-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

କୁସୁମବନ୍ଦ ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” କାର୍ଯ୍ୟକ୍ରମ ଅନୁଷ୍ଠିତ

27-Sep-2024



ନବରଙ୍ଗପୁର:(-ମିହିର ଶଙ୍କର ପାତ୍ର,) ଡାବୁଗାଁ ବ୍ଳକ ସ୍ଥିତ ଚଚରାଗୁଡା ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି "-୨୦୨୪ କୁସୁମବନ୍ଦ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଗୁପ୍ତେ ପ୍ରସଦ ନାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ  ମୁଖ୍ୟଅତିଥି ଭାବେ ବ୍ଲକ ଅଧକ୍ଷା ବୀଣା ମାଝୀ,ସଂମ୍ମାନିତ ଆତିଥି ଭାବେ ନାୟବ ସରପଞ୍ଚ ଯୁଧିଷ୍ଠିର ତନ୍ତୀ,କାର୍ତ୍ତିକ ଭତ୍ରା, ବୋଡଓଲମା ସିଆରସି ଧନଞ୍ଜୟ ବଡ଼ଜେନା ପ୍ରମ୍ମୁକ ଏଵଂ ମୁଖ୍ୟବକ୍ତା ଭାବରେ ସନ୍ତୋଷ କୁମାର ସାହୁ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ ଦୟାନିଧି ବଞ୍ଜରା।ଏଥିରେ ବିତର୍କ, ପ୍ରବନ୍ଧ, ଚିତ୍ରାଙ୍କନ, କୁଇଜ, ବକୃତା, ସଙ୍ଗୀତ, ସୃଜନ ଲିଖନ, ଶ୍ରୁତଲିଖନ ଓ ହସ୍ତାକ୍ଷର, ମଧ୍ୟାନ୍ନ ଭୋଜନ ଆର୍ଟ ଓ ନୃତ୍ୟ ଭଳି ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା | ଏହି କାର୍ଯ୍ୟକ୍ରମର ମୁଖ୍ୟ ପ୍ରସଙ୍ଗ ହେଉଛି “ଓଡିଶାର ଲୋକକଳା” |ଏଥିରେ ୧ମ, ୨ୟ ଓ ୩ୟ ସ୍ଥାନ ଅଧିକାର କରିଥିବା ବରିଷ୍ଠ, କନିଷ୍ଟ, ଉପ କନିଷ୍ଠ ଓ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ମାନପାତ୍ର ସହ ଟ୍ରଫି ପୁରସ୍କୃତ କରାଯାଇ ଥିଲା ଏହା ସହ ପଂଚାୟତ ର ସମସ୍ତ ବିଧ୍ୟାଳୟର ଶିକ୍ଷକ ଏଵଂ ଛାତ୍ରୀ ଛାତ୍ରୀ ମାନେ ଉପସ୍ଥିତି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like