-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||     

HOME   ଜିଲ୍ଲା

ଅଜଣା ପିକ୍ଅପ୍ ଧକ୍କାରେ ସାଇକେଲ ଆରୋହୀ ଙ୍କ ମୃତ୍ୟୁ

25-Sep-2024



ଅତାବିରା/ରେଙ୍ଗାଲିକ୍ୟାମ୍ପ(ଆକାଶ ମିଶ୍ର): ଗତକାଲି ଅପରାହ୍ନ   ଦୁଇ ଟାରେ  ଏକ ସଡ଼କ  ଦୁର୍ଘଟଣାରେ ପୁଣି ଏକ ଅମୂଲ୍ୟ  ଜୀବନ ଚାଲିଯାଇଛି । ପୋଲିସ ସୂତ୍ରରୁ ଜଣା ପଡ଼ିଛି ଯେ ଅତାବିରା ବ୍ଲକ ଲରାସରା  ପଞ୍ଚାୟତ  ଅନ୍ତର୍ଗତ  ଦୁମ୍ବେର ମୁଣ୍ଡା ଗାଆଁ ରେ  ରହୁଥିବା ଟିକେଶ୍ୱର୍  ଦେହେରୀ  (୫୨)  ଆଜି ଏକ ସାଇକେଲ ରେ ନିଜ ସ୍ତ୍ରୀ ଜୟନ୍ତୀ ଦେହେରି ଙ୍କ ସହ ବଜାର ପାଇଁ ଅତାବିରା କୁ ଆସୁଥିଲେ । ସରଣ୍ଡା / ଭୂଳିଆଡ଼ିହି ଛକରେ ପଛପଟୁ ଏକ ଅଜଣା ପିକ୍ ଅପ୍ ଧକ୍କା ଦେବା ଫଳରେ ସେ ଛିଟିକି ପଡ଼ି ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି । ଖବର ପାଇ ଅତାବିରା ପୋଲିସ  ଘଟଣା ସ୍ଥଳକୁ ପହଞ୍ଚି ଶବ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ ।ବ୍ୟବଚ୍ଛେଦ ପରେ   ପରିବାର ବର୍ଗଙ୍କୁ ମୃତ ଶରୀରକୁ ହସ୍ତାନ୍ତର କରିଥିଲେ ।   ଆହତ  ଜୟନ୍ତୀ ଙ୍କ ପ୍ରାଥମିକ ଚିକିତ୍ସା କରାଯାଇଥିଲା ।ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026

You Might Also Like