-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ସ୍ବଚ୍ଛତା ହିଁ ସେବା" ସଫେଇ ଅଭିଯାନ ରେ ଅଣ୍ଟା ଭିଡ଼ିଲେ ଗୋଷ୍ଠୀ ଉନ୍ନୟନ ଅଧିକାରୀ

26-Sep-2024



ଅତାବିରା(ଆକାଶ ମିଶ୍ର): ସଂସ୍କାର ଓ ସ୍ଵଭାବ ରେ ସ୍ବଚ୍ଛତା  ପାଇଁ  ଦ୍ଵାର ଉନ୍ମୁକ୍ତ କରେ  ସ୍ୱଚ୍ଛ ପରିବେଶ । ତେଣୁ ପରିବେଶ କୁ ସ୍ୱଚ୍ଛ ରଖିବା  ପ୍ରତ୍ୟେକ ଜନତା ଙ୍କ କର୍ତ୍ତବ୍ୟ । ସ୍ବଚ୍ଛତା ହିଁ ସେବାରୂପକ ଏକ ମହାନ୍ ବାର୍ତ୍ତାକୁ ଜନ ମାନସରେ ପହଞ୍ଚାଇବା  ପାଇଁ "କହିବା ଆଗରୁ କରିବା 'ଉକ୍ତିକୁ  ହୃଦୟଙ୍ଗମ କରି ଅତାବିରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୂର୍ଯ୍ୟ କୁମାର ନାୟକ ଅଣ୍ଟା ଭିଡିଛନ୍ତି   ପରିବେଶ ସଫେଇ ପାଇଁ ।ଏଥିପାଇଁ ଆଜି ସକାଳ ପ୍ରାୟ  ୫ ଠାରୁ  ୮ ଟା ଯାଏଁ ବ୍ଲକ ର ସମସ୍ତ କର୍ମଚାରୀ  ଙ୍କ ସହ  ବ୍ଲକ ଚତୁଃପାର୍ଶ୍ଵ ଓ ସମବାୟ ବ୍ୟାଙ୍କ୍ ପର୍ଯ୍ୟନ୍ତ  ରହିଥିବା ସମସ୍ତ ଆବର୍ଜନା କୁ  ସଫା କରିଥିଲେ । ଅତାବିରା  ବିଜ୍ଞାପିତ ଅଞ୍ଚଳ ପରିଷଦ ର ଆବର୍ଜନା ଗାଡ଼ି କୁ ଅନି ସେଥିରେ ସମସ୍ତ ଆବର୍ଜନା କୁ ବୋଝେଇ କରି ସହର ଠାରୁ ଦୂରରେ କାଣ୍ଡପାଲି ରେ  ରହିଥିବା ମଳ ପ୍ଲାଣ୍ଟ କୁ ପଠାଇଥିଲେ ।ଏହା ବ୍ୟତୀତ  ପରିବେଶ କୁ ଜୀବାଣୁ ମୁକ୍ତ କରିବା ପାଇଁ ଫିନାଇଲ, ଡି ଡି ଟି ଆଦି ସିଞ୍ଚନ କରି ଥିଲେ  ।ବ୍ଲକ ପରିସର ମଧ୍ୟରେ ହେଉଥିବା ସଭା ସମିତି ମାନଙ୍କରେ  ବ୍ୟବହୃତ ପ୍ଲାଷ୍ଟିକ ପାଣି ବୋତଲ, ପ୍ଲେଟ, ଗ୍ଲାସ  , ଖାଲି ଆଦି କୁ ପକାଇବା ପାଇଁ ଡଷ୍ଟ୍ବବିନ ର ବ୍ୟବସ୍ଥା କରିଥିଲେ । କଠିନ  ଅଜୈବିକ,ଜୈବିକ ଆଦି ବର୍ଜ୍ୟବସ୍ତୁ କୁ ନିର୍ଦ୍ଧିଷ୍ଟ

ଡଷ୍ଟବିନରେ ପକାଇ ବର୍ଜ୍ୟବସ୍ତୁ ସୁପରିଚାଳନାରେ ନିଜକୁ ଅଂଶୀଦାର କରିବା ପାଇଁ ଲୋକଙ୍କୁ ସଚେତନ ମଧ୍ୟ କରିଥିଲେ । ଏହି ସଫେଇ କାର୍ଯ୍ୟକ୍ରମରେ ବ୍ଲକ କର୍ମଚାରୀ ଅସାଡୁ କିଷାନ, ସlନିଟାଇଯର ଏକ୍ସପୋର୍ଟ ଦୀନବନ୍ଧୁ ପ୍ରଧାନ, ବି ଆର୍ ସି ହରିହର ସିଂ, ଆର୍ ଡବ୍ଲ ଏସ ଏସ ରଞ୍ଜନ କୁମାର ନାଏକ, କନିଷ୍ଠ ଯନ୍ତ୍ରୀ ପ୍ରେଷ୍କାର୍ ଧରୂଆ, ପି ଇ ଓ ବବଳି  ବିଶ୍ଵାଳ, ସୁପ୍ରଭା ପଣ୍ଡା, ଜ୍ୟୋତିର୍ମୟୀ ପଣ୍ଡା ଓ ସମସ୍ତ କର୍ମଚାରୀ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like