-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||     

HOME   ଜିଲ୍ଲା

ଭଟଲି ବିଧାନସଭା ନିର୍ବାଚନମଣ୍ଡଳୀର ବିକାଶ କମିଟି ବୈଠକ-.... ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟ ସମୀକ୍ଷା କଲେ ବିଧାୟକ ଇରାଶିଷ

24-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଭଟଲି ବିଧାୟକ ଶ୍ରୀ ଇରାଶିଷ ଆଚ୍ଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଭଟଲି ବିଧାନସଭା ନିର୍ବାଚନମଣ୍ଡଳୀ ବିକାଶ କମିଟି ବୈଠକ ଅନୁଷ୍ଠିତ ହୋଇଛି ।
ବୈଠକରେ ମାନ୍ୟବର ବିଧାୟକ ଶ୍ରୀ ଆଚ୍ଚାର୍ଯ୍ୟ  ସାସ୍ଥ୍ୟ, ଶିକ୍ଷା, କୃଷି, ଜଙ୍ଗଲ, ଉଦ୍ୟାନ, ପୁର୍ତ୍ତ, ରାଜସ୍ୱ, ପାନୀୟ ଜଳ ଯୋଗାଣ,ପୋଲିସ ଏବଂ ଜଳ ସେଚନ ବିଭାଗ ଦ୍ୱାରା ଭଟଲି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅମ୍ଭାବନା,ଭଟଲି ଏବଂ ସୋହେଲା ବ୍ଲକରେ କାର୍ଯ୍ୟକାରୀ  ହେଉଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଅଟକି ରହିଥିବା କାର୍ଯ୍ୟ ଗୁଡିକୁ ଯଥାଶିଘ୍ର ସମାପ୍ତ କରିବା ପାଇଁ ନିର୍ଦେଶ ଦେଇଛନ୍ତି । 
ଏତଦ୍ ବ୍ୟତିତ ଜିଲ୍ଲା ତଥା ନିର୍ବାଚନ ମଣ୍ଡଳୀର ସର୍ବାଙ୍ଗୀନ ଉନ୍ନତି ପାଇଁ ସମସ୍ତ ବିଭାଗ ତଥା ବିଭାଗୀୟ ଅଧିକାରୀ ସମନ୍ୱୟ ନିହାତି ଜରୁରୀ, ତେଣୁ ସମସ୍ତେ ଏକତ୍ରିତ ହୋଇ  କାର୍ଯ୍ୟ କରିବାକୁ କହିଥିଲେ ।
ଅପହ଼ଞ୍ଚ ଅଂଚଳରେ ଶିକ୍ଷକ ଏବଂ ଡାକ୍ତର ନିଯୁକ୍ତିକୁ ଗୁରୁତ୍ତ୍ୱ ଦେଇ, ଶିକ୍ଷାନୁଷ୍ଠାନ, କାର୍ଯ୍ୟାଳୟ ଏବଂ ସାଧାରଣ ଲୋକଙ୍କ ଜମି ପଟ୍ଟା ବାଣ୍ଟିବା ସହ ଲୋକଙ୍କୁ ପୂର୍ବରୁ ମିଳିଥିବା ପଟ୍ଟାର ଜମି ଜଥାଶିଘ୍ର ଚିହ୍ନଟ କରି ହସ୍ତାନ୍ତର କରିବାକୁ ନିର୍ଦେଶ ଦେଇଛନ୍ତି ।
ଭଟଲି ନିର୍ବାଚନ ମଣ୍ଡଳୀର ତିନୋଟି ବ୍ଲକ୍ ରେ ଗତ ଅର୍ଥିକ ବର୍ଷରୁ ଅନୁମୋଦିତ ହୋଇଥିବା ସମସ୍ତ ପ୍ରକଳ୍ପର ପ୍ରଗତି, ରାସନ କାର୍ଡ କେୱାସି ଭେରିଫିକେସନ୍ ବ୍ୟବସ୍ତା, ଜୀବିକା ମିଶନ, ସୁଭଦ୍ରା ଯୋଜନା ପ‍ଞ୍ଜିକରଣ, ଜଳ ସେଚନ ପ୍ରକଲ୍ପରେ ବିଦ୍ୟୁତ୍ ସଂଯୋଗୀକରଣ ବ୍ୟବସ୍ତା, ମିଶନ ଶକ୍ତି ମହିଳାଙ୍କୁ ମିଳୁଥିବା ସମସ୍ତ ସୁବିଧା ବିଷୟରେ ପଚାରି ବୁଝିଥିଲେ ।
ଡେବ୍ରିଗଡ ଅଭୟାରଣ୍ୟର ଆବଶ୍ୟକ ଉନ୍ନତିକରଣ ପାଇଁ ଯଥାଚିତ ପଦକ୍ଷେପ ଗ୍ରହଣ କରିବା ପାଇଁ ବନଖଣ୍ଡ ଅଧିକାରୀଙ୍କ ସହ ଆଲୋଚନା କରି ବିଭିନ୍ନ ଜାଗାରେ ଜଙ୍ଗଲ ଜମିରେ ଥିବା ମାଟି ରାସ୍ତାର ଉନ୍ନତି ପାଇଁ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର କରିବାକୁ ନିର୍ଦେଶ ଦେଇଛନ୍ତି ।
ପରିଶେଷରେ ନିଜ ନିର୍ବାଚନ ମଣ୍ଡଳୀର ତିନୋଟି ଭାରପ୍ରାପ୍ତ ଥାନା ଅଧିକାରୀଙ୍କୁ ଆଇନ ଶୃଙ୍ଖଳା ବ୍ୟବସ୍ତା ବିଷୟରେ ପଚାରି ବୁଝିଥିଲେ ।
ଉକ୍ତ ବୈଠକରେ ତିନୋଟି ବ୍ଲକ୍ ଚେୟାରମେନଙ୍କ ସମେତ ଜିଲ୍ଲାପାଳ , ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲା ମୂଖ୍ୟ ବନଖଣ୍ଡ ଅଧିକାରୀ, ଡେବ୍ରିଗଡ ବନଖଣ୍ଡ ଅଧିକାରୀ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026

You Might Also Like