-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ସେବା ପାଇଁ ଜନ କଲ୍ୟାଣ ସେବା ଟ୍ରଷ୍ଟ ସମ୍ମାନିତ

27-Sep-2024



ବରଗଡ଼/ଭୁବନେଶ୍ଵର(ପ୍ରେରଣା ଖବର)- ଭୁବନେଶ୍ଵର ରୁ ପ୍ରକାଶିତ ତୈଭାଷିକ ସାପ୍ତାହିକ ସମ୍ବାଦପତ୍ର ଆଶା ପ୍ରଦୀପ ର ୨୦ ତମ ପ୍ରତିଷ୍ଠାତା ଦିବସ ଭୁବନେଶ୍ୱର ର ଗୀତଗୋବିନ୍ଦ ଭବନ ଠାରେ ମହା ଆଡ଼ମ୍ବରରେ ପାଳନ ହୋଇଯାଇଛି,ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥିଭାବେ ଯାଜପୁର ର ସାଂସଦ ଶ୍ରୀ ଡଃ ରବିନାରାୟଣ ବେହେରା, ସମ୍ମାନିତ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ଅରବିନ୍ଦ ଢ଼ାଲି, ପୂର୍ବତନ ସାଂସଦ ଶ୍ରୀ ପ୍ରସନ୍ନ ପାଟ୍ଟଶାଣୀ, ସୁପ୍ରିମ କୋର୍ଟ ର ବରିଷ୍ଠ ଆଇନଜୀବୀ ପ୍ରତିଭା ବର୍ମା,ବିଜେବି କଲେଜ ର ଇଂରାଜୀ ବିଭାଗ ଅଧିକାରୀ ଡ଼ଃ ସରୋଜ ମହାପାତ୍ର ସ୍ବରାଜ ହସ୍ପିଟାଲ ର ଅଧକ୍ଷ ଶ୍ରୀ ସ୍ବାଧିନ ମିଶ୍ର ଓ ସମ୍ବାଦ ପତ୍ର ର ସମ୍ପାଦିକା ବ୍ରହ୍ମିପ୍ରିୟା ସାମନ୍ତରାୟ ଯୋଗଦାନ କରି ସାମ୍ବାଦିକ ତା ଓ ଜନସାଧାରଣ ଙ୍କ ବିଷୟରେ ଆଲୋଚନା କରିଥିଲେ,ଏହି ଅବସରରେ ଜନ କଲ୍ୟାଣ ସେବା ଟ୍ରଷ୍ଟ ର ସମସ୍ତ ସାମାଜିକ କାର୍ଯ୍ୟକ୍ରମ ଓ ବିଶେଷ କରି ଜନ କଲ୍ୟାଣ ସେବା ଟ୍ରଷ୍ଟ ର ପ୍ରତିଷ୍ଠାତା ତଥା ସଭାପତି ଶ୍ରୀ ମୁକୁନ୍ଦ ଦାଶ ଙ୍କ କୁଷ୍ଠ ରୋଗୀ ମାନଙ୍କ ସେବା ପାଇଁ ଏକ ସ୍ବତନ୍ତ୍ର ଭାବରେ କାର୍ଯ୍ୟକ୍ରମ ରେ ସମ୍ମାନିତ କରାଯାଇଥିଲା ଏହି ପରି ସେବା ପାଇଁ ଯାଜପୁର ର ସାଂସଦ ଜନ କଲ୍ୟାଣ ସେବା ଟ୍ରଷ୍ଟ ର ସେବା କାର୍ଯ୍ୟ ପାଇଁ ଉଚ୍ଚ ପ୍ରଶଂସା କରିବା ସହିତ ଜନ କଲ୍ୟାଣ ସେବା ଟ୍ରଷ୍ଟ ଭଲି ସେବା କାର୍ଯ୍ୟ କରିବା ପାଇଁ ତାଙ୍କ ଅଭିଭାଷଣରେ ମତ ବ୍ୟକ୍ତ କରିଥିଲେ ଏହି ଅବସରରେ ଅନୁଷ୍ଠାନ ର ପ୍ରତିଷ୍ଠାତା ଶ୍ରୀ ମୁକୁନ୍ଦ ଦାଶ ଓ ଉପଦେଷ୍ଟା ଶ୍ରୀ ଚନ୍ଦ୍ରକାନ୍ତ ସାହୁ ଯୋଗଦାନ କରି ଏହି ସମ୍ମାନ କୁ ଗ୍ରହଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like