-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ମୋ ଜଙ୍ଗଲ ଜମି ଯୋଜନା ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ତଦାରଖ କମିଟି ବୈଠକ ଅନୁଷ୍ଠିତ

26-Sep-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ମୋ ଜଙ୍ଗଲ ଜମି ଯୋଜନା ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ତଦାରଖ କମିଟି ବୈଠକ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାସ ଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଥିଲା । ବୈଠକରେ ମୋ ଜଙ୍ଗଲ ଜମି ଯୋଜନା ଅନ୍ତର୍ଗତ ଅନୁସୂଚିତ ଜନଜାତି ଓ ଅନ୍ୟାନ୍ୟ ପାରମ୍ପରିକ ବନବାସୀ ମାନଙ୍କ ଜଙ୍ଗଲ ଅଧିକାର ଆଇନ-୨୦୦୬, ଏବଂ ସଂଶୋଧିତ ନିୟମାବଳୀ- ୨୦୧୨ ରେ ରହିଥ‌ିବା ବିଭିନ୍ନ ବ୍ୟବସ୍ଥା ଓ ନୀତି ନିୟମ ସମ୍ପର୍କରେ ଅବଗତ କରାଯାଇଥିଲା। ଉପସ୍ଥିତ ସଦସ୍ୟ ସଦସ୍ୟା ମାନଙ୍କୁ  ଜିଲ୍ଲାରେ ମୋ ଜଙ୍ଗଲ ଜମି ଯୋଜନା ଅଧୀନରେ ଉପଖଣ୍ଡ ସ୍ତରୀୟ, ଜିଲ୍ଲା ସ୍ତରୀୟ କମିଟିଠାରେ ଆବେଦନ ହୋଇଥିବା ଦାବି ଗୁଡିକର ତ୍ୱରିତ ପଦକ୍ଷେପ ଗ୍ରହଣ ପୂର୍ବକ ଶୀଘ୍ର ଫଇସଲା କରାଇବା ସମ୍ପର୍କରେ ସମସ୍ତ ଅଧିକାରୀମାନଙ୍କୁ ଜିଲ୍ଲାପାଳ ଶ୍ରୀମତୀ ଦାସ ନିର୍ଦେଶ ଦେଇଥିଲେ। ପୁନଶ୍ଚ ଉପଖଣ୍ଡ ସ୍ତରୀୟ କମିଟି ବୀରମହାରାଜପୁରଙ୍କ ଠାରୁ ହସ୍ତଗତ ହୋଇଥିବା ଚାରିଗୋଟି ଗୋଷ୍ଠୀଗତ ଓ ଚାରିଗୋଟି ଗୋଷ୍ଠୀ ସମ୍ୱଳ ଅଧିକାର ଦାବିକୁ ଜିଲ୍ଲା ସ୍ତରୀୟ କମିଟିଠାରେ ଉପସ୍ଥାପନ କରିବା ପାଇଁ ଜିଲ୍ଲାମଙ୍ଗଳ ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ। ବୈଠକରେ  ଅତିରିକ୍ତ ଜିଲ୍ଲାପାଲ ସୁବର୍ଣ୍ଣପୁର (ରାଜସ୍ବ) ଶ୍ରୀ ରାଜେନ୍ଦ୍ର କୁମାର ମାଝୀ , ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ସଂଯୁକ୍ତା ମାଝୀ, ଅତିରିକ୍ତ ବନପାଳ ସୁବର୍ଣ୍ଣପୁର , ତହସିଲଦାର ସୋନପୁର, ତରଭା, ରାମପୁର,ବିନକା,ବିରମହାରାଜପୁର, ଉଲୁଣ୍ଡା,ଜିଲ୍ଲା ସଂଯୋଜକ ସୁବର୍ଣ୍ଣପୁର (ମୋ ଜଙ୍ଗଲ ଜମି ଯୋଜନା), ଜିଲ୍ଲା ଏମଆଇଏସ, ତହସିଲ ସଂଯୋଜକ, ତହସିଲ ଏମଆଇଏସ, ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ, କମିଟି ସଦସ୍ୟ ସଦସ୍ୟା, ଫାଉଣ୍ଡେସନ ଫର ଇକୋଲୋଜିକାଲ ସିକ୍ୟୁରିଟୀର ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like