-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ବଜ୍ରପାତରେ ଅଷ୍ଟଶମ୍ଭୁ ପୀଠ ବାବା ସପନେଶ୍ୱର୍ ମନ୍ଦିରରେ ଫାଟ

25-Sep-2024



ଅତାବିରା/ରେଙ୍ଗାଲିକ୍ୟାମ୍ପ(ଆକାଶ ମିଶ୍ର): ଅତାବିରା ବ୍ଲକ  ସୋର୍ଣ୍ଣା  ସ୍ଥିତ ଅଷ୍ଟଶମ୍ଭୁ ମଧ୍ୟରେ ଅନ୍ୟତମ  ଶୈବ ପୀଠ ବାବା ସପନେଶ୍ୱର୍  ମନ୍ଦିରରେ ଗତକାଲି ସନ୍ଧ୍ୟାରେ ହୋଇଥିବା ବଜ୍ରପାତ ଯୋଗୁଁ ବଡ ଫାଟ ସୃଷ୍ଟି ହେବା ସହ  କଳସ କୁମ୍ଭ ଫାଟି ଯାଇଛି । ୫ଶହ ବର୍ଷରୁ ଉର୍ଦ୍ଧ୍ବ ଏହି ମନ୍ଦିର ଟି  ଅତାବିରା ବ୍ଲକ ଝିଲିମିଣ୍ଡା ପଞ୍ଚାୟତରେ ଅବସ୍ଥିତ। ଏହି ଶୈବ ପୀଠକୁ   ପ୍ରତ୍ୟେକ ସୋମବାର ତଥା  ପୂଣ୍ୟମାସ ଓ  ଶ୍ରାବଣ ମାସରେ  ହଜାର ହଜାର  ଶୈବଭକ୍ତଙ୍କ ସମାଗମ ହୋଇଥାଏ । ଲୋକଙ୍କର ଆସ୍ଥା ଓ ବିଶ୍ଵାସର ଏହି ଶୈବ ପୀଠର ଅନେକ କିମ୍ବଦନ୍ତୀ ରହିଛି । ବହୁ ପୁରୁଣା ମନ୍ଦିର ହେଲେ ମଧ୍ୟ ଆଜି ଯାଏ ଏହି ମନ୍ଦିର ଟି ନିର୍ମାଣ ହେବା ଦିନରୁ ଅକ୍ଷୁର୍ଣ୍ଣ ଅବସ୍ଥାରେ 

ରହିଥିଲା, କିନ୍ତୁ ଆଜି ବଜ୍ରପାତରେ  ଏହି ମନ୍ଦିରରେ ଫାଟ ହେବା ତଥା  କୁମ୍ଭ କଳସ ଫାଟି ଯିବା ନେଇ ଭକ୍ତଙ୍କ ମନରେ ଅସୁମାରୀ ଆଶଙ୍କା ସୃଷ୍ଟି ହୋଇଛି । ଏନେଇ ଜନସାଧାରଣରେ ଅନେକ ପ୍ରକାର ଚର୍ଚ୍ଚା, ଆଲୋଚନା  ଓ ସମାଲୋଚନା ଆରମ୍ଭ ହୋଇଯାଇଛି । ଅନେକ ପୂଜାରେ କିଛି ବ୍ୟତିକ୍ରମ ଯୋଗୁଁ ଏପରି ହୋଇଥିବା କହୁଥିବା ବେଳେ  ଅନେକ ଅନ୍ୟାୟ ଅତ୍ୟାଚାର ବଢ଼ିଥିବା ଯୋଗୁଁ  ଭଗବାନ ଶିବ କୋପ କରିଛନ୍ତି ବୋଲି  ମନରେ ଆଶଙ୍କା  ପ୍ରକଟ କରିଛନ୍ତି । ଭକ୍ତଙ୍କ ମଧ୍ୟରେ ଅନେକ ଗୁଜବ ସୃଷ୍ଟି ହୋଇ ଥିବା ବେଳେ ବାସ୍ତବବାଦୀ ମାନେ ଏହାର  ବୈଜ୍ଞାନିକ ତତ୍ତ୍ଵ ମଧ୍ୟ ଦର୍ଶାଉଛନ୍ତି। ତେବେ କାରଣ ଯାହା ବି ହେଉ  ଏହି ଘଟଣା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like