-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||     

HOME   ଜିଲ୍ଲା

ପୁନେରେ ପ୍ରବାସୀ ପଶ୍ଚିମ ଓଡ଼ିଶାବାସୀଙ୍କ ନୂଆଁଖାଇ ଭେଟ ଘାଟ,ଧୁମଧାମରେ ପାଳିତ: ସମ୍ବଲପୁରୀ ନାଚରେ ଦୁଲୁକିଲା ମଞ୍ଚ

26-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ମହାରଷ୍ଟ୍ର ପୁନେରେ ରହୁଥିବା ପ୍ରବାସୀ ପଶ୍ଚିମ ଓଡ଼ିଶାର ସମସ୍ତ ପରିବାର ମିଶି ନୂଆଁଖାଇ ଭେଟ ଘାଟ ବହୁ ଆନନ୍ଦ ଉଲ୍ଲାସରେ ପାଳନ କରିଛନ୍ତି ।ଓଡ଼ିଶାର ମହାନ ଗଣ ପର୍ବ।ଏହି ନିଆରା କୃଷି ଭିତ୍ତିକ ପର୍ବରେ ପ୍ରବାସୀ ପଶ୍ଚିମ ଓଡ଼ିଶାବାସୀ ଓଡ଼ିଶା ନୂତନ ଭାବେ ଅମଳ ଧାନ ନେଇ ଓ ତହିଁରେ ପ୍ରସ୍ତୁତ ଭୋଗକୁ ଇଷ୍ଟଦେବୀଙ୍କ ଠାରେ ଲଗେଇ,ସଂଘର  ସଭାପତି ହେମସାଗର ସାହୁଙ୍କ ଅଧ୍ୟକ୍ଷତାରେ ନୂଆଁଖାଇ ଭେଟଘାଟ ଉତ୍ସବ   ଅଙ୍କୁଶ ରାଓ ଲାଣ୍ ଗେହଲ, ଭୋଷରି, ପୁନେ ଠାରେ ପାଳନ କରିଥିଲେ ।ମହାରାଷ୍ଟ୍ର  ପୁନେର  ପ୍ରବାସୀ ପଶ୍ଚିମ ଓଡ଼ିଶାବାସୀଙ୍କ ଦ୍ଵାରା ପଞ୍ଜୀକୃତ  "ଭେଟଘାଟ କଲ୍ଚରାଲ ଏସୋସିଏସନ୍" ୨୦୦୫ ରୁ ପ୍ରତ୍ୟେକ ବର୍ଷ ଏହି ଠାରେ ପାଳନ କରି ଆସୁଛି। ଏହି  ବର୍ଷ ନୂଆଁଖାଇ ଭେଟ୍ ଘାଟ୍ କାର୍ଯ୍ୟକ୍ରମରେ ପ୍ରାୟ ୬୦୦ ରୁ ଅଧିକ ମାନ୍ୟଗଣ୍ୟ, ବୁଦ୍ଧିଜୀବୀ,ସଂସ୍କୃତି ପ୍ରେମୀ ଏକତ୍ରିତ ହୋଇଥିଲେ ।ପ୍ରଥମେ ବିଭିନ୍ନ ଦେବଦେବୀଙ୍କୁ ପୁଜା ଅର୍ଚ୍ଚନା କରାଯାଇ ଭୋଗ ଲଗା ଯାଇଥିଲା।ପରେ ସମସ୍ତଙ୍କୁ ଭୋଗ ପ୍ରସାଦ ସହ,ସୁସ୍ବାଦୁ ଖାଦ୍ୟ ଯଥା:- ଭାତ,ଡାଲି,କରଡ଼ି ଲେଥା, ଆରିସା ପିଠା, ଆମ୍ବୁଲ ରାଇ ପ୍ରଭୃତି ବ୍ୟଞ୍ଜନବଣ୍ଟନ କରଯାଇଥିଲା। ଚଳିତ ବର୍ଷ ପଶ୍ଚିମ ଓଡ଼ିଶାର  ଢ଼ୁଲିଆଖୁସା  କଳାପରିଷଦ, ବରଗଡ଼ର ଗୀତବାଦ୍ୟ ସହ ସମ୍ବଲପୁରୀ ନୃତ୍ୟ ଗୀତରେ ଦୁଲୁକିଥିଲା ମଞ୍ଚ। ଆନନ୍ଦ ରେ ଖୁବ୍ ଝୁମିଥିଲେ ଦର୍ଶକ ।

କମେଡି କିଙ୍ଗ ମନ ପଟେଲ,କେଦାର ପଟେଲ ଓ ଚାନ୍ଦିନୀ ସୁନାଙ୍କ ହାସ୍ୟ ନାଟକରେ ହସି ହସି ଲୋକେ ବେଦମ୍ ହୋଇ ପଡିଥିଲେ।କଳା ଓ ସଂସ୍କୃତିକୁ ପ୍ରଚାର ପ୍ରସାର କରିବା ସହିତ ନାରୀ ମାନଙ୍କୁ ଉପାର୍ଜନ କ୍ଷମତା ଦେଇ ଆସୁ ଥିବା ଦଣ୍ଡରତ୍ନ ବିପିନ ଜାଲଙ୍କୁ ଦଣ୍ଡ ଅର୍ଜୁନ  ଉପାଧିରେ ସମ୍ମାନୀତ କରାଯାଇଥିଲା। ପିଙ୍କି ଶର୍ମାଙ୍କ କରିଓଗ୍ରାଫ କରିଥିବା ଆର୍ମି ସ୍କୁଲର କୁନି କୁନି ପିଲାଙ୍କ ଡାନ୍ସ ବହୁତ୍ ହୃଦୟସ୍ପର୍ଶୀ ହୋଇଥିଲା।ଏହି ଅବସରରେ ମଞ୍ଚରେ ଏକ ବାର୍ଷିକ ପତ୍ରିକା ଉନ୍ମୋଚନ ହୋଇଥିଲା , ମୁଖିଆ ଭାବରେ ଜିତେନ୍ଦ୍ର ମିଶ୍ର, ପ୍ରତ୍ୟୁଷା ଗୁରୁ ଓ ପିଙ୍କି ଶର୍ମା ମଞ୍ଚ ପରିଚାଳନାରେ ଥିବାବେଳେ ,ସଭ୍ୟ ତନ୍ମୟ ପାଟଜୋଶୀ, ଉପେନ୍ଦ୍ର ତ୍ରିପାଠୀ, ଅଭିନବ ଯୋଶୀ, ଦୀପକ ପଟେଲ୍, ଅଭିଳାଷ ମିଶ୍ର, ଘଣ୍ଟେଶ୍ୱର ନେଲ ଦାଶ ପ୍ରମୁଖ  ଦାୟିତ୍ଵ ତୁଲାଇଥିଲେ ।

ଉପସ୍ଥିତ ସମସ୍ତ ପଶ୍ଚିମ ଓଡ଼ିଶାର ପ୍ରବାସୀ ସମ୍ବଲପୁରୀ ବେଶ ଭୁଷାରେ ସଜେଇ ହୋଇଥିବା ଦେଖିବାକୁ ମିଳିଥିଲା। ସବୁଠାରୁ ବେଶୀ ନିଆରା ଥିଲା ସମସ୍ତଙ୍କ ମନପସନ୍ଦ ସମ୍ବଲପୁରୀ ନାଚ। ଅନେକ ପ୍ରତିଯୋଗୀ ମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ ।ଶେଷରେ ସୁନିଲ ସାହୁ ନିଜର ବକ୍ତବ୍ୟ ରଖିବା ସହ ସ୍ୱାଗତ କରି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026

You Might Also Like