-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ରାମପୁର ରେ ତାତିଲେ ମହିଳା ମଦ ବନ୍ଦ ପାଇଁ ଦେଲେ ଦାବିପତ୍ର

26-Sep-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲାରେ ଦେଶୀମଦ ଏବେ କୁଟିର ଶିଳ୍ପ ରେ ପରିଣତ ହୋଇଛି। ଅବାଧ ଦେଶୀମଦ ରନ୍ଧା ଓ ବିକ୍ରୀ ଉପରେ ଅବକାରୀ ବିଭାଗର ର କିଛି ବି ନିୟନ୍ତ୍ରଣ ନଥିବା ଲକ୍ଷ୍ୟ କରାଯାଇଛି। ଛତୁ ଫୁଟିଲାଭଳି ଜିଲ୍ଲା ର ବିଭିନ୍ନ ଗ୍ରାମାଞ୍ଚଳରେ କୁଚିଆ ମଦ ବିକ୍ରି ଚାଲିଥିବାରୁ ଏବେ ବିଭିନ୍ନ ଜାଗାରେ ପ୍ରତିବାଦ ର ସ୍ୱର ଉଠିଲାଣି। ସେହି କ୍ରମରେ ଆଜି ଡୁଙ୍ଗୁରିପାଲି ବ୍ଲକର ରାମପୁର ଅଞ୍ଚଳରେ ବିଭିନ୍ନ ମହିଳା ସ୍ଵୟଂସହାୟକ ଗୋଷ୍ଠୀ ର ସଦସ୍ୟା ମାନେ ତଥା ବିଭିନ୍ନ ସ୍ଵେଚ୍ଛାସେବୀ ଅନୁଷ୍ଠାନ ର କର୍ମକର୍ତ୍ତା ଓ ସାଧାରଣ ଜନତା ଆଜି ଏକ ବିରାଟ ପଟୁଆରରେ ଆସି ରାମପୁର ଥାନା ରେ ବିକ୍ଷୋଭ ପ୍ରଦର୍ଶନ କରିବାସହ ଏକ ଦାବିପତ୍ର ଦେଇଛନ୍ତି। ସେମାନଙ୍କ କହିବା କଥା ଯେ  ରାମପୁର ଅଞ୍ଚଳର ବିଭିନ୍ନ ପଡା,ସାହିବସ୍ତିରେ  ବିଭିନ୍ନ ଅସାମାଜିକ ତତ୍ତ୍ୱ ଙ୍କ ଦ୍ଵାରା ଦେଶୀ ମଦର ଖୁଲମଖୁଲା ବ୍ୟବସାୟ ଚାଲିଛି ଯା ଫଳରେ ବହୁତ ଗରିବ ପରିବାର କଷ୍ଟ ଉପାର୍ଜିତ କରି ଅର୍ଜନ କରୁଥିବା ଟଙ୍କା ସବୁକୁ ଲୋକମାନେ ଘରେ କଳିଗୋଳ କରି ସମସ୍ତ ଟଙ୍କାରେ ମଦ ପିଇ ସର୍ବସ୍ବାନ୍ତ ହେଲେଣି ତଥା ଅନେକ ଯୁବକ ନିଶାସକ୍ତ ହୋଇ ଅନେକ ଅପରାଧିକ କାର୍ଯ୍ୟକଳାପ ରେ ଲିପ୍ତରହି ଏକ ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହେଲାଣି ଏପରିକି କିଛି ନାବାଳକ ସ୍କୁଲ ଛାତ୍ରମଧ୍ୟ କୁସଙ୍ଗରେ ପଡ଼ି ପାଠରେ ଡୋରି ବାନ୍ଧିଥିବା ଘଟଣା ସବୁ ଦୃଷ୍ଟିରେ ଆସିଛି। ତେଣୁ ପ୍ରଶାସନ ଏ ଦିଗରେ ଦୃଷ୍ଟିଦେଇ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ଅବିଳମ୍ବେ ସମସ୍ତ କୁଚିଆ ଦେଶୀମଦ ବିକୁଥିବା ବା ବେପାର ଚଳାଇଥିବା ସମସ୍ତ ଙ୍କୁ ଜବତ କରି ଏହା ସଂପୂର୍ଣ୍ଣ ବନ୍ଦ୍ କରିବାକୁ ଦାବିପତ୍ର ରେ ଉଲ୍ଲେଖ କରିଛନ୍ତି। ଯଦି ଏପରିଭାବରେ ମଦ ବିକ୍ରି ହେଉଥିବା ଯୋଗୁଁ କେତେବେଳେ ଯେ ମଦ ମୃତ୍ୟୁ ଘଟିବାର ମଧ୍ୟ ଆଶଂକା କରିଛନ୍ତି।ଏହାପରେ ସେମାନେ ସୋନପୁର ବିଧାୟକ ନିରଞ୍ଜନ ପୂଜାରୀ ଙ୍କୁ ଭେଟି ଏହି ସମାନ ଦାବିପତ୍ର ଦେବା ସହ କୁଚିଆ ମଦ ର ବହୁଳ ପ୍ରଚଳନ ଯୋଗୁଁ ସେମାନେ ଭୋଗୁଥିବା ସମସ୍ତ ଦୁଃଖକୁ ବଖାଣିଛନ୍ତି।  ସୂଚନାଯୋଗ୍ୟ ଯେ ଏହି ଦାବିପତ୍ର ମଧ୍ୟ ସେମାନେ ସୁବର୍ଣ୍ଣପୁର ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ ଓ ରାମପୁର ତହସିଲଦାରଙ୍କୁ ମଧ୍ୟଦେଇ କାର୍ଯ୍ୟାନୁଷ୍ଠାନ ଦାବିକରିଛନ୍ତି ତଥା ଅବିଳମ୍ବେ ଯଦି ପ୍ରଶାସନ କିଛି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରେ ତେବେ ସେମାନେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଲିଖିତ ଜଣାଇଛନ୍ତି। ଆଜିର ଏହି ବିକ୍ଷୋଭ ସମାବେଶରେ ଅଞ୍ଚଳର ଅନେକ ମହିଳା ସ୍ଵୟଂସହାୟକ ଗୋଷ୍ଠୀ ଙ୍କସହ ରାମପୁର ସରପଞ୍ଚ ମନୋଜ ପୁରୋହିତ,ଉମେଶ ପୂଜାରୀ ଏସ‌ସି ସେଲ ସଭାପତି ଲକ୍ଷ୍ମଣ ଭରା ସାଗର , ରାମପୁର ବିକେଏଲ୍ ଏଫ୍ ସଭାପତି ରେସ୍ମା ଖାତୁନ୍, ରାମପୁର ସିଆରପିଏଫ ଏମ୍ ବି କେ ଙ୍କସହ ଶାନ୍ତି ନାୟକ,ମାମୀ ପଟ୍ଟନାୟକ, ପ୍ରମୋଦିନୀ ପାଢ଼ୀ,ସୂର୍ଯ୍ୟକାନ୍ତୀ  ହରିପାଲ, ପୂର୍ଣ୍ଣମୀ ଶିକା,ସୁନିତା ଶିକା,ଅଷ୍ଟମୀ କୁମ୍ଭାର, ଝରଣା ନାଏକ,ବାସନା  ବନଛୋର୍, ଅଞ୍ଜନା ସିଂହକୁ,ତରଙ୍ଗିଣୀ ପ୍ରଧାନ, ପଦ୍ମିନୀ ପ୍ରଧାନ,ଅନିତା ଡାଙ୍ଗ, ସନ୍ତୋଷିନୀ ସାହୁ,ଯଶୋବନ୍ତୀ ପଟେଲ, ସସ୍ମିତା ସେଠୀ ପ୍ରମୁଖ ଯୋଗଦେଇ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like