-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

ଓଡିଶା ଜୀବିକା ମିଶନ କନ୍ଧମାଳ ଜିଲ୍ଲାର କର୍ମଚାରୀ ମାନେ ୬ମାସ ହେବ ପାରିଶ୍ରମିକ ମିଳିନି; ମୁଖ୍ୟମନ୍ତ୍ରୀଙ୍କୁ ଗୁହରୀ

27-Sep-2024



କନ୍ଧମାଳ(ସୁଶିଲ କୁମାର ପାଣିଗ୍ରାହୀ): ଓଡିଶା ଜୀବିକା ମିଶନ କନ୍ଧମାଳ ଜିଲ୍ଲାର କର୍ମଚାରୀ ମାନେ ଦୀର୍ଘ ୬ମାସ ଧରି ପାରିଶ୍ରମିକ ପାଇନାହାଁନ୍ତି। ଏନେଇ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟେଶରେ ଜିଲ୍ଲାପାଳ ଅନୁପସ୍ଥିତ ଥିବାରୁ ଅତିରିକ୍ତ ଜିଲ୍ଲାପାଳ ରମେଶ ଜେନାଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଓଡିଶା ଜୀବିକା ମିଶନର କର୍ମଚାରୀ ମାନେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଏହି ଦାବିପତ୍ର ପ୍ରଦାନ କରିଥିଲେ। ସୂଚନା ଅନୁସାରେ ଓଡିଶା ଜୀବିକା ମିଶନ ଗତ ୨୦୧୪ ମସିହା ଠାରୁ ଆରମ୍ଭ ହୋଇ ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରତି ଗାଁ ଓ ଗ୍ରାମ ପଞ୍ଚାୟତ ସ୍ତରରେ ସୂଚାରୁରୂପେ କାର୍ଯ୍ୟ କରୁଛନ୍ତି ଏହି କର୍ମଚାରୀ। କାର୍ଯ୍ୟକ୍ରମକୁ ସଫଳ ରୂପାୟନ କରିବା ପାଇଁ ଗ୍ରାମାଞ୍ଚଳରେ ବହୁ କମ ପାରିଶ୍ରମିକରେ ସିଆରପି, ଏମବିକେ, ବ୍ୟାଙ୍କ ମିତ୍ର, ପ୍ରାଣୀମିତ୍ର, କୃଷିମିତ୍ର, ଉଦ୍ୟୋଗମିତ୍ର ଏହି ଭଳି ବିଭିନ୍ନ ପଦ ପଦବୀରେ କର୍ମଚାରୀ ମାନେ କାର୍ଯ୍ୟ କରିଆସୁଛନ୍ତି। କିନ୍ତୁ ଗତ ୬ ମାସ ହେଲା ସେମାନେ ପାରିଶ୍ରମିକ ପାଇନଥିବାରୁ କ୍ଷୋଭ ପ୍ରକାଶ କରିଛନ୍ତି। ସରକାର ଏଥିରେ ହସ୍ତକ୍ଷେପ କରି ତୁରନ୍ତ ବକେୟା ଦରମା ପ୍ରଦାନ କରିବା ସହ ନିୟମିତ ମାସିକ ଦରମା ଓ ଆନୁସଙ୍ଗିକ ଆର୍ଥିକ ପ୍ରୋତ୍ସାହନ ପ୍ରଦାନ ପାଇଁ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଏହି ବିଷୟରେ ହସ୍ତକ୍ଷେପ କରି ଯଥାଶୀଘ୍ର ଓଏଲଏମ କ୍ୟାଡର କର୍ମଚାରୀଙ୍କ ଦରମା ପ୍ରଦାନ କରିବାକୁ ଦାବି କରିଛନ୍ତି। ଦାବି ପୂରଣ ନହେଲେ ଆନ୍ଦୋଳନାତ୍ମକ ପଦକ୍ଷେପ ନେବାକୁ ବାଧ୍ୟହେବୁ ବୋଲି ଉଲ୍ଲେଖ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like