-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ବେହେରାପାଲିର କମ୍ୟୁନିଟି ହଲ ଠାରେ ଅଣସଂକ୍ରାମକ ରୋଗ ଚିହ୍ନଟ ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ

26-Sep-2024



ବଲାଙ୍ଗିର(ପ୍ରେରଣା ଖବର): ଆୟୁଷ୍ମାନ ଆରୋଗ୍ୟ ମନ୍ଦିର କନ୍ଧପାଲି ପଡ଼ା , ବଲାଙ୍ଗୀର ଯାହା (ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ) ତରଫରୁ ଏକ ଅଣ ସଂକ୍ରାମକ ରୋଗ ଚିହ୍ନଟ ସ୍ବାସ୍ଥ୍ୟ ଶିବିର ବେହେରା ପାଲି ର କମ୍ୟୁନିଟି ହଲ ଠାରେ ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ଆଶା ,ମହିଳା ସ୍ବାସ୍ଥ୍ୟ କର୍ମୀ ଓ ମହିଳା ଆରୋଗ୍ୟ ସମିତି ର ସମସ୍ତ ସଦସ୍ୟ ମାନେ ମିଶି ସମସ୍ତ କର୍ମଚାରୀ ଙ୍କୁ ସ୍ଵାଗତ କରିଥିଲେ ଓ ସହଯୋଗ କରିଥିଲେ। ଏହି ସ୍ବାସ୍ଥ୍ୟ ଶିବିର ର ମୂଳ ଉଦ୍ଦେଶ୍ୟ ଅଣସଂକ୍ରମକ ରୋଗ ର ଚିହ୍ନଟ ସହ , ମାଗଣା ରକ୍ତ ପରୀକ୍ଷା, ମାଗଣା ଔଷଧ, ଜୀବନ ଶୈଳୀ ଓ ଖାଦ୍ୟପେୟ ଉପରେ ପରାମର୍ଶ ଏବଂ ମାଗଣା ଡାକ୍ତର ସେବା ।ଏହି ସ୍ବାସ୍ଥ୍ୟ ଶିବିର ରେ ୧୫୦ ରୁ ଉର୍ଦ୍ଧ ସଂଖ୍ୟକ ରୋଗୀ ଚିକିତ୍ସା ଲାଭ କରିଥିଲେ ।ଉକ୍ତ ସ୍ବାସ୍ଥ୍ୟ ଶିବିର ର ନିରୀକ୍ଷଣ DPHO ଡାକ୍ତର ଦିବ୍ୟ କିଶୋର ପତି କରିଥିଲେ। APM ରାମାନୁଜ ପଣ୍ଡା, UDM ଅନିଲ ମହାକୁର  ଯୋଗଦାନ ଦେଇ ସମସ୍ତଙ୍କୁ ଉତ୍ସାହିତ କରିବା ସହ ଏହି ଶିବିର ର ତଦାରଖ କରିଥିଲେ । ଏହି ସ୍ବାସ୍ଥ୍ୟ ଶିବିର ରେ ଡାକ୍ତର ନନ୍ଦ କିଶୋର ପାଢି ଓ ଭୀମ ଭୋଇ ମେଡିକାଲ କଲେଜ୍ ର ଡାକ୍ତର ମାନଙ୍କ ସମେତ ଷ୍ଟାଫ ନର୍ସ ସନ୍ତୋଷିନି କରନ, ରାଧାକାନ୍ତ ନାଏକ,ଫାର୍ମାସିଷ୍ଟ ଶାନ୍ତନୁ କୁମାର ସାହୁ, ଲେଵ ଟେକନିଶିଆନ ପ୍ରମୋଦ ଥନପତି, ଡାଟା ଆସିଷ୍ଟାଣ୍ଟ ସୁମନ ଭାଟି , ସଗୀର ମହମ୍ମଦ ,ମାନସ ହୋତା , ଫିଜିଓ ଥେରପିଷ୍ଟ ସତ୍ୟବ୍ରତ ସାହୁ ଓ ନ୍ୟୁଟ୍ରି ସନିଷ୍ଟ ମଧୁମିତା ଲେଙ୍କା ,ଶ୍ୱର୍ଜିତ୍ ଶତପଥୀ,ସୁଜ୍ଞାନ ବନ୍ତ ମିଶ୍ର ସହଯୋଗ କରିଥିଲେ। ଏହି ସ୍ବାସ୍ଥ୍ୟ ଶିବିର ରେ ଦାନ୍ତ ଓ ମୁଖ ବିଶେଷଜ୍ଞ ଡାକ୍ତର ଶ୍ରେୟାସ୍ ପାଣିଗ୍ରାହୀ ଦାନ୍ତ ଓ ମୁଖ ର ସ୍ବାସ୍ଥ୍ୟ ସେବା ଦେବା ସହ ଉପଯୁକ୍ତ ପରମର୍ଷ ଦେଇଥିଲେ।ଉକ୍ତ ସ୍ବାସ୍ଥ୍ୟ ଶିବିର ର ଆୟୋଜନ ଓ ପରିଚାଳନା କୁ ଜାଗ୍ରତ ପାଣିଗ୍ରାହୀ ସୁନ୍ଦର ଭାବେ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like