-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁରରେ ମାଗଣା ସ୍ବାସ୍ଥ୍ୟ ଶିବିରର ଅନୁଷ୍ଠିତ- ୬୪ ଜଣ ଶିଶୁଙ୍କ ଚିକିତ୍ସା ସହ ପରାମର୍ଶ

25-Sep-2024



ବରଗଡ଼/ବିଜେପୁର:(ନିରଞ୍ଜନ ତ୍ରିପାଠୀ)- ବୁଧବାର ଦିନ ବ୍ଲକ ସ୍ତରୀୟ ଆ.ର.ବି.ଏସ.କେ (ରାଷ୍ଟ୍ରୀୟ ବାଳ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ )ଅଧୀନରେ ଏକ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା, ପରାମର୍ଶ ଓ ଚିକିତ୍ସା ଶିବିର  ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁର ସ୍ଥିତ ସଭା ଗୃହ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା. ସୁଶାନ୍ତ ମେହେର କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରି ଶିବିରର ଶୁଭାରମ୍ଭ କରିଥିଲେ। ସମ୍ମାନୀତ ଅତିଥି ଭାବେ ଗୋଷ୍ଠୀ ଜନସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ଶ୍ରୀଯୁକ୍ତ ସୁଦାମ ଚରଣ ପାଣିଗ୍ରାହୀ,ବି.ପି.ଓ ବିଜୟ କୁମାର ସରାପ,ସ୍ଥାନୀୟ ଆୟୁର୍ବେଦ ଚିକିତ୍ସାଳୟର ଡା.ସୁଦିପ୍ତ ପଧାନ ଯୋଗଦାନ କରିଥିଲେ। ଏପରିପ୍ରେକ୍ଷୀରେ ଅନୁଷ୍ଠିତ ବ୍ଲକ ସ୍ତରୀୟ ମାଗଣା ସ୍ବାସ୍ଥ୍ୟ ଶିବିରର ଉଦ୍ଦେଶ୍ୟ ଏବଂ ଏହାର ସୁବିଧା ସୁଯୋଗ ସମ୍ପର୍କରେ ମୁଖ୍ୟ ଅତିଥି ଡା.ମେହେର ମତବ୍ୟକ୍ତ କରିବା ସଙ୍ଗେ ସଙ୍ଗେ ରାଷ୍ଟ୍ରୀୟ ବାଳ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମକୁ ଭୂୟସୀ ପ୍ରଶଂସା କରିଥିଲେ।ଏହି ମାଗଣା ସ୍ବାସ୍ଥ୍ୟ ଶିବିରରେ ଜନ୍ମରୁ ୧୮ ବର୍ଷ ପର୍ଯ୍ୟନ୍ତ ଶିଶୁ ମାନଙ୍କର ଜନ୍ମଗତ ତ୍ରୁଟି, ଶାରୀରିକ ବୃଦ୍ଧି ତଥା ବିକାଶର ଅଭାବ, ବିଭିନ୍ନ ପ୍ରକାର ରୋଗ ତଥା ଶିଶୁର ବିଳମ୍ବିତ ବିକାଶର ସହଳ ଚିହ୍ନଟ କରାଯିବା ସଙ୍ଗେସଙ୍ଗେ ଚିକିତ୍ସା ପାଇଁ ପରାମର୍ଶ ମଧ୍ୟ ଦିଆଯାଇଥିଲା।

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଡ଼ି.ଇ.ଆଇ.ସି ରୁ ଅଡିଓ ଲୋଜିଷ୍ଟ ସୁନିତୀ ସାହୁ,ଫିଜିଓଥେରାପିଷ୍ଟ ଆଦିତ୍ୟ ଭୋଇ, ଅପଟୋ ମେଟ୍ରିଷ୍ଟ ଅନାମିକା ପ୍ରତିହାର ଦାସ,ସ୍ପେସିଆଲ ଏଜୁକେଟର ବସନ୍ତ ସାମଲ ,ଡ଼ି.ଇ.ଓ ଝରଣା ସାହୁ,ଦନ୍ତ ରୋଗ ବିଶେଷଜ୍ଞ ଡ଼ା. ନିର୍ମଳ ପୁରୋହିତ ଯୋଗଦାନ କରି ସୁଚାରୁରୂପେ ସେବା ଯୋଗାଇବା ଦେଖାଯାଇଥିଲା। ଅନୁଷ୍ଠିତ ଶିବିରରେ ସମୁଦାୟ ୬୪ ଜଣ ଶିଶୁ ମାନଙ୍କର ଚିକିତ୍ସା ତଥା ପରାମର୍ଶ ଓ ଆହୁରି ଉନ୍ନତ ମାନର ଚିକିତ୍ସା ପାଇଁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପ୍ରେରଣ କରାଯାଇଛି। ଆର.ବି.ଏସ.କେ ଟିମ ତରଫରୁ ଡ଼ା. ଲିଙ୍ଗରାଜ ଦାଶ, ଡ଼ା.ପ୍ରଜ୍ଞା ପାରମିତା ପାତ୍ର, ଫାର୍ମାସିଷ୍ଟ ମହେଶ କୁମାର ପଧାନ, ଫାର୍ମାସିଷ୍ଟ ବିଜିତା ମିଶ୍ର ଶିଶୁ ମାନଙ୍କର ରୋଗ ଚିହ୍ନଟ ତଥା ପ୍ରେରଣ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। କାର୍ଯ୍ୟକ୍ରମର ସୁପରିଚାଳନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁରରେ କାର୍ଯ୍ୟରତ ସୁପର ଭାଇଜର ଶ୍ରୀମାନ କୁନା ମେହେର ସମସ୍ତ ପ୍ରକାରର ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like