-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ଜିଲ୍ଲା

ଭଟଲି ବ୍ଲକସ୍ତରୀୟ ବିଜ୍ଞାନ ସେମିନାରରେ କେଶାଇପାଲି ହାଇସ୍କୁଲର ଛାତ୍ରୀ ଲୋପାମୁଦ୍ରା ସାହୁ ପ୍ରଥମ

25-Sep-2024



ବରଗଡ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ ଭଟଲି ସରକାରୀ ହାଇସ୍କୁଲରେ ବ୍ଲକସ୍ତରୀୟ ବିଜ୍ଞାନ ସେମିନାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ସରୋଜ କୁମାର ଭୁଏଙ୍କ ତତ୍ତ୍ୱାବଧାନରେ କୃତ୍ରିମ ବୁଦ୍ଧିମତ୍ତା  ବିଷୟବସ୍ତୁ ଉପରେ ଆଧାରିତ ସେମିନାରରେ ବ୍ଲକର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। କେଶାଇପାଲି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଲୋପାମୁଦ୍ରା ସାହୁ ପ୍ରଥମ ଏବଂ ସତିହାରୀ ବାଳିକା ଉଚ୍ଚ ବିଦ୍ୟାଳୟ  ଭଟଲିର ଛାତ୍ରୀ ତମନ୍ନା କୁମାରୀ ରଣା ଦ୍ବିତୀୟ ସ୍ଥାନ ଅଧିକାର କରି ଜିଲ୍ଲାସ୍ତରୀୟ ବିଜ୍ଞାନ ସେମିନାରରେ ଅଂଶ ଗ୍ରହଣ କରିବା ପାଇଁ ମନୋନୀତ ହୋଇଛନ୍ତି।ବିଚାରକ ଭାବରେ ଦଧିବାମନ ମହାବିଦ୍ୟାଳୟ ଭଟଲିର ଅଧ୍ୟାପକ ଆଶିଷ ମହାନ୍ତି ଓ କମଗାଁ

ମହାବିଦ୍ୟାଳୟର ଅଧ୍ୟାପକ ଦେବଦତ୍ତ ନାଏକ ଯୋଗ ଦେଇଥିଲେ।ସିଆରସି ସି ସଞ୍ଜୟ ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ଶ୍ରବଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ସିଆରସି ସି ସୁଦାମ ସାହୁ, ସୁଶାନ୍ତ ସୁନା, ବୀରେନ୍ଦ୍ର ପାଣ୍ଡେ, ଶୁକ୍ରୁ ଗର୍ଡିଆ, ରୋହିତ ମହାନନ୍ଦ, ସଞ୍ଜୟ ସାହୁଙ୍କ ସମେତ ବ୍ଲକର ସମସ୍ତ ସି ଆର ସିସି, ବିଜ୍ଞାନ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ବିଜ୍ଞାନ ମଞ୍ଚର ସଦସ୍ୟ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like