-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ଡଙ୍ଗରିଗୁଡା ଛକ ରୁ ଫୁଫଗା କୁ ସଂଯୋଗ କରୁଥିବା ଆର.ଡି ରାସ୍ତା ଅବସ୍ଥା ଶୋଚନୀୟ, ନୂତନ ଅନୁଦାନ ଆସିଲେ ରାସ୍ତା କାର୍ଯ୍ୟ ହେବ ଯନ୍ତ୍ରୀ।

26-Sep-2024



କୋକସରା,(ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ ଡଙ୍ଗରିଗୁଡା ଛକ ରୁ ଫୁଫଗା କୁ  ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ର ରାସ୍ତା ଅଞ୍ଚଳ ବାସୀ ଙ୍କ ପାଇଁ ମରଣ ଯନ୍ତା ସଦୃଶ୍ୟ ହୋଇଛି।ମରାମତି ଅଭାବ ରୁ ଆଣ୍ଠୁଏ ଆଣ୍ଠୁଏ ଖାଲଖମା ରେ ରାସ୍ତା ର ଅବସ୍ଥା ଅତି ବିପର୍ଯ୍ୟସ୍ତ ହୋଇ ପଡ଼ିଥିବା ବେଳେ ଏହି ରାସ୍ତା ଦେଇ ଯାତାୟାତ କରୁଥିବା ଲୋକେ ରାସ୍ତା ପାଇଁ ଯମ ଯନ୍ତ୍ରଣା ଭୋଗୁଛନ୍ତି। ଅଳ୍ପ ବର୍ଷା ହେଲେ ଖାଲ ରେ ଆଣ୍ଠୁଏ ଆଣ୍ଠୁଏ କାଦୁଅ ପାଣି ଜମା ହୋଇ ରହୁଥିବା ବେଳେ ଦୈନନ୍ଦିନ କିଛି ନା କିଛି ଛୋଟ ବଡ଼ ଦୁର୍ଘଟଣା ଘଟୁଥିବା ଘଟଣା ଦେଖିବାକୁ ମିଳୁଛି।କିଛିବର୍ଷ ତଳେ ଏହି ରାସ୍ତା କୁ ଧର୍ମଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନିର୍ମାଣ କରାଯାଇଥିଲା, ତେବେ ୫ ବର୍ଷ ମରାମତି ପାଇଁ ଏଗ୍ରିମେଣ୍ଟ ରହିଥିବା ବେଳେ ଠିକାସଂସ୍ଥା ମରାମତି ନକରି ବିଭାଗୀୟ ଅଧିକାରୀ ଙ୍କ ସହ ସଲା ସୁତୁରା ରେ ମରାମତି ବାବଦରେ ଥିବା ଅନୁଦାନ କୁ ହଡପ କରିଥିବା ନେଇ ସ୍ଥାନୀୟ ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି। ଗତ ଅଗଷ୍ଟ ରେ ୫ ବର୍ଷ ମରାମତି ଥିବା ଅବଧି ସରିଯାଇଛି।ଏହି ରାସ୍ତା ଏକ ବ୍ୟସ୍ତ ବହୁଳ ରାସ୍ତା ହୋଇଥିବା ବେଳେ ଡଙ୍ଗରିଗୁଡା ଛକ ରୁ ଫୁଫଗା,କାଶିବାହଲ,କନ୍ଦାବୁଟ୍ରା ଲଡୁଗାଁ ଆଦି ପଞ୍ଚାୟତ କୁ ସଂଯୋଗ କରୁଛି। ତେବେ କାଶିବାହଲ ପଞ୍ଚାୟତ ଅଞ୍ଚଳ ରେ ରହିଥିବା କ୍ରସର ୟୁନିଟ ରୁ ଏହି ରାସ୍ତା ଦେଇ ଦିର୍ଘ ବର୍ଷ ଧରି ଓଭର ଲୋଡିଂ ଭାରିଯାନ ଯାତାୟାତ କରୁଥିବା କାରଣରୁ ରାସ୍ତା ର ଅବସ୍ଥାରେ ଅତି କମ ଦିନ ମଧ୍ୟରେ ଶୋଚନୀୟ ହୋଇ ପଡୁଥିବା ମଧ୍ୟ ସ୍ଥାନୀୟ ଲୋକେ କହିଛନ୍ତି। ଏହି ରାସ୍ତା ଦେଇ ପ୍ରତ୍ୟହ ଶହ ଶହ ଗାଡି ମୋଟର ସହ  ଅଞ୍ଚଳ ର ଜନ ସାଧାରଣ ନିର୍ଭର କରୁଥିବା ବେଳେ ଏହି ରାସ୍ତା ନିର୍ମାଣ ପାଇଁ ଡଙ୍ଗରିଗୁଡା, କାଦୋପଦର, ଚିଲ ଡଙ୍ଗରି, ଫୁଫଗା, ମଜୁରସାହି ,ଚିକିଲି, କାଶିବାହଲ, ଲୋକମାନେ ପ୍ରଶାସନ ନିକଟରେ ଦାବି କରିଛନ୍ତି। ଏନେଇ ଧର୍ମଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ର କନିଷ୍ଠ ଯନ୍ତ୍ରୀ ସୁରେଶ ବାରିହା ଙ୍କ ପ୍ରତିକ୍ରିୟା ନେବାରୁ ନୂତନ ସଡକ ଯୋଜନା ରେ ଅନ୍ତର୍ଭୁକ୍ତ ପାଇଁ ଏଷ୍ଟିମେଟ ଭୁବନେଶ୍ୱର କାର୍ଯ୍ୟାଳୟ କୁ ପଠାଯାଇଅଛି, ଅନୁଦାନ ମଞ୍ଜୁର ହେଲେ କାର୍ଯ୍ୟ ହେବ ବୋଳି ପ୍ରତିକ୍ରିୟା ରେ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like