-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||     

HOME   ଜିଲ୍ଲା

କନଗାଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

27-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ସୋହେଲା ବ୍ଲକ ଅନ୍ତର୍ଗତ କନଗାଁ କ୍ଲଷ୍ଟରର ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବୁଡ଼ାମାଲ ଠାରେ  ଅନୁଷ୍ଠିତ ହୋଇ ଯାଇଛି । କ୍ଲଷ୍ଟରର ଦଶଟି ବିଦ୍ୟାଳୟର ପ୍ରତିଯୋଗୀ ମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ।ଅନୁଷ୍ଠିତ ଉଦଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନଶିକ୍ଷକ ବୁଦ୍ଧଦେବ ସାହୁଙ୍କ ସଭାପତିତ୍ବର ମୁଖ୍ଯ ଅତିଥି ଭାବେ ଅବସରପ୍ରାପ୍ତ ବି ଇ ଓ ପ୍ରଫୁଲ୍ଲ କୁମାର ନନ୍ଦ, ଶିଶୁ ସାହିତ୍ୟିକ ତଥା ସୁବର୍ଣ୍ଣଦୀପର ସମ୍ପାଦକ ପ୍ରଦୀପ୍ତ ଭାନୁ ମହାନ୍ତି ଯୋଗଦେଇ ଉଦଘାଟନ କରିଥିଲେ । ସଭାକାର୍ଯ୍ୟକୁ ଶିକ୍ଷକ ଲଲିତ ବାରିକ ସଂଯୋଜନା କରିଥିଲେ । ସମୁଦାୟ କୋଡିଏ ଟି ବିଭାଗରେ ମୋଟ ୧୬୦ଜଣ ଛାତ୍ର ଛାତ୍ରୀ ଭାଗନେଇ ଥିଲେ । ଓଡ଼ିଶାର ଲୋକ କଳା ମୁଖ୍ଯ ପ୍ରସଙ୍ଗରେ ଛାତ୍ର ଛାତ୍ରୀ ମାନେ ବକ୍ତୃତା , ପ୍ରବନ୍ଧ, କୁଇଜ, ଚିତ୍ରାଙ୍କନ, ସୃଜନଶୀଳ ଲିଖନ, ସଙ୍ଗୀତ, ଓଡ଼ିଆ ହସ୍ତାକ୍ଷର, ଶ୍ରୁତ ଲିଖନ, ଦଳଗତ ନୃତ୍ଯ,  ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଅପରାହ୍ନରେ ଅନୁଷ୍ଠିତ ପୁରସ୍କାର ବିତରଣ ସଭାରେ ମୁଖ୍ଯ ଅତିଥି ଭାବେ ଅବସରପ୍ରାପ୍ତ ଏବିଇଓ ଗୋଲାପଚାନ୍ଦ ମିଶ୍ର ଯୋଗ ଦେଇ ସୁରଭି କାର୍ଯ୍ୟକ୍ରମ ଉପରେ ନିଜର ବକ୍ତବ୍ଯ ପ୍ରଦାନ କରି କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ସମ୍ମାନିତ ଅତିଥି ଭାବେ ପରିଚାଳନା କମିଟିର ସଭାପତି ଶେଷଦେବ ବେହେରା, ପୂର୍ବତନ ସଭାପତି ଦିବ୍ଯ କିଶୋର ସା ମଞ୍ଚାସୀନ ଥିଲେ । କାର୍ଯ୍ୟକ୍ରମକୁ ଅଷ୍ଟମ ଶ୍ରେଣୀର ଛାତ୍ରୀ ଅରୁଣା ସା ସଂଯୋଜନା କରିଥିଲେ । ସି ଆରସି ସି କେଦାରନାଥ ସାହୁଙ୍କ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶିକ୍ଷକ ତୁଷାରକାନ୍ତ ସାହୁ ଅତିଥି ପରିଚୟ ଓ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଲେ ବାଳମୁକୁନ୍ଦ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ । ବିଚାରକ ଭାବେ କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଦାୟିତ୍ବ ନିର୍ବାହ କରିଥିଲେ । ସ୍ଥାନୀୟ ବିଦ୍ୟାଳୟର ପରିଚାଳନା କମିଟିର ସଭ୍ଯ ସଭ୍ଯାଙ୍କ ସହ ଅଭିଭାବକ ଅଭିଭାବିକା ମାନେ ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026

You Might Also Like