-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||     

HOME   ଜିଲ୍ଲା

ଶକ୍ତି ଆରାଧନା ର ମୂଳଉତ୍ସ ସମଲେଇ ମନ୍ଦିର ଯୋଡ଼ା ସ୍ଥମ୍ବ ର ନବ କଳେବର

24-Sep-2024



(ମନୋରଞ୍ଜନ ତ୍ରିପାଠୀ )
ସୋନପୁର ର ଶକ୍ତି ପୀଠ ମା ସମଲେଇ ଙ୍କ ମନ୍ଦିରରେ ନୂତନ ଯୋଡ଼ା ଖମ୍ବ  ସ୍ଥାପନା ଉତ୍ସବ ପାଳନ କରଯାଇଛି l ବହୂ ପୁରାତନ  ତଥା ଚୌହାନ ରାଜା ଶାସନ ସମୟ ରୁ ସ୍ଥାପିତ ମହା ପ୍ରସିଦ୍ଧ ବଳି ଯାତ୍ରା ର ଆକର୍ଷଣ ପାଲଟିଥିବା ଏହି ତନ୍ତ୍ର ମନ୍ତ୍ର ପୀଠ ର ସ୍ଥମ୍ବ (ଖମ୍ବ) ରେ ବାହୁତି ଓ ଚଣ୍ଡୀ ଆବିର୍ଭାବ ହୋଇଥାନ୍ତି l ବଳି ଯାତ୍ରା ର ପୂର୍ତ୍ତ ଶ୍ରୀ ପୁରୋହିତ ରୀତି ନୀତି ରେ ପୁଜା ଅର୍ଚ୍ଚନା କଲା ପରେ ଓ ମା ଙ୍କ ପୀଠ ରେ ଆଜି ଚଣ୍ଡୀ ଯଜ୍ଞ ସମାପନ ପରେ ପୂର୍ତ୍ତ ଙ୍କ ପୁଜା ଅର୍ଚ୍ଚନା ଦ୍ଵାରା ନୂତନ ସ୍ଥମ୍ବ ରେ ଶକ୍ତି ଆବିର୍ଭାବ କରାଯାଇ ନୁତନ ସ୍ତମ୍ବ ସ୍ଥାପନା କରାଯାଇଛି l ମୁଖ୍ୟ ପୂଜକ ଶିବ ନାରାୟଣ ପୂଜାରୀ ଚଣ୍ଡୀ ଯଜ୍ଞ ରେ ପୁଜା ଅର୍ଚ୍ଚନା କରିଥିବା ବେଳେ ପଣ୍ତିତ ଆନନ୍ଦ, ରାମାନୁଜ ପ୍ରମୁଖ ସହଯୋଗ କରିଥିଲେ l ବରୁଆ ଚନ୍ଦ୍ର ନେଗି, ସୁବାଷ ନେଗୀ, ବୈଲୋଚନଛତ୍ରିଆ , ଷଷ୍ଠୀ ବଡ ମାଳି ପ୍ରମୁଖ ଖମ୍ବ ସ୍ଥାପନା ରୀତି ନୀତି ରେ ସହଯୋଗ କରିଥିଲେ l ଦେବୋତ୍ତର ବିଭାଗ ପକ୍ଷରୁ ଆୟୋଜିତ ଓ ଉପ ଜିଲ୍ଲାପାଳ ସୁରଜ୍ କୁମାର୍ ପଟ୍ଟନାୟକ ଙ୍କ ତତ୍ତ୍ଵl ବଧାନ ରେ ଅନୁଷ୍ଟିତ ଆଜିର ଏହି ଉତ୍ସବ ରେ କମିଟି ର ବରିଷ୍ଠ ସଦସ୍ୟ ଶ୍ରୀବତ୍ସ ମଲ୍ଲିକ, ବୈକୁଣ୍ଠ ଶତପଥି, ସତ୍ୟ ନାରାୟଣ ତ୍ରୀପାଠୀ, ପ୍ରଦୀପ ପୁରୋହିତ, ଶେଷ ଦେବ ମେହେର, ଲଡ଼ୁ କିଶୋର ମଲ୍ଲିକ, ଉପ ଜିଲ୍ଲାପାଳ ଙ୍କ ଷ୍ଟେନୋ ସଞ୍ଜୀବ ମଲ୍ଲିକ ପ୍ରମୁଖ ଶହ ଶହ ଭକ୍ତ ଶ୍ରଦ୍ଧାଳୁ ସହଯୋଗ କରିଥିଲେ l ଏବଂ ମା ଙ୍କ ଯଜ୍ଞ ପୀଠ ରେ ଦର୍ଶନ ଓ ଆଶୀର୍ବାଦ ଲାଭ କରିଥିଲେ l ଏହି ଉତ୍ସବ ପାଳନ ଯୋଗୁଁ ଆଜି ଠାରୁ ସୋନପୁର ସହର ରେ ଦଶହରା ପର୍ବ ର ପୂର୍ବ ପ୍ରସ୍ତୁତି ଭଳି ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026

You Might Also Like