-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ସ୍ତରୀୟ କ୍ରୀଡାମିଟ୍ ରେ ସୁଜାତା ମିଞ୍ଜ ଙ୍କ ସଫଳତା*- *ଜିଲ୍ଲା ପୋଲିସ ପକ୍ଷରୁ ଦିଆଗଲା ସମ୍ବର୍ଧନା*-

24-Sep-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଓଡିଶା ପୋଲିସ ର ୭୦ ତମ ରାଜ୍ୟ ସ୍ତରୀୟ କ୍ରୀଡା ଉତ୍ସବରେ ସୁବର୍ଣ୍ଣପୁର ପୋଲିସ ର ସୋନପୁର ଥାନାରେ କାର୍ଯ୍ୟରତ ସୁଜାତା ମିଞ୍ଜ ଡ଼ିସକସ ଥ୍ରୋ ରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେ ପ୍ରଥମ ସ୍ଥାନ  ଅଧିକାର ଓ ଗୋଲ୍ଡ ମେଡାଲ ପାଇବା ସହ  ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ତଥା ସମଗ୍ର ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। ସେ ଜିଲ୍ଲାକୁ ଫେରିବା ପରେ ସୁବର୍ଣ୍ଣପୁର ଜିଲ୍ଲା ପୋଲିସ  ତରଫରୁ ଡିପିଓ କନଫରେନ୍ସ ହଲ ଠାରେ ଆଜି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ୟସ୍ ପ୍ରତାପ ଶ୍ରୀମାଲ୍ ତାଙ୍କୁ ସମ୍ବର୍ଦ୍ଧିତ କରିଥିବା ବେଳେ ସଭାରେ ଜିଲ୍ଲା ପୋଲିସର ଅନେକ ଅଫିସର ଏବଂ କର୍ମଚାରୀ  ଉପସ୍ଥିତ ଥିଲେ । ଆଗାମୀ ଦିନରେ ଜିଲ୍ଲା ପୋଲିସ୍ ସମସ୍ତ କ୍ରୀଡା ପ୍ରତିଯୋଗିତାରେ ଭାଗ ନେବାକୁ ଓ ଉନ୍ନତମାନର କ୍ରୀଡା ପ୍ରଦର୍ଶନ କରିବା ସହ ଶ୍ରେଷ୍ଠ ଖେଳାଳି ବା ପ୍ରତିଭା ଚିହ୍ନଟ କରିବାକୁ ସୁବର୍ଣ୍ଣପୁର ଏସପି  ପରାମର୍ଶ ଦେଇଥିଲେ। ପରେ ସଦର ଥାନା ରେ ମଧ୍ୟ ତାଙ୍କୁ ଆଇଆଇସି ରମେଶ କୁମାର ମାହାନା ଙ୍କ ସହ ଅନ୍ୟ ଅଫିସର ତଥା ଥାନା ଷ୍ଟାଫ ସମ୍ବର୍ଦ୍ଧିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026

You Might Also Like