-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତାରେ ଆଶିଷ ଅରବିନ୍ଦ,ନିହାରିକା, ସାତ୍ତ୍ୱିକ ହେଲେ ପ୍ରଥମ

26-Sep-2024



ଡେଲାଙ୍ଗ(ଦିଲୀପ କୁମାର ଧାଉଡ଼ିଆ): ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଆନୁକୂଲ୍ୟରେ ମଣ୍ଡଳସ୍ତରୀୟ ବିଭିନ୍ନ ବିଷୟଭିତ୍ତିକ କୁଇଜ୍ ପ୍ରତିଯୋଗିତା ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ଡେ଼ଲାଙ୍ଗରେ ଅନୁଷ୍ଠିତ ହୋଇଯାଇଛି। ଡେଲାଙ୍ଗ ବିଇଓ ବିନୋଦ ପରମାଣିକ, ଏବିଇଓ ଲକ୍ଷ୍ମଣ ପ୍ରଧାନ, ବାଳିକା ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରଶାନ୍ତ କୁମାର ବିଶ୍ବାଳ,ମୁନିଦା ହାଇସ୍କୁଲର ପ୍ରଧାନଶିକ୍ଷକ ହୃଷୀକେଶ ବଳିୟାର ସିଂହ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଡେଲାଙ୍ଗ ବ୍ଲକର ପ୍ରାଥମିକ, ଉଚ୍ଚପ୍ରାଥମିକ ଓ ଉଚ୍ଚବିଦ୍ୟାଳୟର ମୋଟ ୨୩୦ ଜଣ ଛାତ୍ରଛାତ୍ରୀ ଏଥିରେ ଭାଗ ନେଇଥିଲେ। ଅପରାହ୍ନ ଉଦଯାପନୀ ଉତ୍ସବରେ ବିଇଓ ବିନୋଦ ପରମାଣିକ ଏବିଇଓ ଲକ୍ଷ୍ମଣ ପ୍ରଧାନ ଓ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବିଶ୍ବାଳ ଓ ବଳିୟାର ସିଂହଙ୍କ ସହ ସରପଞ୍ଚ ଦୀପକ ସାହୁ, କମିଟି ସଭାପତି ଜ୍ଞାନ ରଞ୍ଜନ ବାହିନୀପତି ଯୋଗଦେଇ ପ୍ରତି ବିଭାଗର ପ୍ରଥମ, ଦ୍ଵିତୀୟ, ତୃତୀୟ ସ୍ଥାନ ହାସଲ କରିଥିବା ମୋଟ ୯ଜଣ ଛାତ୍ରଛାତ୍ରୀଙ୍କୁ  ପୁରସ୍କୃତ କରିଥିଲେ। ଇନ୍ଦିପୁର, କଲ୍ୟାଣପୁର, ବୋଳକଣା, ମହତାବ ବାନାମ୍ବର, ଵାଲିହୁଙ୍କା ଶିଶୁଆପଡା, ସୋମନାଥ ଦେବ ବିଦ୍ୟାପିଠ ହରିରାଜପୁର ଉଚ୍ଚବିଦ୍ୟାଳୟର ଛାତ୍ରଛାତ୍ରୀ ଆଶିଷ ଅରବିନ୍ଦ ପ୍ରଧାନ, ନି଼ହାରିକା ସେନାପତି, ପ୍ରସାଦ ବେହେରା, ଶ୍ରୀମନ ସାଇସାତ୍ତ୍ୱିକ, ସିଦ୍ଧାନ୍ତ ତ୍ରିପାଠୀ, ପ୍ରିୟଙ୍କା ପ୍ରିୟଦର୍ଶିନୀ ସାହୁ,ଶୁଭ ସେନେହା ବାରିକ, ସନ୍ଧ୍ୟା ରାଣୀ ମାର୍ଥାଙ୍କ ସହ ମୋଟ୍ ୯ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ଶିକ୍ଷକ ପବିତ୍ର ମୋହନ ଜେନା, ଦେବାଶିଷ ପଣ୍ଡା, ସିଆରସିସି ପବିତ୍ର ପଣ୍ଡା , କ୍ଷେତ୍ରବାସୀ ଆଳୁକ, ଶାଶ୍ବତ ପ୍ରିୟଦର୍ଶୀ, ସାତ୍ୱିକ ରଞ୍ଜନ ଗିରି, ଦୁର୍ଗାପ୍ରସାଦ ରଥ,   ମନୋରଞ୍ଜନ ଜେନା, ସିଆରସିସି ମନୋରଞ୍ଜନ ମହାରଣା, ଲୋକନାଥ ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ସାହୁ ସିଆରସିସି, ଅଭିମନ୍ୟୁ ପ୍ରଧାନ, ତପନ ମଲ୍ଲିକ, ଦୁର୍ଯୋଧନ ପ୍ରଧାନ, କୈଳାସ ସ୍ବାଇଁ, କୃତିବାସ ପରିଡ଼ା,ଦୟାନିଧି ମାର୍ଥା ଓ ଶିକ୍ଷକ ସୂର୍ଯ୍ୟକାନ୍ତ ନାୟକଙ୍କ  ସହ ସମସ୍ତ ସିଆରସିସି କୋର କମିଟିର ସଭ୍ୟ ଓ ବାଳିକା ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ପୂର୍ଣ୍ଣ ସହଯୋଗରେ କାର୍ଯ୍ୟକ୍ରମଟିକୁ ସଫଳ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like