-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ପ୍ରକୃତିର ସୁରକ୍ଷା ପାଇଁ ବାଲରକ୍ଷା ଭାରତ ର ପ୍ରୟାସ ଅତୁଳନୀୟ : ବିଧାୟକ କହ୍ନେଇ ଡାଙ୍ଗ

26-Sep-2024



କଣ୍ଟାମାଳ(ଜୟ କୁମାର ମହାରଣା): ପ୍ରକୃତିର ସୁରକ୍ଷା ପାଇଁ କଣ୍ଟାମାଳ ବ୍ଲକରେ ଆନ୍ତର୍ଜାତୀୟ ଅନୁଷ୍ଠାନ ବାଲରକ୍ଷl ଭାରତ ର ପ୍ରୟାସକୁ କଣ୍ଟାମାଳ ବିଧାୟକ କହ୍ନେଇ ଚରଣ ଡାଙ୍ଗ ଭୁୟସୀ ପ୍ରଶଂସା କରିଛନ୍ତି l ପ୍ରକୃତି ର ସୁରକ୍ଷା ଦିଗରେ ଅନୁଷ୍ଠାନ ପକ୍ଷରୁ କଣ୍ଟାମାଳ ବ୍ଲକରେ ବିଭିନ୍ନ କାର୍ଯ୍ୟକ୍ରମ ହୋଇଆସୁଅଛି l ଗତ ବର୍ଷ ୧୮ଗୋଟି ବିଦ୍ୟାଳୟ ରେ ୨୨୧୪ ଚାରା ରୋପଣ କରି ସ୍କୁଲ ପିଲା ଓ ଯୁବଗୋଷ୍ଟି ମାନଙ୍କ ଦ୍ବାରା ଗଛ ଲଗାଇ ଗଛ ପ୍ରତି ତାଙ୍କର ଭଲ ପାଇବା ଓ ନିବିଡ଼ତା କେମିତି ବଢିବ ସେଥିପାଇଁ  ଗଳ୍ପ କଥନ,ଆର୍ଟ ପ୍ରତିଯୋଗୀତା ଓ ରାକ୍ଷୀ ପୂର୍ଣ୍ଣିମା ଅବସରରେ ଗଛରେ ରାକ୍ଷୀ ବାନ୍ଧିବା ଭଳି କାର୍ଯ୍ୟକ୍ରମ କରି ତାଙ୍କୁ ଉତ୍ସାହିତ କରାଯାଇଥିଲା l ସେହିଭଳି ଏହି ବର୍ଷ ମଧ୍ୟ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ ରେ ଗର୍ଭବତୀ ଓ ପ୍ରସୂତି ମାଆ ମାନଙ୍କୁ ୨୬୮ ଗୋଟି ଫଳଗଛ ବଣ୍ଟନ କରାଯାଇଛି l ୩ ଗୋଟି ବିଦ୍ୟାଳୟ ରେ ୨୭୪ ଗଛଲଗାଇବା ସହିତ ୨ଗୋଟି ହର୍ବାଲ ଗାର୍ଡେନ କରାଯାଇଛି l ଏହି ହର୍ବାଲ ଗାର୍ଡେନ ରେ ତୁଳସୀ,ଅଁଳା,ହଳଦୀ,ଡାଳିମ୍ବ,ଭୃଷଙ୍ଗ,ଘି କୁଁଆରି ଆଦି ବୃକ୍ଷରୋପଣ କରାଯାଇଛି l ପିଲା ଓ ଯୁବଗୋଷ୍ଟି ଏହିସବୁ ଓଷଧୀୟ ଗୁଣକୁ ବୁଝିପାରିବେ, ପ୍ରକୃତି ରୁ ପାଇପାରିବେ, ଗଛ ନ କାଟିବା , ଉଜୁଡ଼ା ଜଙ୍ଗଲର ପୁନରୁଦ୍ଧାର ଓ ବ୍ୟାପକ ଭାବେ ଗଛ ଲଗାଇବା ନିମନ୍ତେ ଆଉଏକ ଅଭିନବ କାର୍ଯ୍ୟକ୍ରମ "ଇ ଥରର ନୂଆଖାଇ ପ୍ରକୃତି ପାଇଁ" କାର୍ଯ୍ୟକ୍ରମ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ କହ୍ନେଇ ଡାଙ୍ଗ ଙ୍କ ଠାରୁ  ଆରମ୍ଭ କରାଯାଇଛି l ବାଲରକ୍ଷl ଭାରତ ର କର୍ମୀ ବିଧାୟକ ଙ୍କୁ ତାଙ୍କ ସ୍ଵଗୃହ ରେ ଭେଟି ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିବା ସହିତ ଏକ ଚାରା ପ୍ରଦାନ କରିଥିଲେ l ସେ ଖୁସି ହୋଇ ବ୍ୟାପକ ଭାବରେ ଗଛ ଲଗାଇବା, ଉଜୁଡ଼ା ଜଙ୍ଗଲ ର ପୁନରୁଦ୍ଧାର କରିବା,ଗଛ ର ସୁରକ୍ଷା ନେବା,ଖୋଲାରେ ଗାଈଗୋରୁ ନ ଛାଡ଼ିବା ସହ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏବଂ ବିଶେଷକରି ଶୀତଦିନେ ଚାରାସବୁ ଜଳସୁଷ୍କତା ପାଇଁ ମରୁଥିବାରୁ ସେହି ସମୟକୁ ସମସ୍ତେ ଧ୍ୟାନ ଦେବା ପାଇଁ ଆହ୍ଵାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like