମ ବର୍ଷରେ ପାଦ ପକାଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଆଜି ବିନିକା ସିଦ୍ଧାର୍ଥ ଡ଼ିଗ୍ରୀ କଲେଜ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି ।ଠିକ ସେହିପରି ଚଳିତ ସାଧାରଣ ନିର୍ବାଚନରେ ପ୍ରତିଦ୍ବନ୍ଦିତା କରି ବୀରମହାରାଜପୁର ବିଧାନସଭା ଆସନରୁ ନିର୍ବାଚିତ ବିଧାୟକ ଇଁ ରଘୁନାଥ ଜଗଦଲା ଙ୍କୁ ମଧ୍ୟ କଲେଜ ଷ୍ଟାଫଙ୍କ ତରଫରୁ ଉପଢୋକନ ପ୍ରଦାନ କରି ସମ୍ମାନିତ କରାଯାଇଥିଲା।ଅନୁଷ୍ଟିତ ଏହି ସ୍ବାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ କଲେଜ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର କୁମାର ନାୟକ ସଭାପତିତ୍ବ କରି ତାଙ୍କ ଅଭିଭାଷଣରେ ନବାଗତ ଛାତ୍ରଛାତ୍ରୀ ଙ୍କୁ ଶିକ୍ଷାର ଅଗ୍ରଗତି ଦିଗରେ ଶୃଙ୍ଖଳିତ ଜୀବନ ଉପରେ ମାର୍ଗ ଦର୍ଶନ କରିଥିଲେ ।ମୁଖ୍ୟ ଅତିଥି ବିଧାୟକ ଶ୍ରୀ ଜଗଦଲା ନିଜ ଲକ୍ଷପଥ ର ସଫଳ ଦିଗରେ ବର୍ଣ୍ଣନା କରି ବର୍ତମାନ ସମାଜସେବା କ୍ଷେତ୍ରକୁ ଆପଣେଇ ଥିବା କହିଥିଲେ ।ଲକ୍ଷ ହାସଲ ପାଇଁ କନଫିଦେଣ୍ଟ  ଦରକାର । ଶିକ୍ଷା ଓ ନିଜର ଚରିତ୍ରର ଅଗ୍ରଗତି ପାଇଁ କଠିନ ପରିଶ୍ରମ କରିବା ଆବଶ୍ୟକ ବୋଲି ଅଧ୍ୟୟନରତ ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ ।ଏହି କଲେଜର ଉନ୍ନତି ପାଇଁ ଡବଲ ଇଞ୍ଜିନ ସରକାରରେ ଡବଲ ସହଯୋଗ ମିଳିବ ବୋଲି ଦୃଢ ପ୍ରତିଶ୍ରୁତି ଦେଇଥିଲେ।ଅନୁଷ୍ଟିତ ଏହି ସ୍ବାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ସିଦ୍ଧାର୍ଥ କନିଷ୍ଟ ମହାବିଦ୍ୟାଳୟ ଅଧ୍ୟକ୍ଷା ରେଖା ପ୍ରଧାନ,ଯୁକ୍ତ ତିନି ଇତିହାସ ବିଭାଗ ମୁଖ୍ୟ ଗୋପାଳ କୃଷ୍ଣ ଦାଶ,ଏକାଡେମୀ ମୁଖ୍ୟ ରୁଦ୍ର ନାରାୟଣ ଦାଶ ଯୋଗଦେଇ ନୂତନ ଛାତ୍ରଛାତ୍ରୀଙ୍କ ଶିକ୍ଷାର ଉଜ୍ଜଳମୟ ଭବିଷ୍ୟତ ଉପରେ ଆଲୋକପାତ କରିଥିଲେ।ଏହି ଅବସରରେ କଳା ବିଭାଗ ରାଜନୀତି ବିଜ୍ଞାନରେ ଟପ୍ପର ହୋଇଥିବା ସସ୍ମିତା ଦାସ ଓ ବିଜ୍ଞାନ ବିଭାଗ ଜୁଲୋଜିରେ ଟପ୍ପର ହୋଇଥିବା ଜଗା ମେହେରଙ୍କୁ ସମ୍ମାନିତ କରାଯାଇଥିଲା।ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପ୍ରାରମ୍ଭରେ ସଂସ୍କୃତ ଅଧ୍ୟାପକ ହରିଶ୍ଚନ୍ଦ୍ର ହୋତା ବେଡ ପଠନ,ଜାନକୀ ସାମନି ଓ ଭାରତୀ ବାବୁଙ୍କ ନେତୃତ୍ୱରେ ଛାତ୍ରୀ ମାନେ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିବା ବେଳେ ଅର୍ଥନୀତି ଅଧ୍ୟାପକ ବିଶ୍ଵନାଥ ମିଶ୍ର ସଭାକୁ ସଂଯୋଜନା ଏବଂ ଶେଷରେ ଅଧ୍ୟାପକ ଗୋପାଳ କୃଷ୍ଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026

You Might Also Like