-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ଗୁପ୍ତ ଷୋଡଶ ପୂଜା ଆରମ୍ଭ.... ...ମାଁ ଙ୍କ ପାଟ ଖଣ୍ଡା ଏବଂ ବିଜୟ ପ୍ରତିମାକୁ ନେଇ ସହର ପରିକ୍ରମା

25-Sep-2024



ହରଭଙ୍ଗା(ଦେବବ୍ରତ ଦାଶଙ୍କ ରିପୋର୍ଟ):ବୋୖଦ୍ଧ ଜିଲାର ଅଧିଷ୍ଠାତ୍ରୀ ଦେବୀ ତଥା ପୁରୁଣାକଟକ ବାସିନୀ ବାଉଁଶ ରାଣୀ ମାଁ ଭୈରବୀଙ୍କ ପୀଠ ରେ  ମଙ୍ଗଳବାର ନିଶାର୍ଧ ରାତିରେ   ପାରମ୍ପରିକ ରୀତିନୀତି ଅନୁଯାଇ ଅଶ୍ୱିନ ମାସ ମୂଳଷ୍ଟମୀ ଠାରୁ ଗୁପ୍ତ ୧୬ ପୁଜା  ବା ଖଣ୍ଡାବସା  ପର୍ବ  ଆରମ୍ଭ ହୋଇଛି। ଅପରାହ୍ନ ଚାରିଟା ସମୟରେ ପୂଜକଙ୍କ ଘରୁ ମାଁ ଙ୍କ ପାଟଖଣ୍ଡା, ବିଜୟ ପ୍ରତିମା ଘଣ୍ଟ ଛତ୍ର ଧରି ବିରାଟ ପଟୁଆର ଶହ ସେବକ ପୂଜାରୀ ଓ ଭକ୍ତକୁ ନେଇ ସହର ପରିକ୍ରମା କରିବା ପରେ ମାଁ ଙ୍କ ମନ୍ଦିରରେ ଶୋଭାଯାତ୍ରା ପହଞ୍ଚିଥିଲା । ଶକ୍ତି ପୀଠରେ ୧୬ ଦିନ ପର୍ଯ୍ୟନ୍ତ ଦେବୀ ଙ୍କୁଗୁପ୍ତଭାବେ ପୂଜା କରାଯାଇଥାଏ। ଯାହାକି ଅନ୍ୟ କୌଣସି ଦେବୀ ପୀଠରେ ଦେଖାଯାଇ ନଥାଏ।ରାତ୍ରର ପ୍ରଥମ ପ୍ରହରରୁ ମଧ୍ୟରାତ୍ର ପର୍ଯ୍ୟନ୍ତ ମାଁ ଙ୍କ ପାରମ୍ପରିକ ରୀତିନୀତି ଅନୁସାରେ ପୂଜା ହୋଇଥାଏ। ୧୬ ଦିନ ପର୍ଯ୍ୟନ୍ତ ମନ୍ଦିର ପରିସରରେ ଭକ୍ତଙ୍କୁ ମା ଙ୍କୁ  ଦର୍ଶନ ମନା ଓ ଦର୍ଶନରେ ଆସିଥିବା ଭକ୍ତ ସାହାଡ଼ା ସୁନ୍ଦରୀ ମୂଳରେ ଦର୍ଶନ କରନ୍ତି l ଏହିଦିନ ଏହି ଅଂଚଳରେ ପୁଅଙ୍କ ମଙ୍ଗଳ ମନାସୀ ମାଁ ମାନେ ପୁଅ ଜିଉନ୍ତୀୟା କରିଥାନ୍ତି।ଏହି ପର୍ବ ନିଶାର୍ଦ୍ଧରେ ସମ୍ପୂର୍ଣ ଉପବାସରେ ମାଁ ଙ୍କ ପୀଠରେ ଢୋଲ ବାଦ୍ୟ ଶୁଭିଲା ପରେ ପୂଜା ଆରମ୍ଭ ହୋଇଥାଏ।ଦୀର୍ଘ ୧୬ ଦିନ ଧରି ଦେବୀ ଦର୍ଶନ ନିଷେଧ ଥିବାରୁ ନବମୀ ଠାରୁ ଦେବୀଙ୍କ କୃପା ଲାଭ କରିବା ପାଇଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଭକ୍ତଙ୍କ ସମାବେଶ ହୋଇଥାଏ।ପ୍ରତିବର୍ଷ ଆଶ୍ୱିନ ମାସ ରେଦେବୀଙ୍କ ଷୋଳ ତନ୍ତ୍ର ଯନ୍ତ୍ର ପୂଜା ସୋତନ୍ତ୍ର ଓ ବିଶେଷ ରୀତିନୀତିରେ ଅନୁଷ୍ଠିତ ହୋଇଥାଏ।  ରାଜାରାଜୁଡା ଅମଳରୁ ଚାଲିଆସିଥିବାଏହି ଷୋଳପୂଜା ଆଶ୍ୱିନ ମାସ ମୂଳାଷ୍ଟମୀ ତିଥିରୁ ଆରମ୍ଭ ହୋଇ ଶୁକ୍ଳପକ୍ଷ ମହାଷ୍ଟମୀ ଦିନ ଶେଷ ହୋଇଥାଏ l ପରେ ନବମୀ ଦିନ ଠାରୁ ନବାହ୍ନ କ୍ଷୀରି ଭୋଗ ଲାଗି ପରେ  ମାଁ ଙ୍କ ନବଯୌବନ ବେଶ ରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି l ଏବଂ ବିଜୟା ଦଶମୀରେ ପୀଠର ଦଶମୀ ପୂଜା ସହ ସାଧାରଣ ଭକ୍ତଙ୍କ ପାଇଁ ସାହାଣ ମେଳା ଦର୍ଶନ ହୋଇଥାଏ ବୋଲି ମନ୍ଦିର କମିଟି ପକ୍ଷରୁ ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like