-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ କଲେଜ ଇଂରାଜୀ ବିଭାଗର ପ୍ରଥମ ବର୍ଷ ଛାତ୍ରୀ ଛାତ୍ରଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା

26-Sep-2024



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ପଞ୍ଚାୟତ କଲେଜର ଯୁକ୍ତତିନି ଇଂରାଜୀ ବିଭାଗ ତୃତୀୟ ଓ ଦ୍ୱିତୀୟ ବର୍ଷ  ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ନବାଗତ ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଉଦ୍ଦେଶ୍ୟରେ ଏକ ସ୍ୱାଗତ ସମାରୋହ ବରିଷ୍ଠ ଇଂରାଜୀ ଅଧ୍ୟାପକ ଦେବଦାସ ମହାପାତ୍ରଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସ୍ଵାଗତ ସଭାରେ ଓଡ଼ିଆ ବିଭାଗର ମୂଖ୍ୟ ଅଧ୍ୟାପକ କିଶୋର ଚନ୍ଦ୍ର ଜଗଦେବ। ଶିକ୍ଷା ବିଭାଗୀୟ ମୂଖ୍ୟ ଅଧ୍ୟାପକ ରବିନ୍ଦ୍ର କୁମାର ପ୍ରଧାନ, ଓଡ଼ିଆ ଅଧ୍ୟାପକ ସୁନିଲ କୁମାର ହରିପାଲ , ଇତିହାସ ଅଧ୍ୟାପକ ବସନ୍ତ କୁମାର ଖଟୁଆ , ଇଂରାଜୀ ଅଧ୍ୟାପକ ଦୀପକ ମେହେର ଓ ଗ୍ରନ୍ଥାକାରିକ ଯତିନ ମିଶ୍ର ପ୍ରମୁଖ ଅତିଥି ଭାବେ ଉପସ୍ଥିତ ରହି ନବାଗତ ଛାତ୍ର ଛାତ୍ରୀଙ୍କୁ ମହାବିଦ୍ୟାଳୟ ର ନୀତି ଆଦର୍ଶ ଓ ଶିକ୍ଷାର ମାନଦଣ୍ଡ ଉପରେ ମାର୍ଗଦର୍ଶନ କରିଥିଲେ  l  ଏହିଅବସରରେ ନୂତନ ଛାତ୍ରୀଛାତ୍ରଙ୍କ ମନୋରଞ୍ଜନ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ  ହୋଇଥିଲା । କାର୍ଯ୍ୟକ୍ରମରେ ପୁରାତନ ଛାତ୍ରୀ ସୋନମ ମେହେର ଅତିଥି ପରିଚୟ ଓ ସୋନାଲି ମେହେର ମଞ୍ଚ ସଂଯୋଜନା ଏବଂ ଅଶୋକ ମିଶ୍ର  ଧନ୍ୟବାଦ ଦେଇଥିଲେ। ତୃତୀୟ ଓ ଦ୍ୱିତୀୟ ବର୍ଷର  ପୁରାତନ ଛାତ୍ରଛାତ୍ରୀ ପରିଚାଳନାରେ ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like